Home Bibles ☰ Books ଯିହିଜିକଲ 13:5 · ଓଡ଼ିଆ ବାଇବେଲ
ଯିହିଜିକଲ 13:5 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ଗଲ ନାହିଁ ଓ ଇଶ୍ରାୟେଲର ଚତୁଃପାଶର୍‌ବର ଭଗ୍ନ ପ୍ରାଚୀର ତିଆରି କଲ ନାହିଁ, ଯାହା ଫଳ ରେ ସଦାପ୍ରୁଙ୍କର ସଂଗ୍ରାମ ରେ ଏହା ନିଜକୁ ନିଜେ ସୁରକ୍ଷା ଦଇେଥାନ୍ତ।

Cross references

ଯାତ୍ରା ପୁସ୍ତକ 17:9

ତେଣୁ ମାଶାେ ଯିହାଶୂେୟଙ୍କୁ କହିଲେ, ଶତୃ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ କେତକେ ଲୋକଙ୍କୁ ବାଛ। ଆସନ୍ତାକାଲି ପର୍ବତ ଉପରେ ଠିଆ ହାଇେ ତାହା ଦେଖିବି। ପରମେଶ୍ବରଙ୍କ ଆଶାବାଡିଟିକୁ ମାେ ସହିତ ନଇୟିବେି।

ଯାତ୍ରା ପୁସ୍ତକ 32:11

କିନ୍ତୁ ମାଶାେ ତା'ର ସଦାପ୍ରଭୁ ପରମେଶ୍ବରଙ୍କୁ ଭିକ୍ଷା ମାଗିଲେ, ହେ ସଦାପ୍ରଭୁ, ତୁମ୍ଭର କୋରଧ ରେ ତୁମ୍ଭର ଲୋକମାନଙ୍କୁ ଧ୍ବଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳର ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲ।

ଗଣନା ପୁସ୍ତକ 16:21

ତୁମ୍ଭମାନେେ ଏହି ମଣ୍ତଳୀଠାରୁ ପୃଥକ ହୁଅ, ଆମ୍ଭେ ଏକ ନିମିଷ ରେ ସମାନଙ୍କେ ସଂହାର କରିବା।

ଗଣନା ପୁସ୍ତକ 16:47

ତେଣୁ ହାରୋଣ ମାଶାଙ୍କେ କହିବା ଅନୁସାରେ ତାହା ନଇେ ସମାଜ ମଧ୍ଯକୁ ଦୌଡିଗଲେ। ସେତବେେଳକେୁ ଲୋକମାନଙ୍କ ମଧିଅରେ ମହାମାରୀ ଆରମ୍ଭ ହାଇେଥିଲା। ତହିଁରେ ସେ ଧୂପ ଦଇେ ଲୋକମାନଙ୍କ ପାଇଁ ପ୍ରାଯଶ୍ଚିତ କଲେ।

ପ୍ରଥମ ଶାମୁୟେଲ 12:23

ମାେ ପକ୍ଷ ରେ, ମୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରକ୍ସ୍ଟ ନିବୃତ ହବେି ନାହିଁ। ଯଦି ମୁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦବେି, ତବେେ ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବି। ମୁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ ଶିକ୍ଷା ଦବୋ ଗ୍ଭଲକ୍ସ୍ଟ ରଖିବି।

ଆୟୁବ ପୁସ୍ତକ 40:9

ତୁମ୍ଭର ବାହୁ କ'ଣ ପରମେଶ୍ବରଙ୍କ ବାହୁ ତୁଲ୍ଯ ? ତୁମ୍ଭର କ'ଣ ପରମେଶ୍ବରଙ୍କ ଭଳି କଣ୍ଠସ୍ବର ରହିଛି। ଯାହାକି ଘଡ଼ଘଡ଼ି ପରି ଗର୍ଜ୍ଜନ କରିପା ରେ।

ଗୀତସଂହିତା 76:7

ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।

ଗୀତସଂହିତା 106:23

ପରମେଶ୍ବର ଚାହିଁଥିଲେ ସହେି ଲୋକମାନଙ୍କୁ ସଂପୂର୍ଣ୍ଣ ଧ୍ବଂସ କରିବାକୁ କିନ୍ତୁ ମାଶାେ ତାହାଙ୍କ ମନୋନୀତ ବ୍ଯକ୍ତି ତାଙ୍କର କୋପ ଫରୋଇବା ନିମନ୍ତେ ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନାଶ କଲେ ନାହିଁ।

ଯିଶାଇୟ 2:12

ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।

ଯିଶାଇୟ 13:6

ସଦାପ୍ରଭୁଙ୍କର ସ୍ବତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତବେେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ବର ସର୍ବଶକ୍ତିମାନ ଏହା ଘଟିବାକୁ ଦବେେ।

ଯିଶାଇୟ 13:9

ଦେଖ, ସଦାପ୍ରଭୁଙ୍କର ସେ ଭୟଙ୍କର ଦିବସ ଆସୁଅଛି। ପରମେଶ୍ବର ଅତ୍ଯନ୍ତ କ୍ରୁଦ୍ଧ ହବେେ ଓ ଦେଶକୁ ଧ୍ବଂସ କରିବେ। ପାପୀମାନଙ୍କୁ ଦେଶ ଛାଡ଼ିବାକୁ ବାଧ୍ଯ କରିବେ।

ଯିଶାଇୟ 27:4

ମାଠାେ ରେ କୋରଧ ନାହିଁ। ଯଦି ୟୁଦ୍ଧ ହୁଏ ଓ କହେି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।

ଯିଶାଇୟ 34:8

କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀଯ ପ୍ରତିଫଳର ବର୍ଷ।

ଯିଶାଇୟ 58:12

ପୁଣି ତୁମ୍ଭ ବଂଶୀଯ ଲୋକେ ପୁରାତନ ଧ୍ବଂସ ସ୍ଥାନଗୁଡ଼ିକୁ ପୁନନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପ ରେ ନିର୍ମାଣ କରିବ। ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ଯାତ ହବେ।

Interlinear

Choose Theme