Home Bibles ଯିହିଜିକଲ 15:1 · ଓଡ଼ିଆ ବାଇବେଲ
ଯିହିଜିକଲ 15:1 · ଓଡ଼ିଆ ବାଇବେଲ

ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Cross references

ଯିହିଜିକଲ 21:1

ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ପୁଣି ଉପସ୍ଥିତ ହେଲା। ସେ କହିଲେ,

ହୋଶେୟ 10:1

ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।

ହୋଶେୟ 12:10

ଆମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭମାନଙ୍କୁ ଏବଂ ସମାନଙ୍କେୁ ବହୁ ଦର୍ଶନ ଦଲେୁ। ଆମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭକୁ ଦୃଷ୍ଟାନ୍ତ କଥା ଦଲେୁ।

Interlinear

Choose Theme