ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।
Cross references
ପୁଣି ନବୂଖଦ୍ନିତ୍ସର ଯିହାୟୋଦାରଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନଫୁସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କର ୟିରୁଶାଲମ୍ରୁ ବାବିଲକୁ ନଇେ ଗଲେ।
ସିଦିକିଯ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧ ରେ ବିଦ୍ରୋହ କଲେ। ଅତୀତ ରେ ନବୂଖଦ୍ନିତ୍ସର ସିଦିକିଯଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ବସ୍ତ ରହିବେ। ସିଦିକିଯ ପରମେଶ୍ବରଙ୍କ ନାମ ନଇେ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ବସ୍ତ ରହିବେ। କିନ୍ତୁ ସିଦିକିଯ ବଡ଼ ଦାମ୍ଭିକ ଥିଲେ ଓ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ଯ କଲେ।
ସମାନେେ, 'ଜୀବତ୍ ସଦାପ୍ରଭୁ' କହିଲେ ହେଁ ନିତାନ୍ତ ମିଥ୍ଯା ରେ ଶପଥ କରନ୍ତି।
ବାବିଲର ରାଜା ନବୂଖଦନିତ୍ସର, ଯିହାୟୋଦାରକୀମ୍ର ପୁତ୍ର, ଯିହୁଦାର ରାଜା ୟିହୋଯାଖୀନକୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ୟିରୁଶାଲମରୁ ବନ୍ଦୀକରି ବାବିଲକୁ ନଇଗେଲା ଉତ୍ତା ରେ, ସଦାପ୍ରଭୁ ମାେତେ ଏକ ଦର୍ଶନ ଦଖାଇେଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖ ରେ ଦୁଇ ଡ଼ାଲା ଡ଼ିମ୍ବିରି ଫଳ ରଖା ୟାଇଅଛି।
ରାଜା ଯିହାୟୋଦାରଖୀନ, ରାଜମାତା, ନପୁଂସକଗଣ, ପ୍ରାଚୀନବର୍ଗ, ଶିଳ୍ପକାରୀଗଣ ଓ କର୍ମକାରଗଣ ୟିରୁଶାଲମରୁ ପ୍ରସ୍ଥାନ କଲା ଉତ୍ତା ରେ ଏହି ପତ୍ର ପଠାଗଲା।
ଅନନ୍ତର ଯିହାୟୋଦାରକୀମର ପୁତ୍ର କୀଯର ପଦ ରେ ଯୋଶିୟଯର ପୁତ୍ର ସିଦିକିଯ ରାଜା ହାଇେ ରାଜତ୍ବ କଲା। ବାବିଲର ରାଜା ନବୂଖଦନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
ଏବଂ ସହେି ପକ୍ଷୀ ସେ ଦେଶ ରେ ବୀଜ ନଇେ ଏକ ଉର୍ବର ଭୂମିର କ୍ଷତେ ରେ ତାହା ରୋପଣ କଲା। ସେ ପ୍ରଚୁର ଜଳରାଶିର ନିକଟରେ ତାହା ରୋପଣ କଲା।
ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯତ୍ ବାକ୍ଯ ପଚାର କରି କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଅମ୍ ନୋନ ସନ୍ତାନଗଣ ବିଷଯ ରେ ଓ ସମାନଙ୍କେ ଅପମାନ ବିଷଯ ରେ ଏହି କଥା କହନ୍ତି,