ପୁଣି ପରମେଶ୍ବର କହିଲେ, ଆମ୍ଭେ ଯବେେ ସହେି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା' ଉପ ରେ ଢ଼ାଳି ଦେଉ, ତବେେ ମନୁଷ୍ଯ ଓ ପଶୁକୁ ତା' ମଧ୍ଯରୁ ଉଚ୍ଛନ୍ନ କରୁ।
Cross references
ମୁଁ ମହାମାରୀଦ୍ବାରା ସମାନଙ୍କେୁ ସଂହାର କରିବି ଓ ସମାନଙ୍କେର ଅଧିକାର ଛଡଇେ ନବେି। ପୁଣି ସମାନଙ୍କେଠାରୁ ତୁମ୍ଭକୁ ବଡ ଓ ବଳବାନ ଜାତି କରିବି।
ତା'ପରେ ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନଇେ ତହିଁ ମଧିଅରେ ୟଜ୍ଞବଦେୀରୁ ଅଗ୍ନି ଦିଅ। ଏଥି ରେ ଧୂପ ଦଇେ ଶୀଘ୍ର ମଣ୍ତଳୀ ନିକଟକୁ ୟାଇ ସମାନଙ୍କେ ନିମନ୍ତେ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ଅତି କୋରଧିତ ହାଇେଛନ୍ତି, ମହାମରୀ ବ୍ଯାପି ଗଲାଣି।
ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭକୁ ମହାମାରୀ ରୋଗ ରେ ଆକ୍ରାନ୍ତ କରିବେ। ତୁମ୍ଭମାନେେ ଯେଉଁ ଦେଶକକ୍ସ୍ଟ ଅଧିକାର କରିବାକୁ ଯାଉଅଛ, ସହେି ଦେଶରକ୍ସ୍ଟ ତୁମ୍ଭମାନଙ୍କୁ ଧ୍ବଂସ କରିବେ।
ତବେେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତକ୍ସ୍ଟମ୍ଭ ବଂଶର ଆଘାତ ଆର୍ଥାତ୍ ମହତ୍ ଓ ଚିରସ୍ଥାଯୀ ଆଘାତ, ପକ୍ସ୍ଟଣି ବ୍ଯଥାଜନକ ଓ ଚିରସ୍ଥାଯୀ ରୋଗ ଆଶ୍ଚର୍ୟ୍ଯ ରୂପ କରିବେ।
ଗାଦ ଦାଉଦଙ୍କ ନିକଟକକ୍ସ୍ଟ ୟାଇ ତାଙ୍କୁ କହିଲେ, ଏହି ତିନୋଟି ମଧ୍ଯରକ୍ସ୍ଟ ଗୋଟିକକ୍ସ୍ଟ ବାଛ।
ତେଣୁ ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ମହାମାରୀ ପଠାଇଲେ। ଏହି ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଆରମ୍ଭ ହାଇେ ନିର୍ଦ୍ଧିଷ୍ଟ ସମୟ ପର୍ୟ୍ଯନ୍ତ ଗ୍ଭଲକ୍ସ୍ଟ ରହିଲା। ତେଣୁ ଦାନଠାରକ୍ସ୍ଟ ବେର୍ଶବୋ ପର୍ୟ୍ଯନ୍ତ 70,000 ଲୋକ ମୃତକ୍ସ୍ଟ୍ଯବରଣ କଲେ।
ଯବେେ ଦେଶ ରେ ଦୁର୍ଭିକ୍ଷ ହୁଏ, ଯବେେ ମହାମାରୀ ହୁଏ, ଶସ୍ଯ ସବୁ ନଷ୍ଟ ହୁଏ, ପଙ୍ଗପାଳ ଓ କୀଟ ଦ୍ବାରା ନଷ୍ଟ ହୁଏ, ଶତୃମାନଙ୍କଦ୍ବାରା ନଗର ସମୂହ ଆକ୍ରମିତ ହାଇେ ଅବରୁଦ୍ଧ ହୁଏ ଓ ଯବେେ ତୁମ୍ଭର ଲୋକେ ରୋଗାକ୍ରାନ୍ତ ହୁଅନ୍ତି।
