Home Bibles ☰ Books ଯିହିଜିକଲ 2:8 · ଓଡ଼ିଆ ବାଇବେଲ
ଯିହିଜିକଲ 2:8 · ଓଡ଼ିଆ ବାଇବେଲ

ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ଯ ବିଦ୍ରୋହୀ ହୁଅ ନାହିଁ ; ନିଜର ମୁଖ ଖାେଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।

Cross references

ଲେବୀୟ ପୁସ୍ତକ 10:3

ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ।

ଗଣନା ପୁସ୍ତକ 20:10

ପୁଣି ମାଶାେ ଓ ହାରୋଣ ସହେି ଶୈଳ ସମ୍ମୁଖ ରେ ସମଗ୍ର ମଣ୍ତଳୀକୁ ଏକତ୍ର କଲେ। ସମାନଙ୍କେୁ କହିଲେ, ହେ ବିଦ୍ରୋହୀଗଣ, ଦେଖ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଏହି ଶୈଳରୁ ଜଳ ବାହାର କରିବୁ।

ଗଣନା ପୁସ୍ତକ 20:24

ହାରୋଣର ଏହା ମୃତ୍ଯୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବ। ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛ, ସହେି ଦେଶ ରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମାେ ବିରୁଦ୍ଧ ରେ ବିଦ୍ରୋହ କଲ।

ପ୍ରଥମ ରାଜାବଳୀ 13:21

ଯିହୁଦାରୁ ସହେି ପରମେଶ୍ବରଙ୍କ ଲୋକକୁ ଭବିଷ୍ଯଦ୍ବକ୍ତା କହିଲେ, ସଦାପ୍ରଭୁ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯର ବିରୁଦ୍ଧାଚରଣ କରିଅଛ। ତୁମ୍ଭେ ଆଜ୍ଞା ପାଳନ କରିନାହଁ। ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଆଜ୍ଞା ଦେଲେ।

ଗୀତସଂହିତା 105:28

ପରମେଶ୍ବର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ, କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।

ଯିଶାଇୟ 8:11

ସଦାପ୍ରଭୁ ତାଙ୍କର ମହାନ୍ ଶକ୍ତି ବଳ ରେ ମାେତେ କହିଲେ। ଅନ୍ୟ ଗୋଷ୍ଠୀର ଲୋକଙ୍କପରି ନ ହବୋକୁ ସେ ମାେତେ ସତର୍କ କରି କହିଲେ।

ଯିଶାଇୟ 50:5

ମାରେ ପ୍ରଭୁ ସଦାପ୍ରଭୁ ମାରେ କର୍ଣ୍ଣକୁ ମୁକ୍ତ କରିଛନ୍ତି ; ପୁଣି ମୁଁ ତାଙ୍କର ବିରୁଦ୍ଧାଚାରୀ ହାଇେ ନାହିଁ କିମ୍ବା ପଛକୁ ଫରେି ନାହିଁ।

ଯିରିମିୟ 15:16

ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।

ଯିହିଜିକଲ 3:1

ଅନନ୍ତର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭ ସମ୍ମୁଖ ରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇଶ୍ରାୟେଲ ବଂଶକୁ ୟାଇ ଏସବୁ କଥା କୁହ।

ଯିହିଜିକଲ 3:10

ଆହୁରି ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସହେିସବୁ କଥା ଆପଣା ଅନ୍ତଃକରଣ ରେ ଗ୍ରହଣ କର ଓ ଆପଣା କର୍ଣ୍ଣ ରେ ଶ୍ରବଣ କର।

ଯିହିଜିକଲ 12:7

ତେଣୁ ମୁଁ ସହେି ଆଜ୍ଞା ପ୍ରମାଣେ କାର୍ୟ୍ଯ କଲି। ଦିନ ବେଳେ ମୁଁ ମାରଗେଣ୍ଠିଲି ପତ୍ର ସଜାଡ଼ିଲି, ସତେ ଯେପରି ନିର୍ବାସନକୁ ୟିବି। ଏବଂ ସନ୍ଧ୍ଯା ବେଳେ ମୁଁ କାନ୍ଥ ରେ ଗୋଟିଏ ଗାତ ଖାେଳିଲି। ଏହା ମୁଁ ଅନ୍ଧାର ରେ ନଲେି ଓ ସମାନଙ୍କେ ଉପସ୍ଥିତି ରେ କାନ୍ଧ ରେ ବହିଲି।

ଯୂନସ 1:3

ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:14

ତୁମ୍ଭ ଭିତ ରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ଯବହାର କରିବା ରେ ଅବ ହଳୋ କର ନାହିଁ। ଭବିଷ୍ଯଦ୍ ବାଣୀ ମାଧ୍ଯମ ରେ ଯେତବେେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତବେେଳେ ସହେି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।

ପିତରଙ୍କ ପ୍ରଥମ ପତ୍ 5:3

ଯେଉଁମାନଙ୍କର ଦାଯିତ୍ବ ତୁମ୍ଭେ ନଇେଛ, ସମାନଙ୍କେ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସମାନଙ୍କେ ନିକଟରେ ଆଦର୍ଶ ସ୍ବରୂପ ହୁଅ।

Interlinear

Choose Theme