Home Bibles ଯିହିଜିକଲ 20:26 · ଓଡ଼ିଆ ବାଇବେଲ
ଯିହିଜିକଲ 20:26 · ଓଡ଼ିଆ ବାଇବେଲ

ମୁଁ ସମାନଙ୍କେୁ ସମାନଙ୍କେର ଉପହାର ମାଧ୍ଯମ ରେ ପ୍ରଥମଜାତ ସନ୍ତାନର ବଳିଦାନ ମାଧ୍ଯମ ରେ ଅଶୁଚି କଲି। ତେଣୁ ମୁଁ ସମାନଙ୍କେୁ ବିନାଶ କରିପାରିଲି। ଫଳ ରେ ସମାନେେ ଶିକ୍ଷା ପାଇବେ ଯେ, ମୁଁ ହିଁ ସଦାପ୍ରଭୁ।'

Cross references

ଯାତ୍ରା ପୁସ୍ତକ 13:12

ତୁମ୍ଭେ ନିଶ୍ଚଯ ତୁମ୍ଭର ପ୍ରଥମଜାତ ପୁତ୍ରକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ଗୋରୁଗାଈମାନଙ୍କ ପ୍ରଥମଜାତ ପୁଂପଶୁ ସଦାପ୍ରଭୁଙ୍କୁ ଦବୋ ଉଚିତ୍।

ଲେବୀୟ ପୁସ୍ତକ 18:21

ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମାେଲକ୍ ଦବେତାର ଉଦ୍ଦେଶ୍ଯ ରେ ଉତ୍ସର୍ଗୀତ ହବୋକୁ ଦବୋ ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କ ପବିତ୍ର ନାମକୁ କଳିଷିତ ନିଶ୍ଚଯ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।

ଦିତୀୟ ରାଜାବଳୀ 16:3

ମାତ୍ରସସ ଇଶ୍ରାଲୟଲର ରାଜାମାନଙ୍କ ପରି ବସବାସ କଲଲ। ଜଘନ୍ଯ ପାପ ପ୍ରଥା ଅନୁସାଲରସସ ତାଙ୍କର ପୁତ୍ରକୁ ଅଗ୍ନିସର ବଳିଦାନ କଲଲ।ସଯ ଜାତିମାନଙ୍କ ଦ୍ବାରା ଅନୁକରଣସହାଇଥିଲା, ଯାହା ସଦାପ୍ରଭୁ ଭୂମିରୁ ୟୋର କରି ତଡିସଦଲଲ,ସଯଲତଲବଲଳ ଇଶ୍ରାଲୟଲମାଲନ ଆସିଲଲ।

ଦିତୀୟ ରାଜାବଳୀ 17:17

ଆଉ ସମାନେେ ନିଜର ପୁତ୍ର କନ୍ଯାମାନଙ୍କୁ ଅଗ୍ନି ରେ ବଳିଦାନ କଲେ। ସମାନେେ ଭବିଷ୍ଯତବାଣୀ କରିବା ପାଇଁ ୟାଦୁବିଦ୍ଯା, ଡାହାଣି ବିନ୍ଯା ଓ ଜ୍ଯୋତିଷବିଦ୍ଯାଗୁଡିକ ବ୍ଯବହାର କଲେ। ସଦାପ୍ରଭୁଙ୍କୁ କୋରଧାନିତ୍ବ କରିବା ପାଇଁ ତାଙ୍କ ଦୃଷ୍ଟି ରେ କୁକର୍ମ କରିବାକୁ ସମାନେେ ନିଜକୁ ବିକ୍ରଯ କଲେ।

ଦିତୀୟ ରାଜାବଳୀ 21:6

ମନଃଶି ଆପଣା ପୁତ୍ରକୁ ଅଗ୍ନି ରେ ଉତ୍ସର୍ଗ କଲେ। ସେ ଶୁଭଶୁଭ କହିବାର ବିଦ୍ଯା, ଗଣକତା, ୟାଦୁବିଦ୍ଯା, ଭୂତପ୍ ରତେ ଓ ