ତା'ପ ରେ ସଦାପ୍ରଭୁଙ୍କର ଆତ୍ମା ମାେ ଉପ ରେ ଅଧିଷ୍ଠିତ ହେଲେ ଓ ମାେତେ କହିଲେ, ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ ଏହିକଥା କହନ୍ତି, ହେ ଇସ୍ରାଯଲବୋସୀ, ତୁମ୍ଭେ ଏହି କଥା କହୁଅଛ। କିନ୍ତୁ ତୁମ୍ଭମାନଙ୍କ ମନ ରେ ଯେଉଁ ବିଷଯ ଉଠୁଅଛି, ଆମ୍ଭେ ତାହା ଜାଣୁ।
Cross references
ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମାଶାଙ୍କେୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠା ରେ ଥିଲା, ତହିଁରୁ ନଇେ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତବେେଳେ ସମାନଙ୍କେ ଉପରେ ଆତ୍ମା ଅବସ୍ଥାନ କଲା, ସମାନେେ ଭବିଷ୍ଯତ କଥା ପ୍ରଚାର ଆରମ୍ଭ କଲେ, ଏବଂ ସମାନେେ ଆଉ ବନ୍ଦ କଲେ ନାହିଁ।
ସଦାପ୍ରଭୁଙ୍କର ଆତ୍ମା ତକ୍ସ୍ଟମ୍ଭ ନିକଟକକ୍ସ୍ଟ ବିରାଟ ଶକ୍ତି ରେ ଆସିବା ଏବଂ ତୁମ୍ଭେ ସମାନଙ୍କେ ସହିତ ଭବିଷ୍ଯତବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ଯକ୍ତି ହାଇଯେିବ।
ଶାଉଲ ଏବଂ ତାଙ୍କର ସବେକ ଜିବେଥ୍ଇଲୋହିମ୍କକ୍ସ୍ଟ ଗଲେ। ସହେି ସ୍ଥାନ ରେ ଶାଉଲ ଦଳେ ଭବିଷ୍ଯଦ୍ବକ୍ତାଙ୍କକ୍ସ୍ଟ ଭଟେିଲେ। ପକ୍ସ୍ଟଣି ପରମେଶ୍ବରଙ୍କ ଆତ୍ମା ତାହାଙ୍କକ୍ସ୍ଟ ଆକ୍ରାନ୍ତ କରନ୍ତେ ସେ ସମାନଙ୍କେ ଭିତ ରେ ନାଚି, ଗାଇ ଭବିଷ୍ଯତ୍ବାଣୀ ପ୍ରଗ୍ଭର କରିବାକୁ ଲାଗିଲେ।
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।
ଅତୀତରେ, ତୁମ୍ଭେ ମନ୍ଦକାର୍ୟ୍ଯ କଲ। ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନଇେଛ ମୁଁ ମଧ୍ଯ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହିପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।
ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।
କାରଣ ସମାନଙ୍କେର ସମସ୍ତ କାର୍ୟ୍ଯ ରେ ଆମ୍ଭର ଦୃଷ୍ଟି ଅଛି। ସମାନଙ୍କେର କୌଣସି ଜିନିଷ ଆମ୍ଭ ସାକ୍ଷାତରୁ ଗୁପ୍ତ ରହି ନାହିଁ। କିଅବା ସମାନଙ୍କେର କୌଣସି ଅଧର୍ମ ଆମ୍ଭର ଅଗୋଚର ନୁହେଁ।
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।
ତା'ପ ରେ ଏକ ଆତ୍ମା ମାେ ମଧିଅରେ ପ୍ରବେଶ କରି ମାେତେ ଠିଆ କରାଇଲା। ତାପ ରେ ସହେି ସ୍ବର ମାେ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା।
ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'
ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ।
ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ୟାଇ ସମାନଙ୍କେୁ କୁହ ଯେ, 'ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।' ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚଯ ସମାନଙ୍କେୁ କୁହ।
ତା'ପ ରେ ଆତ୍ମା ମାେ ମଧିଅରେ ପ୍ରବେଶ କଲା ଓ ମାରେ ପାଦ ଉପରକୁ ନଇଗେଲା। ତା'ପ ରେ ସେ ମାେତେ କହିଲା, ୟାଅ, ଏବଂ ତୁମ୍ଭେ ଆପଣା ଗୃହ ମଧିଅରେ ନିଜକୁ ରୁଦ୍ଧ କରି ରଖ,
କିନ୍ତୁ ତୁମ୍ଭର ପାଟି ଆମ୍ଭ ଆଜ୍ଞା ରେ ଫିଟିବ। ତା'ପ ରେ ତୁମ୍ଭେ ସମାନଙ୍କେୁ କହିବ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି।' ଯଦି ସମାନେେ ଇଚ୍ଛା କରନ୍ତି, ଶୁଣନ୍ତୁ ବା ଯଦି ସମାନେେ ଇଚ୍ଛା ନ କରନ୍ତି ବା ନ ଶୁଣନ୍ତି, ଯେ ହତେୁ ସମାନେେ ବିଦ୍ରୋହୀ ଜାତି ଅଟନ୍ତି।
ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନ ରେ ଆମ୍ଭେ ଆପଣା ଗୃହ ରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖ ରେ ବସିଥିଲେ। ଏହି ସମୟରେ ମାରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠିତ ହେଲା।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,
ଆଉ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।
ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।
ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟ ରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମନ ରେ ଏସବୁ କଥା କାହିଁକି ଭାବୁଛ।
ୟିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, ଯୀଶୁଙ୍କ ଦହେ ରେ ବାଆଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡି ଦେଉଛନ୍ତି।
କିନ୍ତୁ ଯୀଶୁ ସମାନଙ୍କେୁ ଭରସା କଲେ ନାହିଁ କାରଣ ସେ ସହେି ଲୋକମାନଙ୍କର ମନର ଭାବନା ଜାଣିଥିଲେ।
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?
ପିତର ଏହିକଥା କହିବା ସମୟରେ ସୁସମାଚ଼ାର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ର ଆତ୍ମା ଓହ୍ଲାଇ ଆସିଲେ।
ମୁଁ କହିବାକୁ ଆରମ୍ଭ କଲା ମାତ୍ ରେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମ ରେ ଓହ୍ଲାଇ ଆସିଥିଲେ।
ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।
ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।
ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।