ପରମେଶ୍ବର କହିଲେ, ମୁଁ ସଦୋମ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ଯାଗଣକୁ ଓ ଶମରିଯା ଏବଂ ତାହାର ଚତୁର୍ଦ୍ଦିଗସ୍ଥ କନ୍ଯାଗଣଙ୍କୁ ବିନାଶ କରିବି। ୟିରୁଶାଲମ ମଧ୍ଯ ଧ୍ବଂସ ହବେ। କିନ୍ତୁ ମୁଁ ସହେି ସମଗ୍ର ନଗର ଓ ୟିରୁଶାଲମକୁ ପୁନର୍ବାର ନିର୍ମାଣ କରିବି।
Cross references
ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ଯ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।
ମୁଁ ଆଶାକରେ କହେି ଜଣେ ତାଙ୍କର ମନ୍ଦିରରୁ ସିଯୋନ ପର୍ବତ ଉପରକୁ ଆସନ୍ତା ଏବଂ ଇଶ୍ରାୟେଲକୁ ରକ୍ଷା କରନ୍ତା। ସେତବେେଳେ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତା ହେଲେ ୟାକୁବ ଆହ୍ଲାଦିତ ହବେ। ଇଶ୍ରାୟେଲ ବହୁତ ଖୁସି ହବେ।
ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦଖାଇେଅଛ। ବିଦେଶରେ ୟାକୁବର ଲୋକମାନେ ବନ୍ଦୀ ହାଇେଥିଲେ। ସମାନଙ୍କେୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନଇେଆସିଲ।
ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।
ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।
ସେ ସମୟରେ ଇଶ୍ରାୟେଲ, ଅଶୂର ଓ ମିଶର ଏକତ୍ରୀତ ହବେେ ଓ ରାଜ୍ଯକୁ ନିଯନ୍ତ୍ରଣ କରିବେ। ଏମାନେ ପୃଥିବୀ ପାଇଁ ଆଶୀର୍ବାଦର ପାତ୍ର ହବେେ।
ଆମ୍ଭେ ଚାହୁଁ ସହେି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତ ରେ ସମାନେେ ଯେପରି ବାଲ୍ଦବେ ନାମ ରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସହେିପରି 'ସଦାପ୍ରଭୁ ଜୀବିତ' ବୋଲି ଆମ୍ଭ ନାମ ରେ ଶପଥ କରିବା ପାଇଁ ଯବେେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତବେେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।
ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସହେିସବୁ ନଗର ତୁଲ୍ଯ ହେଉ। ଆଉ ସେ ଲୋକ ପ୍ରାତଃକାଳ ରେ କ୍ରନ୍ଦନ ଓ ମଧ୍ଯାହ୍ନ କାଳ ରେ ଚିତ୍କାର ଶବ୍ଦ ଶୁଣୁ।
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହନ୍ତି, ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବରୁ ମୁକ୍ତ କରିବା। ଯିହୁଦା ଦେଶ ରେ ଓ ତାହାର ନଗର ସକଳ ରେ ସମାନେେ ପୁନର୍ବାର ଏହା ବ୍ଯବହାର କରିବେ। ' ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇଶ୍ରାୟେଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫରେି ଆସି ନିର୍ଭୟ ଓ ନିଶ୍ଚିତ ରେ ରହିଲା । ଆଉ କହେି ତାହାକୁ ଭୟ ଦଖାଇେଲେ ନାହିଁ।
ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶଷେକାଳ ରେ ପୁନର୍ବାର ମାୟୋବକୁ ବନ୍ଦୀତ୍ବ ସ୍ଥାନରୁ ଫରୋଇ ଆଣିବା।
ସଦାପ୍ରଭୁ କହନ୍ତି, ଅମ୍ନୋନୀଯ ସନ୍ତାନଗଣ ବନ୍ଦୀ ହାଇେ ନିଆଯିବେ, ମାତ୍ର ସମୟ ଆସିବ, ଆମ୍ଭେ ପୁନର୍ବାର ସମାନଙ୍କେୁ ବନ୍ଦୀତ୍ବ ଅବସ୍ଥାରୁ ଫରୋଇ ଆଣିବା।
ମାତ୍ର ସଦାପ୍ରଭୁ କହନ୍ତି, ଆମ୍ଭେ ଶଷେ କାଳ ରେ ଏଲମକୁ ବନ୍ଦୀତ୍ବାବସ୍ଥାରୁ ଫରୋଇ ଆଣିବା।