ଆମ୍ଭେ ସେ ଲୋକର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାକୁ ବିନାଶ କରିବା। ସେ ଅନ୍ୟମାନଙ୍କ ପାଇଁ ଏକ ଉଦାହରଣ ଓ ହାସ୍ଯାସ୍ପଦ ହବେ। ଆଉ ଆମ୍ଭେ ଅନ୍ୟ ଲୋକଙ୍କ ମଧ୍ଯରୁ ତାହାକୁ ଉଚ୍ଛନ୍ନ୍ କରିବା। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭମାନେେ ଜାଣିବ।
Cross references
ଆଉ କୌଣସି ଇଶ୍ରାୟେଲୀୟ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତବେେ ଆମ୍ଭେ ସହେି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ୍ ରଖିବା।
ମୁଁ ମଧ୍ଯ ତା' ବିରୁଦ୍ଧ ରେ ଛିଡା ହବେି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ୍ ରଖିବି। କାରଣ ସେ ମାରେ ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମାରେ ପବିତ୍ର ନାମକୁ ଅପବିତ୍ର କରିବାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ନିଜର ସନ୍ତାନମାନଙ୍କୁ ଦଇେଅଛି।
ତୁମ୍ଭର ସମସ୍ତ ବଂଶଧରମାନଙ୍କ ମଧ୍ଯରୁ କହେି ଯଦି ସେ ଦ୍ରବ୍ଯକୁ ଛୁଁଏ ସେ ଲୋକ ଅପବିତ୍ର ହବେ ଓ ସେ ମାଠାରୁେ ପୃଥକ୍ ରହିବ। କାରଣ ଇଶ୍ରାୟେଲର ସନ୍ତାନଗଣ ଆମ୍ଭ ଉଦ୍ଦେଶ୍ଯ ରେ ସେ ସବୁ ଉତ୍ସର୍ଗ କରିଛନ୍ତି। ଆମ୍ଭେ ସଦାପ୍ରଭୁ ଅଟୁ।
ମୁଁ ତୁମ୍ଭ ବିରୁଦ୍ଧ ରେ ୟିବି, ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ପରାଜିତ ହବେ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସମାନେେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କହେି ତୁମ୍ଭମାନଙ୍କ ପଛ ରେ ନ ଗୋଡ଼ାଇଲେ ହେଁ ତୁମ୍ଭମାନେେ ଦୌଡି ପଳାଇୟିବ।
ମାତ୍ର ଯେଉଁ ଲୋକ ଅଶୁଚି ହାଇେ ନିଜକୁ ପରିଷ୍କାର ନ କରିବ ସହେି ପ୍ରାଣୀ ସମାଜ ମଧ୍ଯରୁ ପୃଥକ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅ େଶୗଚାର୍ଥକ ଜଳ ସଚେିତ ହେଲା ନାହିଁ। ତେଣୁ ସେ ଅଶୁଚି।
ସେତବେେଳେ ପୃଥିବୀ ସମାନଙ୍କେୁ ଓ କୋରହକୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହାପରେ ସମାନେେ ନଷ୍ଟ ହେଲେ। ପୁଣି ଅଗ୍ନି 250 ଲୋକଙ୍କୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ଏକ ସଙ୍କତେ ଚିହ୍ନ ସ୍ବରୂପ ଥିଲା।
ସଠାେରେ ତୁମ୍ଭମାନେେ ନିଜେ ଏକ ଭୟାନକ ଦୃଶ୍ଯ ରେ ପରିଣତ ହବେ, ସହେି ସମସ୍ତ ଜାତିମାନଙ୍କ ଆଗ ରେ ଅପମାନର ଓ ଉପହାସର ପାତ୍ର ହବେ। ଯେଉଁଠାକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ।
ଆଉ ଯେପରି ଏହି ଅଭିଶାପର କଥା ଶକ୍ସ୍ଟଣି ମନମେନେ ଆପଣାର ଧନ୍ଯବାଦ କରି ନ କ ହେ ଯେ, 'ଆମ୍ଭେ ଶକ୍ସ୍ଟଖିଲା ସଙ୍ଗେ ଓଦାକକ୍ସ୍ଟ ଧ୍ବଂସ କରିବା ପାଇଁ ଆପଣା ଦୃଦଯ ରେ କାଠିନ୍ଯ ଅନକ୍ସ୍ଟସା ରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହବେ।'
କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ସମାନଙ୍କେ ବିରୁଦ୍ଧରେ ୟାଆନ୍ତି। ସେ ସମାନଙ୍କେୁ ସଂପୂର୍ଣ୍ଣ ଭାବେ ଧ୍ବଂସ କରନ୍ତି।
ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡ଼ାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
ୟଦି ଜଣେ ଧାର୍ମିକ ବ୍ଯକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା' ହେଲେ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ସମାନେେ ଭୂମି ପାଇବେ। କିନ୍ତୁ ୟଦି ସମାନେେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସହେି ଲୋକମାନେ ଧ୍ବଂସ ହବେେ।
ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
ପୁନଶ୍ଚ ତୁମ୍ଭମାନେେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖାୟିବ। ତେଣୁ ମାରେ ପ୍ରଭୁ ସଦାପ୍ରକୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମ ରେ ନାମିତ କରିବେ।