Home Bibles ଯିହିଜିକଲ 16:34 · ଓଡ଼ିଆ ବାଇବେଲ
ଯିହିଜିକଲ 16:34 · ଓଡ଼ିଆ ବାଇବେଲ

ତୁମ୍ଭର ବେଶ୍ଯାବୃତ୍ତି ଅନ୍ୟ ବେଶ୍ଯାଙ୍କଠାରୁ ବିପରୀତ ଅଟେ। ଅନ୍ୟ ବେଶ୍ଯାମାନେ ଜାର ପୁରୁଷଠାରୁ ଭଡ଼ା ନେଉଥିଲା ବେଳେ ତୁମ୍ଭେ ଜାରପୁରୁଷକୁ ତୁମ୍ଭ ସହିତ ବ୍ଯଭିଚାର ପାଇଁ ଭଡ଼ା ଦଇେଥାଅ।

Cross references

ଆଦି ପୁସ୍ତକ 39:7

କିଛି ଦିନ ପରେ ଯୋଷଫେର ମୁନିବର ସ୍ତ୍ରୀ ଯୋଷଫେକୁ ନଜର ପକଇବୋକୁ ଲାଗିଲେ। ଦିନେ ସହେି ସ୍ତ୍ରୀ ଯୋଷଫେକୁ ଅନୁରୋଧ କଲେ, ମାେ ସହିତ ଶଯନ କର।

Interlinear

Choose Theme