ଦେଶ ରେ ହୁଏତ ଦୁର୍ଭିକ୍ଷ ପଡ଼ିପା ରେ, କିଅବା ଭୟଙ୍କର ରୋଗ ସବୁ ହାଇପୋ ରେ, ଅବା ଶସ୍ଯସବୁ ରୋଗଗ୍ରସ୍ତ ହାଇପୋ ରେ, ଅଥବା ଫିମ୍ପି, କିଅବା ପଙ୍ଗପାଳ, ନତୁବା ଝିଣ୍ଟିକା କିଅବା ଶତ୍ରୁମାନେ ଯଦି ଇଶ୍ରାୟେଲର ଲୋକମାନଙ୍କୁ ସମାନଙ୍କେ ନଗର ମଧିଅରେ ଆକ୍ରମଣ କରନ୍ତି, କିଅବା ଯଦି ଇଶ୍ରାୟେଲ ରେ କୌଣସି ପ୍ରକାରର ରୋଗ ଦଖାୟୋଏ,
ଯେତବେେଳେ ଆମ୍ଭେ ଆକାଶ ରୁଦ୍ଧ କରୁ, ବର୍ଷା ହୁଏ ନାହିଁ, କି ଆମ୍ଭେ ପଙ୍ଗପାଳମାନଙ୍କୁ ଦେଶ ବିନାଶ କରିବାକୁ ଆଦେଶ ଦେଉ ଅବା ଆମ୍ଭେ ଆମ୍ଭର ଲୋକମାନଙ୍କ ନିକଟକୁ ରୋଗ ପ୍ ରରଣେ କରୁ,
ଯଦି ଆମ୍ଭମାନଙ୍କ ପ୍ରତି କୌଣସି ବିପଦ ଯେପରି ଖଡ୍ଗ, ଦଣ୍ଡ, ରୋଗ ବା ମରୁଡ଼ି ଘଟେ, ତବେେ ଆମ୍ଭମାନେେ ଏହି ମନ୍ଦିର ସମ୍ମୁଖ ରେ ଓ ତୁମ୍ଭ ସମ୍ମୁଖ ରେ ଠିଆ ହବେୁ। ଏହି ମନ୍ଦିର ତୁମ୍ଭର ନାମ ବହନ କରେ, ଯେତବେେଳେ ଆମ୍ଭମାନେେ ବିପଦ ରେ ପଡ଼ୁ, ସେତବେେଳେ ତୁମ୍ଭ ନିକଟରେ ଡ଼ାକ ପକାଇବୁ। ତା'ପରେ ତୁମ୍ଭେ ଆମ୍ଭମାନଙ୍କ ଡ଼ାକ ଶୁଣିବ ଓ ଆମ୍ଭମାନଙ୍କୁ ଉଦ୍ଧାର କରିବ।'
ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ଯାହ୍ନରେ ସହାରକାରୀ ରୋଗ ବିଷଯରେ ଭୀତ ହବେ ନାହିଁ।
ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।
ଯିହୁଦା ନିବାସୀ ଉପବାସ କରି କାତର ପ୍ରାର୍ଥନା କରିବେ। ମାତ୍ର ଆମ୍ଭେ ସମାନଙ୍କେର ପ୍ରାର୍ଥନା ଶୁଣିବା ନାହିଁ। ସମାନେେ ହାମବେଳି ଓ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କଲେ ବି ଆମ୍ଭେ ତାହା ଗ୍ରହଣ କରିବା ନାହିଁ। କିନ୍ତୁ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ବାରା ସମାନଙ୍କେୁ ସଂହାର କରିବା।
ଆଉ ଆମ୍ଭେ ଏହି ନଗରବାସୀ ମନୁଷ୍ଯ ଓ ପଶୁ ସମସ୍ତଙ୍କୁ ସଂହାର କରିବା ଓ ସମାନେେ ମହାମାରୀ ରେ ମରିବେ।
ଏବଂ ସହେି ଲୋକମାନେ, ଯେଉଁମାନେ ଏହି ନଗର ମଧିଅରେ ରହିବେ, ସମାନେେ ମରିବେ। ସମାନେେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବେ। ମାତ୍ର ସହେି ଲୋକମାନେ ଯେଉଁମାନେ ଆକ୍ରମଣ କରୁଥିବା କଲ୍ଦୀଯମାନଙ୍କର ପକ୍ଷ ନିଅନ୍ତି, ସମାନେେ ବଞ୍ଚିବେ ଓ ସମାନେେ ସହେିମାନଙ୍କର ଜୀବନକୁ ସତେ ଯେପରି ଖଣ୍ଡେ ଲୁଣ୍ଠିତ ବସ୍ତୁ ତୁଲ୍ଯ ରକ୍ଷା କରିବେ।
ସମାନେେ ସଇେ ଭୂମିରୁ ଉଚ୍ଛିନ୍ନ ହବୋ ପର୍ୟ୍ଯନ୍ତ ଆମ୍ଭେ ସମାନଙ୍କେ ବିପକ୍ଷ ରେ, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସମାନଙ୍କେୁ ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲି। ତହିଁରୁ ସମାନଙ୍କେୁ ଉଚ୍ଛନ୍ନ କରିବା।
ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ମହାମାରୀ ରେ ଓ ଦୁର୍ଭିକ୍ଷ ରେ ନଗର ମଧିଅରେ ମରିବେ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ୟୁଦ୍ଧ ରେ ନଗର ବାହା ରେ ମୃତ୍ଯୁବରଣ କରିବେ ; ଆଉ ଅବଶିଷ୍ଟ ଏକ ତୃତୀଯାଂଶ ଛିନ୍ନଭିନ୍ନ ହବେେ। ଯେ ହତେୁ ଆମ୍ଭେ ଖଡ୍ଗ ନଇେ ଗୋଡ଼ାଇବା।
ବର୍ତ୍ତମାନ ଆମ୍ଭେ ଆପଣା କୋର୍ଧକୁ ତୁମ୍ଭ ଉପ ରେ ପ୍ରଯୋଗ କରିବା। ଯେପର୍ୟ୍ଯନ୍ତ ଏହା ପ୍ରାଧାନ୍ଯ ସେ ନ କରିଛୁ ଏବଂ ତୁମ୍ଭର କର୍ମାନୁସା ରେ ବିଚାର ନ କରିବୁ। ଆମ୍ଭେ ତୁମ୍ଭର ମନ୍ଦ କର୍ମ ଯୋଗୁ ତୁମ୍ଭକୁ ଦଣ୍ଡିତ କରିବା।
ସମାନେେ ରକ୍ତପାତ ଦ୍ବାରା ଓ ନିଜର ପ୍ରତିମାଗଣ ଦ୍ବାରା ଦେଶକୁ ଅଶୁଚି କଲେ। ତେଣୁ ମୁଁ ସମାନଙ୍କେ ଉପ ରେ ମାରେ କୋରଧ ଢ଼ାଳିବି।
ପୁଣି ମୁଁ ଗୋଗ ବିପକ୍ଷ ରେ ମହାମାରୀ ଓ ମୃତ୍ଯୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପ ରେ, ତାହାର ସୈନ୍ଯଦଳ ଉପ ରେ ଓ ତା'ର ସଙ୍ଗୀ ଅନକେ ଜାତିମାନଙ୍କ ଉପ ରେ ପ୍ଲାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି।
ମିଶର ରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ରୋଗଗୁଡିକୁ ପ୍ ରରଣେ କଲୁ। ଖଡ୍ଗ ରେ ଆମ୍ଭେ ତୁମ୍ଭର ୟୁବକମାନଙ୍କୁ ହତ୍ଯା କଲୁ। ତୁମ୍ଭମାନଙ୍କର ଘୋଡାଗୁଡିକୁ ନଇଗେଲୁ। ତୁମ୍ଭର ଶିବରଗୁଡିକୁ ମୃତଶବର ଦୁର୍ଗନ୍ଧ ରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭମାନେେ ଆମ୍ଭ ସାହାୟ୍ଯ ଭିକ୍ଷା ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।
ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧ ରେ ଓ ଗୋଟିଏ ରାଜ୍ଯ ଅନ୍ୟ ଗୋଟିଏ ରାଜ୍ଯ ବିରୁଦ୍ଧ ରେ ଠିଆ ହବେ। ବିଭିନ୍ନ ସ୍ଥାନ ରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହବେ।
ଦ୍ବିତୀୟ ଦୂତ ତାହାଙ୍କ ପାତ୍ରକୁ ସମୁଦ୍ର ଉପରେ ଢ଼ାଳି ଦେଲେ। ସେଥି ରେ ସମୁଦ୍ର ଜଳ ମୃତ ଲୋକର ରକ୍ତ ପରି ଲାଲ ହାଇଗେଲା। ସମୁଦ୍ର ରେ ଥିବା ସମସ୍ତ ଜୀବନ୍ତ ପ୍ରାଣୀ ମରିଗଲେ।