ହେ ମନୁଷ୍ଯ ପୁତ୍ର, ଦ୍ରାକ୍ଷାଲତାର ଶାଖା, ବନସ୍ଥ ବୃକ୍ଷଗଣର ଶାଖା ଅପେକ୍ଷା କ'ଣ ଅଧିକ ଶକ୍ତ ? ଏବଂ ଏହା ଅନ୍ୟ କୌଣସି ଶାଖା ଅପେକ୍ଷା ଭଲ କି ?
Cross references
ଏପରିକି ଆମ୍ଭର ଶତୃଗଣ ତାହା ଜାଣନ୍ତି। ସମାନଙ୍କେର ଦ୍ରାକ୍ଷାକ୍ଷେତ୍ର ସଦୋମ ଏବଂ ଗ ମାରେର ଦ୍ରାକ୍ଷା ତକ୍ସ୍ଟଲ୍ଯ। ସମାନଙ୍କେର ଦ୍ରାକ୍ଷାଫଳ ବିଷାକ୍ତ। ସମାନଙ୍କେର ଦ୍ରାକ୍ଷାଗୁଚ୍ଛସବୁ ତିକ୍ତ।
ତୁମ୍ଭେ ମିଶରରୁ ଗୋଟିଏ ପ୍ପଦ୍ରାକ୍ଷାଲତାଗ୍ଦଗ୍ଦ ଆଣିଲ। ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସହେି ସ୍ଥାନରୁ ତଡ଼ି ଦଇେ ତୁମ୍ଭେ ସହେି ଭୂମିରେ ଦ୍ରାକ୍ଷାଲତା ରୋପଣ କର।
ପାଚିଲା ଡ଼ିମ୍ବିରି ଫଳସବୁ ଡ଼ିମିରି ବୃକ୍ଷ ରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହାଇେ ଏହାର ସୁବାସ ବିଚ୍ଛୁରିତ ହାଇଯୋଉଛି। ହେ ମାରେ ପ୍ରିୟେ, ମାରେ ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।
ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା େଛାଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହାଇେଅଛି।
ମୁଁ ଡ଼ିମ୍ବିରି ବୃକ୍ଷ କାଟିବାକୁ ସଦ୍ଯ ଚାରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହାଇେଅଛି କି ନାହିଁ ଓ ଡ଼ାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି।
ଆମ୍ଭମାନେେ ଅତି ପ୍ରଭାତ ରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡ଼ାଳିମ୍ବ ପୁଷ୍ପିତ ହାଇେଅଛି କି ନାହିଁ, ତାହା ଆମ୍ଭମାନେେ ଦେଖିବା। ସଠାେ ରେ ମୁଁ ତୁମ୍ଭଙ୍କୁ ଆପଣା ପ୍ ରମେ ପ୍ରଦାନ କରିବି।
ବାଲ-ହାମାନେ ରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତ ରେ ନ୍ଯସ୍ତ କଲେ। ପ୍ରେତ୍ୟକକ ରକ୍ଷକକୁ ତହିଁର ଫଳ ପାଇଁ 1,000 ରୂପାମୁଦ୍ରା ଦବୋକୁ ପଡ଼ିଲା।
ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।
ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।
ହେ ଯିହୁଦା, ମୁଁ ତୁମ୍ଭକୁ ସ୍ବତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତବେେ ତୁମ୍ଭେ କାହିଁକି ବନ୍ଯ ଦ୍ରାକ୍ଷାଲତା ହେଲ ?
ମାତ୍ର ତାହା କୋପ ରେ ଉତ୍ପାଟିତ ହାଇେ ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀଯ ପବନ ତାହାର ଫଳକୁ ଶୁଷ୍କ କଲା। ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହାଇଗେଲା। ଅଗ୍ନି ସେସବୁକୁ ଗ୍ରାସ କଲା।
ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।
ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।
ତୁମ୍ଭେ ଦବଦୋରୁ ଜୀତୀଯ ବୃକ୍ଷ ଶୋକ କର କାରଣ ଦବଦୋରୁ ପଡିୟାଇଛି। ଶକ୍ତିଶାଳୀମାନେ ଧ୍ବଂସ ହାଇେଛନ୍ତି। ଶୋକ କର, ହେ ବାଶନର ଆଲୋନ୍ ବୃକ୍ଷ ସହେି ଦୁର୍ଗମ ବନ କଟାଗଲା।
ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।
ଯୀଶୁ ଦୃଷ୍ଟାନ୍ତ ମାଧ୍ଯମ ରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଚାରିପଟେ ପାଚରେୀ କରି ଦଲୋ। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ଯ ତିଆରି କଲା। ସେ କେତକେ କୃଷକଙ୍କୁ ସହେି ବଗିଚାକୁ ଭାଗ ରେ ଦଲୋ, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ଯ ରେ ସେ ସ୍ଥାନ ଛାଡି ଚାଲିଗଲା।
ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, ଗୋଟିଏ ଲୋକ କିଛି ଜମି ରେ ଅଙ୍ଗୁର ଚାଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦଇେ ଦଲୋ। ତା'ପରେ ସେ ଦୀର୍ଘ ସମୟ ପର୍ୟ୍ଯନ୍ତ ସଠାରୁେ ଚାଲିଗଲା।
ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।