ତୁମ୍ଭେ ଯେଉଁ ଅମିଶ୍ରିତ ମସଲା ରେ କାନ୍ଥକୁ ଲପନେ କରିଅଛ ମୁଁ ତାହା ବିଦୀର୍ଣ୍ଣ କରିପକାଇବି। ମୁଁ ଏହା ଭୂମିସ୍ତର ସହିତ ସମତଳ କରି ଦବେି, ମୁଁ ଏହା ମୂଳଦୁଆକୁ ବାହାର କରିବି। ତାହା ତୁମ୍ଭମାନଙ୍କ ଉପ ରେ ପଡ଼ିବ, ତହିଁରେ ତୁମ୍ଭମାନେେ ବିନଷ୍ଟ ହବେ। ଏଣୁ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।
Cross references
ୟଦି ସମାନେେ ସବୁ ଉତ୍ତମ କାର୍ୟ୍ଯକୁ ନଷ୍ଟ କରନ୍ତି। ତବେେ କ'ଣ ଘଟିବ ? ତା'ପରେ ସବୁ ଧର୍ମାତ୍ମାମାନେ କ'ଣ କରିପାରିବେ।
ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।
ଲୋକେ କାନ୍ଥର ସଳଖତା ଜାଣିବା ପାଇଁ ଯେପରି ଓଳମ୍ ବ୍ଯବହାର କରନ୍ତି, ମୁଁ ସହେିପରି ସତ୍ଯ ପ୍ରତିଷ୍ଠା ପାଇଁ ନ୍ଯାଯ ଓ ଧାର୍ମିକତାକୁ ପ୍ରଯୋଗ କରିବି।
ସହେି ପାପ ପତନ ହବେ, ଠିକ୍ ଯେପରି ଉଚ୍ଚ କାନ୍ଥ ରେ ଫାଟ ଦଇେ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।
ଯାଜକ ଓ ଭବିଷ୍ଯଦବକ୍ତାମାନେ ଘୃଣ୍ଯକର୍ମ କଲେ ମଧ୍ଯ ଲଜ୍ଜିତ ନୁହଁନ୍ତି। ସମାନେେ ସମାନଙ୍କେର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ। ତେଣୁ ସଦାପ୍ରଭୁ କହନ୍ତି, ସମାନେେ ପତିତମାନଙ୍କ ମଧିଅରେ ପତିତ ହବେେ ଓ ଆମ୍ଭେ ସେସାନଙ୍କୁ ପ୍ରତିଫଳ ଦବୋ ବେଳେ ସମାନେେ ନିପାତିତ ହବେେ।
ସମାନେେ ଘୃଣ୍ଯକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସମାନଙ୍କେର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସମାନେେ ପତିତ ଲୋକମାନଙ୍କ ମଧିଅରେ ପତିତ ହବେେ। ସମାନଙ୍କେ ପ୍ରତିଫଳ ପ୍ରାପ୍ତି ସମୟରେ ସମାନେେ ନିପାତିତ ହବେେ। ସଦାପ୍ରଭୁ ଏହିସବୁ କହନ୍ତି।
ଏଣୁ ଯେଉଁ ଭବିଷ୍ଯଦବକ୍ତାମାନେ ଆମ୍ଭ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ଆମ୍ଭେ ସମାନଙ୍କେୁ ପ୍ ରରଣେ ନ କଲେ ହେଁ ସମାନେେ କହନ୍ତି, ଏ ଦେଶ ରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହବେ ନାହିଁ, ସହେିମାନଙ୍କ ବିଷଯ ରେ ସଦାପ୍ରଭୁ କହନ୍ତି,' ସହେି ଭବିଷ୍ଯଦବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ବାରା ବିନଷ୍ଟ ହବେେ।
ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଭବିଷ୍ଯଦବକ୍ତାମାନଙ୍କ ବିଷଯ ରେ ଏହା କହନ୍ତି, ଆମ୍ଭେ ସମାନଙ୍କେୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା। କାରଣ ୟିରୁଶାଲମର ଭବିଷ୍ଯଦବକ୍ତାମାନଙ୍କଠାରୁ ପାଷାଣ୍ଡତା ଦେଶ ସାରା ବ୍ଯାପିୟାଇଛି।
ଯେଉଁ ଭବିଷ୍ଯଦବକ୍ତାମାନେ ମିଥ୍ଯା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ଯା ଅଲୌକିକ ଶକ୍ତି ଘାଷେଣା କରନ୍ତି, ମାରେ ହସ୍ତ ସମାନଙ୍କେ ବିରୁଦ୍ଧ ରେ ୟିବ, ସମାନେେ ମାେ ଲୋକମାନଙ୍କ ମନ୍ତ୍ରୀ ସଭା ରେ ରହିବେ ନାହିଁ। ଇଶ୍ରାୟେଲର ପରିବାର ତାଲିକା ରେ ସମାନଙ୍କେର ନାମଗୁଡ଼ିକ ତାଲିକାଭୁକ୍ତ ହବେ ନାହିଁ। ଏବଂ ଇଶ୍ରାୟେଲ ଦେଶ ରେ ସମାନେେ ପ୍ରବେଶ କରିବେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।
ଏବଂ ମଧ୍ଯ ମୁଁ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବି ଓ ମାେ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ଏବଂ ସମାନେେ ତୁମ୍ଭମାନଙ୍କ ଫାଶ ରେ ପଡ଼ି ଆଉ ତୁମ୍ଭମାନଙ୍କର ହସ୍ତଗତ ହବେେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।
ତେଣୁ ତୁମ୍ଭମାନେେ ଆଉ ମିଥ୍ଯା ଦର୍ଶନ ପାଇବ ନାହିଁ। କିମ୍ବା ମନ୍ତ୍ର ପଢ଼ିବ ନାହିଁ। ଏବଂ ମୁଁ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ତେଣୁ ତୁମ୍ଭମାନେେ ତାହା ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।
ଆମ୍ଭେ ସେ ଲୋକର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାକୁ ବିନାଶ କରିବା। ସେ ଅନ୍ୟମାନଙ୍କ ପାଇଁ ଏକ ଉଦାହରଣ ଓ ହାସ୍ଯାସ୍ପଦ ହବେ। ଆଉ ଆମ୍ଭେ ଅନ୍ୟ ଲୋକଙ୍କ ମଧ୍ଯରୁ ତାହାକୁ ଉଚ୍ଛନ୍ନ୍ କରିବା। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭମାନେେ ଜାଣିବ।
ତେଣୁ ଆମ୍ଭେ ଶମରିଯାକୁ ଧ୍ବଂସ କରିବା ଓ ଏହା ଦ୍ରାକ୍ଷାଲତା ରୋପଣର କ୍ଷେତ୍ର ରେ ପରିଣତ କରିବା। କବଳେ ତା'ର ମୂଳଦୁଆକୁ ଛାଡି ଆମ୍ଭେ ଶମରିଯାର ସମସ୍ତ ପଥରଗୁଡିକୁ ଉପତ୍ୟକା ଭିତରକୁ ଫିଙ୍ଗିବା।
ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହ ରେ ଥିବା ମୁଖ୍ଯଙ୍କୁ ହତ୍ଯା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।