Home Bibles ☰ Books ଯିହିଜିକଲ 16:12 · ଓଡ଼ିଆ ବାଇବେଲ
ଯିହିଜିକଲ 16:12 · ଓଡ଼ିଆ ବାଇବେଲ

ପୁଣି ମୁଁ ତୁମ୍ଭ ନାସିକା ରେ ନୋଥ, କର୍ଣ୍ଣ ରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦଲେି।

Cross references

ପରମଗୀତ 1:10

ତୁମ୍ଭର ଗାଲ ରେ ଗଣ୍ଡ ୟୁଗଳ, ତୁମ୍ଭ ଗଳା ଦେଶ ରେ ରତ୍ନହାର ରେ ସୁଶାେଭିତ।

ପରମଗୀତ 1:11

ମୁଁ ତୁମ୍ଭ ପାଇଁ ରୂପାଭୁଣ୍ଡି ଲଗା ସୁବର୍ଣ୍ଣ ପ୍ରସ୍ତୁତ କରିବି।

ଯିଶାଇୟ 3:19

ଆଉ ମଧ୍ଯ କର୍ଣ୍ଣକୁଣ୍ଡଳ, ଚୁଡ଼ି ଓ ଘୁମଟା କାଢ଼ିନବେେ।

ଯିଶାଇୟ 3:21

ମୁଦି ଓ ନୋଥ,

ଯିଶାଇୟ 28:5

ସଦେିନ ସର୍ବଶକ୍ତିମାନ ସଦାପ୍ରଭୁ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ବହୁତ ସୁନ୍ଦର ମୁକୁଟ' ସଦୃଶ ହବେେ।

ଯିରିମିୟ 13:18

ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, ତୁମ୍ଭମାନେେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହାଇେଅଛି।

Interlinear

Choose Theme