Home Bibles ☰ Books ଯିହିଜିକଲ 16:49 · ଓଡ଼ିଆ ବାଇବେଲ
ଯିହିଜିକଲ 16:49 · ଓଡ଼ିଆ ବାଇବେଲ

ପରମେଶ୍ବର କହନ୍ତି, ତୁମ୍ଭର ଭଉଣୀ ସଦୋମ ଓ ତାହାର ଭଉଣୀମାନେ ସମାନଙ୍କେର ଅହଂକାର ପାଇଁ ଦୋଷୀ ହେଲେ। ଯଦିଓ ସମାନଙ୍କେର ୟଥେଷ୍ଟ ଖାଦ୍ୟ ଓ ସୌଭାଗ୍ଯ ଜନିତ ଶାନ୍ତି ଥିଲେ ମଧ୍ଯ ସମାନେେ ଗରିବ ଓ ଅସହାୟ ଲୋକଙ୍କୁ ସାହାୟ୍ଯ କରୁ ନ ଥିଲେ।

Cross references

ଆଦି ପୁସ୍ତକ 13:10

ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।

ଆଦି ପୁସ୍ତକ 18:20

ଏହାପରେ ସଦାପ୍ରଭୁ କହିଲେ, ମୁଁ ଅନକେ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରର ଲୋକମାନଙ୍କ ବିରୁଦ୍ଧ ରେ, ସମାନେେ ବହୁତ ପାପ କରିଛନ୍ତି।

ଆଦି ପୁସ୍ତକ 19:9

ଘରକୁ ଘରେି ରହିଥିବା ଲୋକମାନେ ଲୋଟଙ୍କୁ କହିଲେ, ଏହିଠାକୁ ଆସ! ଏହପରେ ପରସ୍ପରକୁ କହିଲେ, ଏହି ଲୋଟ, ଆମ ସହର ରେ ଏକ ଭ୍ରମଣକାରୀ। ବର୍ତ୍ତମାନ ସେ ଆମ୍ଭର ଜୀବନ ଶୈଳକୁ ସମାଲୋଚନା କରିବାକୁ ସାହାସ କରୁଛି! ତା'ପରେ ସହେି ଲୋକମାନେ ସମାନଙ୍କେର ଲୋଟକୁ କହିଲେ, ଆମ୍ଭମାନେେ ସମାନଙ୍କେୁ ଯେତିକି ଆଘାତ କରିବା ପାଇଁ ଯୋଜନା କରିଛୁ ତା' ଅପାକ୍ଷା ଆମ୍ଭେ ତୁମ୍ଭକୁ ଅଧିକ ଆଘାତ କରିବୁ। ସମାନେେ ସମାନଙ୍କେର କଥା ରେ ତା' ଉପରେ ଚାପ ପକାଇଲେ। ଏହାପରେ ସମାନେେ ଅତି ନିକଟତର ହପୋକୁ ଲାଗିଲେ ଓ କବାଟ ଭାଙ୍ଗିବାକୁ ଉଦ୍ଯତ ହେଲେ।

ଦିତୀୟ ବିବରଣ 32:15

କିନ୍ତୁ ୟିଶକ୍ସ୍ଟରକ୍ସ୍ଟଣ ହୃଷ୍ଟପକ୍ସ୍ଟଷ୍ଟ ହେଲା ଓ ପଦାଘାତ କଲ। ତୁମ୍ଭକୁ ଭଲ ଭାବରେ ଖକ୍ସ୍ଟଆଇଲେ ଏବଂ ତୁମ୍ଭେ ମାଟୋ ହାଇେଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ଯାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ୟିଏ କି ତାଙ୍କୁ ରକ୍ଷା କଲେ।

ଗୀତସଂହିତା 138:6

ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ଯ ଅଟନ୍ତି। କିନ୍ତୁ ଏପର୍ୟ୍ଯନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ'ଣ କରୁଛନ୍ତି।

ହିତୋପଦେଶ 16:5

ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।

ହିତୋପଦେଶ 16:18

ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।

ହିତୋପଦେଶ 18:12

ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।

ହିତୋପଦେଶ 21:4

ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।

ହିତୋପଦେଶ 21:13

ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।

ଯିଶାଇୟ 3:9

ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।

ଯିଶାଇୟ 3:14

ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସମାନଙ୍କେ ବିରୁଦ୍ଧ ରେ ବିଚାର ଦବେେ।

ଯିଶାଇୟ 16:6

ଏହା ଶୁଣା ଯାଉଛି ଯେ, ମାୟୋବ ଅତ୍ଯନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କୋର୍ଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।

ଯିଶାଇୟ 22:13

ମାତ୍ର ଦେଖ ! ଲୋକମାନେ ଆମାଦେ ପ୍ରମାଦେ କରୁଛନ୍ତି। ସମାନେେ କହୁଛନ୍ତି :

ଯିଶାଇୟ 47:8

ହେ ସୁଖଭୋଗିନୀ ! ଏବେ ଏହା ଶୁଣ, ତୁମ୍ଭମାନେେ ନିରାପଦ ରେ ବାସକରି ନିଜେ ନିଜେ କହୁଅଛ, 'ଆମ୍ଭେ ମହାନ୍, ଆମ୍ଭ ଛଡ଼ା ଆଉ କହେି ନାହିଁ। ଆମ୍ଭେ ବିଧବାପରି ବସିବା ନାହିଁ କିମ୍ବା ଆମ୍ଭେ ସନ୍ତାନ ବିଚ୍ଛଦେ ଜାଣିବା ନାହିଁ।'

Interlinear

Choose Theme