Home Bibles ଯିହିଜିକଲ 14:18 · ଓଡ଼ିଆ ବାଇବେଲ
ଯିହିଜିକଲ 14:18 · ଓଡ଼ିଆ ବାଇବେଲ

ଏପରିକି ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନିଜଣ ଥାନ୍ତେ, ତାହା ହେଲେ ସମାନେେ ଆପଣା ଧାର୍ମିକତା ଯୋଗୁଁ କବଳେ ନିଜକୁ ରକ୍ଷା କରି ପାରିଥାନ୍ତେ। କିନ୍ତୁ ସଦାପ୍ରଭୁ କହନ୍ତି, ମୁଁ ପ୍ରତିଜ୍ଞା କରୁଛି, ଏପରିକି ସମାନେେ ନିଜର ସନ୍ତାନମାନଙ୍କୁ ମଧ୍ଯ ରକ୍ଷା କରିପାରି ନ ଥାନ୍ତେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଛନ୍ତି।

Cross references

ଯିରିମିୟ 27:18

ଆଉ ଯଦି ସମାନେେ ଭବିଷ୍ଯଦବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ଯ ସମାନଙ୍କେଠା ରେ ଥାଏ, ତବେେ ସମାନେେ ସଦାପ୍ରଭୁଙ୍କ ଗୃହ ରେ, ଯିହୁଦାର ରାଜଗୃହ ରେ ଓ ୟିରୁଶାଲମ ରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ୟାଏ, ଏଥିପାଇଁ ସୈନ୍ଯାଧିପତି ସଦାପ୍ରଭୁଙ୍କୁ ବୀନତି କରନ୍ତୁ।

ଯିହିଜିକଲ 12:15

ଆଉ ଯେତବେେଳେ ଆମ୍ଭେ ସମାନଙ୍କେୁ ନାନା ଦେଶ ମଧିଅରେ ଛିନ୍ନଭିନ୍ନ କରିବା। ସମାନେେ ହୃଦ ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

ଯିହିଜିକଲ 14:14

ଏବଂ ଏପରି ନୋହ, ଦାନିୟେଲ ଓ ଆୟୁବ ଯଦି ଏହି ତିନି ପୁରୁଷ ଆମ୍ଭେ, ତବେେ ସମାନେେ ସମାନଙ୍କେର ଧାର୍ମିକତା ଦ୍ବାରା ନିଜର ପ୍ରାଣ ରକ୍ଷା କରିଥାନ୍ତେ, କିନ୍ତୁ ସମାନେେ ଦେଶକୁ ରକ୍ଷା କରିପାରି ନ ଥାନ୍ତେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି।

ଯିହିଜିକଲ 14:16

ଆଉ ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନିଜଣ ଲୋକ ସଠାେ ରେ ଥାନ୍ତେ ସମାନେେ କବଳେ ରକ୍ଷା ପାଇଥାନ୍ତେ। ସମାନେେ ଏପରିକି ଅନ୍ୟମାନଙ୍କ ନିଜ ସନ୍ତାନମାନଙ୍କୁ ଉଦ୍ଧାର କରିପାରି ନ ଥାନ୍ତେ। ଏବଂ ଦେଶ ଏକ ମରୁଭୂମି ହାଇୟୋଇଥାନ୍ତା। ଏହା ସଦାପ୍ରଭୁ ମାରେପ୍ରଭୁ କହନ୍ତି।

Interlinear

Choose Theme