ଏବଂ ସମାନେେ ଗମନ କଲା ସମୟରେ ମୁଁ ସମାନଙ୍କେର ପକ୍ଷର ଶବ୍ଦ ଶୁଣିଲି, ତାହା ମହାଜଳ ରାଶିର କଲ୍ଲୋଳ ତୁଲ୍ଯ, ସର୍ବଶକ୍ତିମାନ ପରମେଶ୍ବରଙ୍କର ସ୍ବର ତୁଲ୍ଯ ଓ ସୈନ୍ଯଦଳର କୋଳାହଳ ଶବ୍ଦ ତୁଲ୍ଯ ଥିଲା। ସମାନେେ ଅଟକିଲା ବେଳେ ନିଜ ନିଜ ପକ୍ଷ ସଙ୍କୋଚନ କଲେ।
Cross references
କାରଣ ସଦାପ୍ରଭୁ ଅରାମୀଯ ସୈନ୍ଯମାନଙ୍କୁ ରଥ ଶଦ୍ଦ, ଅଶ୍ବ ଶଦ୍ଦ ଓ ବିପୁଳ ସୈନ୍ଯବାହିନୀର ଶଦ୍ଦ ଶୁଣାଇବାକୁ କାରଣ ହେଲେ। ତହିଁରେ ସମାନେେ ପରସ୍ପରକୁ କହିଲେ, ଦେଖ, ଇଶ୍ରାୟେଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀଯ ଓ ମିଶରୀଯ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧ ରେ ବତନେ ଦଇେ ନିୟୁକ୍ତ କରିଅଛି।
ସମସ୍ତେ ଶୁଣ ! ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ଭଳି ଶୁଣାୟାଏ। ସହେି ଘଡ଼ଘଡ଼ିର ଶବ୍ଦକୁ ଶୁଣ, ଯାହା ପରମେଶ୍ବରଙ୍କ ପାଟିରୁ ବାହା ରେ।
ତା'ପରେ ବିଜୁଳି ମାରିବା ପରେ ପରମେଶ୍ବରଙ୍କ ବଜ୍ର ଗମ୍ଭିର କଣ୍ଠସ୍ବର ଶୁଣାୟାଏ, ପରମେଶ୍ବର ତାଙ୍କର ଚମତ୍କାର ସ୍ବର ରେ ଘଡ଼ଘଡ଼ି କରନ୍ତି। ବିଜୁଳି ମାରିଲା ବେଳେ ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ମା ରେ।
ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।
ସହେି ଜୀବିତ ପ୍ରାଣୀମାନଙ୍କର ଡ଼ଣୋ ଦ୍ବାରା ପରସ୍ପର ଝାଡ଼ି ହବୋର ଶବ୍ଦ ଥିଲା ଏବଂ ସମାନଙ୍କେର ଚକସବୁର ଗର୍ଜ୍ଜନ ଏକ ବଜ୍ରଧ୍ବନି ସୃଷ୍ଟି କରୁଥିଲା। ଏହା ବଜ୍ରସ୍ବର ପରି ଉଚ୍ଚ ଥିଲା।
ଆଉ ସର୍ବଶକ୍ତିମାନ ପରମେଶ୍ବରଙ୍କର କଥା କହିବାର ସମୟରେ ସ୍ବର ବଜ୍ରରବ ତୁଲ୍ଯ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ୟ୍ଯନ୍ତ ଶୁଣାଗଲା।
ଏବଂ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ପୂର୍ବ ଦିଗରୁ ଆସୁଥିବାର ମୁଁ ଦେଖିପାରିଲି ଏବଂ ତାଙ୍କର ସ୍ବର ସମୁଦ୍ରର ଗର୍ଜ୍ଜନର ସ୍ବର ପରି ଥିଲା ଏବଂ ଦେଶଟି ତାଙ୍କ ମହିମା ରେ ଆଲୋକିତ ହାଇଗେଲା।
ତାହାଙ୍କ ଶରୀର ମଣି ତୁଲ୍ଯ ଚକମକ କରୁଥିଲା, ତାଙ୍କର ମୁଖ ଉଜ୍ଜ୍ବଳ ବୁଦ୍ଯୁତ୍ର ଆଲୋକ ତୁଲ୍ଯ, ଚକ୍ଷୁ ଜ୍ବଳନ୍ତ ମଶାଲ ତୁଲ୍ଯ ଓ ତାହାଙ୍କ ହସ୍ତ ଓ ପାଦ ପରିସ୍କୃତ ପିତ୍ତଳର ଆଭା ତୁଲ୍ଯ ଥିଲା। ଆଉ ତାଙ୍କର ସ୍ବର ଜନଗହଳିର ରବତୁଲ୍ଯ ଉଚ୍ଚ ଥିଲା।
ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।
ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :