Home Bibles ☰ Books ଯିହିଜିକଲ 11:21 · ଓଡ଼ିଆ ବାଇବେଲ
ଯିହିଜିକଲ 11:21 · ଓଡ଼ିଆ ବାଇବେଲ

ତା'ପ ରେ ପରମେଶ୍ବର କହିଲେ, କିନ୍ତୁ ଯେଉଁମାନଙ୍କର ହୃଦଯ ଘୃଣ୍ଯ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସମାନଙ୍କେୁ ସମାନଙ୍କେର କୁକର୍ମ ଅନୁସାରେ ଦଣ୍ଡିତ କରିବା। ସଦାପ୍ରଭୁ ମାରେ ପ୍ରଭୁ ଏହା କହିଛନ୍ତି।

Cross references

ଉପଦେଶକ 11:9

ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।

ଯିରିମିୟ 1:16

ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧ ରେ ଆମ୍ଭର ବିଚାର ପ୍ରକାଶ କରିବା କାରଣ ସମାନେେ ଦୁଷ୍ଟ ପ୍ରକୃତିର ଲୋକ। ସମାନେେ ଆମ୍ଭକୁ ପରିତ୍ଯାଗ କରିଛନ୍ତି, ସମାନେେ ଅନ୍ୟ ଦବେତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।

ଯିରିମିୟ 2:20

ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ୟୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛଦନେ କରିଛୁଁ। ଆଉ ତୁମ୍ଭେ କହିଛ, 'ଆମ୍ଭେ ତୁମ୍ଭର ଦାସତ୍ବ କର୍ମ କରିବୁ ନାହିଁ।' ପ୍ରକୃତ ରେ ତୁମ୍ଭେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ଯଭିଚାର କରି ଚାଲିଛ।

ଯିରିମିୟ 17:9

ଯାହାର ଅନ୍ତଃକରଣ ସବୁଠାରୁ କପଟମଯ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କହେି ଜାଣିପାରିବେ ନାହିଁ।

ଯିରିମିୟ 29:16

ତୁମ୍ଭ ସହିତ ବାବିଲକୁ ବନ୍ଦୀ ହାଇେ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷଯ ରେ ଓ ଦାଉଦର ସିଂହାସନ ରେ ଉପବିଷ୍ଟ ରାଜା ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି।

ଯିହିଜିକଲ 7:3

ବର୍ତ୍ତମାନ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ମାରେ କୋର୍ଧ ପ୍ରକାଶ କରିବା। ତୁମ୍ଭର କର୍ମ ଅନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣା ଯୋଗ୍ଯ ସକଳ କର୍ମ ପାଇଁ ଆମ୍ଭେ ତୁମ୍ଭଙ୍କୁ ଦଣ୍ଡ ଦବୋ।

ଯିହିଜିକଲ 7:8

ବର୍ତ୍ତମାନ ଆମ୍ଭେ ଆପଣା କୋର୍ଧକୁ ତୁମ୍ଭ ଉପ ରେ ପ୍ରଯୋଗ କରିବା। ଯେପର୍ୟ୍ଯନ୍ତ ଏହା ପ୍ରାଧାନ୍ଯ ସେ ନ କରିଛୁ ଏବଂ ତୁମ୍ଭର କର୍ମାନୁସା ରେ ବିଚାର ନ କରିବୁ। ଆମ୍ଭେ ତୁମ୍ଭର ମନ୍ଦ କର୍ମ ଯୋଗୁ ତୁମ୍ଭକୁ ଦଣ୍ଡିତ କରିବା।

ଯିହିଜିକଲ 9:10

ଏଣୁ ମୁଁ କରୁଣା ଦଖାଇବେି ନାହିଁ। ମୁଁ ସମାନଙ୍କେୁ ଅନୁକମ୍ପା କରିବି ନାହିଁ। ମୁଁ ସମାନଙ୍କେର କର୍ମର ପ୍ରତିଫଳ ସମାନଙ୍କେ ମସ୍ତକକୁ ଆଣିବି।

