Home Bibles ☰ Books ଯିହିଜିକଲ 13:4 · ଓଡ଼ିଆ ବାଇବେଲ
ଯିହିଜିକଲ 13:4 · ଓଡ଼ିଆ ବାଇବେଲ

ହେ ଇଶ୍ରାୟେଲ, ତୁମ୍ଭର ଭବିଷ୍ଯଦବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ଯ ହାଇେଅଛନ୍ତି।

Cross references

ପରମଗୀତ 2:15

ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା େଛାଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହାଇେଅଛି।

ଯିରିମିୟଙ୍କ ବିଳାପ 5:18

ସିୟୋନ ପର୍ବତ ଅନାଥା ସ୍ଥାନ ହାଇେଅଛି। କୋକିଶିଆଳିମାନେ ତା ଉପ ରେ ଭ୍ରମଣ କରନ୍ତି।

ମୀଖା 2:11

ଯଦି କିଏ ଜଣେ ମିଥ୍ଯା ପ୍ରଚାର କରେ ତବେେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କ ହେ, ଭବିଷ୍ଯତ ରେ ପ୍ରଚୁର ଦ୍ରାକ୍ଷାରସ ଓ କଡା ସୁରା ମିଳିବ ତବେେ ଏହି ଲୋକମାନେ ମିଥ୍ଯା ଭବିଷ୍ଯତ ବାଣୀକୁ ଗ୍ରହଣ କରିବେ।

ମୀଖା 3:5

କେତକେ ଭବିଷ୍ଯତ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ଯା ବାକ୍ଯ କୁହନ୍ତି। ସଦାପ୍ରଭୁ ସହେି ଭବିଷ୍ଯତ୍ବକ୍ତାମାନଙ୍କ ସମ୍ବନ୍ଧ ରେ ଏହି କଥା କୁହନ୍ତି,

ମାଥିଉଲିଖିତ ସୁସମାଚାର 7:15

ଭଣ୍ଡ ଭବିଷ୍ଯଦ୍ବକ୍ତାଙ୍କଠାରୁ ଦୂର ରେ ରୁହ। ସମାନେେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କନ୍ତୁ ସମାନେେ ପ୍ରକୃତ ରେ ହିଂସ୍ର ଗଧିଆ ଭଳି ଅଟନ୍ତି।

ରୋମୀୟଙ୍କ ପ୍ରତି ପତ୍ର 16:18

ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:13

ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 2:4

ଆମ୍ଲଭ ଏହି ସମସ୍ଯା ବିଷୟସର କଥାବାର୍ତ୍ତାସହବାକୁ ଆବଶ୍ଯକ ମଲନ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁସକଲତକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲଲ, ଓ ଯୀଶୁଖ୍ରୀଷ୍ଟଙ୍କଠାସର ଥିବା ଆମ୍ଭର ସ୍ବାଧୀନତା ଉପଲର ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁସଚଷ୍ଟା କରୁଥିଲଲ।

ଏଫିସୀୟଙ୍କ ପ୍ରତି ପତ୍ର 4:14

ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:9

ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:1

ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।

ତୀତସଙ୍କ ପ୍ରତି ପତ୍ର 1:10

ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।

Interlinear

Choose Theme