ଯିହିଜିକଲ 10:12 · ଓଡ଼ିଆ ବାଇବେଲ
ପୁଣି ସମାନଙ୍କେର ସମୁଦାଯ ଶରୀର, ସମାନଙ୍କେର ପୁଷ୍ପ ହସ୍ତ, ପକ୍ଷ ଓ ସହେି ଚାରିଚକ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।
Cross references
ଯିହିଜିକଲ 1:18
ସମାନଙ୍କେର ଘରେ ଉଚ୍ଚ ଓ ଭୟଙ୍କର ଥିଲା ; ପୁଣି ସହେି ଚାରି ଘରରେ ଚତୁର୍ଦ୍ଦିଗ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:6
ସହେି ସିଂହାସନ ସମ୍ମୁଖ ରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦଖାଯାେଉଥିଲା, ଯାହା ସ୍ଫଟିକପରି ସ୍ବଚ୍ଛ ଥିଲା। ସହେି ସିଂହାସନର ଚାରିପଟେ ଚା ରୋଟି ଜୀବିତ ପ୍ରାଣୀ ଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:8
ପ୍ରେତ୍ୟକକଙ୍କର ଛଅଟି ଲଖାଏଁେ ଡ଼ଣୋ ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଚାରିପାଖ ଆଖି ରେ ପରିପୂର୍ଣ୍ଣ ଥିଲା। ସମାନେେ ଦିନରାତି ଅବିରତ କହୁଥିଲେ :