ଯିହିଜିକଲ 11:18

ପୁଣି ସମାନେେ ସେ ଦେଶକୁ ଯିବେ ଓ ତହିଁରେ ୟାବତୀଯ ପ୍ରତିମା ବସ୍ତୁ ଓ ଘୃଣା ଯୋଗ୍ଯ ବିଷଯସବୁ ସେ ସ୍ଥାନରୁ ଦୂର କରିବେ।

ଯିହିଜିକଲ 14:3

ହେ ମନୁଷ୍ଯ ପୁତ୍ର ; ଏହି ଲୋକମାନେ ସମାନଙ୍କେର ହୃଦଯ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଦଇେଅଛନ୍ତି ଏବଂ ସମାନଙ୍କେ ପାପ ସମାନଙ୍କେ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସମାନଙ୍କେୁ କାହିଁକି ମାେତେ ଅନୁସନ୍ଧାନ କରିବାକୁ ଅନୁମତି ଦବେି ?

ଯିହିଜିକଲ 16:43

ଏସବୁ କରିବାର କାରଣ ତୁମ୍ଭେ ତୁମ୍ଭର ୟୌବନାବସ୍ଥାର ଦିନ ମନେ ରଖି ନାହଁ। ତୁମ୍ଭେ ତୁମ୍ଭର କୁକାର୍ୟ୍ଯ ଦ୍ବାରା ମାେତେ କୋରଧିତ କଲ। ମୁଁ ତୁମ୍ଭକୁ ତୁମ୍ଭର ବ୍ଯବହାର ପାଇଁ ଦଣ୍ଡିତ କରିବି। ତୁମ୍ଭର ଅନ୍ୟ ଘୃଣ୍ଯ କାର୍ୟ୍ଯ ସହିତ ବେଶ୍ଯାବୃତ୍ତିକୁ ୟୋଡ଼ିବା ରେ କଣ ଅଧିକ ପ୍ରାଧାନ୍ଯ ହାଇେ ନ ଥିଲା ? ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଲେ।

ଯିହିଜିକଲ 20:31

ଯେତବେେଳେ ତୁମ୍ଭମାନେେ ଉପହାର ଆଣୁଛ, ନିଜ ନିଜ ସନ୍ତାନମାନଙ୍କୁ ଆଜି ପର୍ୟ୍ଯନ୍ତ ଅଗ୍ନି ରେ ଉତ୍ସର୍ଗ କରୁଛ ? ହେ ଇଶ୍ରାୟେଲର ଲୋକମାନେ, ମାଠାରୁେ ଉପଦେଶ ନବୋକୁ ତୁମ୍ଭମାନଙ୍କୁ ଅନୁମତି ଦବେି କି ? ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ଜୀବିତ ଥିବାୟାଏ ତୁମ୍ଭମାନଙ୍କୁ ଉପଦେଶ କି ପରାମର୍ଶ ଦବେି ନାହିଁ।

ଯିହିଜିକଲ 20:38

ପୁଣି ମୁଁ ବିଦ୍ରାହୀମାନଙ୍କୁ ଓ ମାେ ବିରୋଧୀ ପାପୀମାନଙ୍କୁ ତୁମ୍ଭମାନଙ୍କ ମଧ୍ଯରୁ ବାହାର କରି ଦୂର କରି ଦବେି। ସମାନେେ ଯେଉଁ ଦେଶ ରେ ପ୍ରବାସ କରି ରହୁଛନ୍ତି, ସେ ଦେଶରୁ ମୁଁ ସମାନଙ୍କେୁ ବାହାର କରି ଆଣିବି, ମାତ୍ର ସମାନେେ ଇଶ୍ରାୟେଲ ଦେଶ ରେ ପ୍ରବେଶ କରିବେ ନାହିଁ। ତହିଁରେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।

ଯିହିଜିକଲ 22:31

ଏଣୁ ଆମ୍ଭେ ସମାନଙ୍କେ ଉପ ରେ ଆପଣା କୋରଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନି ରେ ସମାନଙ୍କେୁ ସଂହାର କରିଅଛୁ। ସମାନଙ୍କେର ନିଜ କର୍ମର ଫଳ ସମାନେେ ନିଜେ ଭୋଗିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି

Interlinear

Choose Theme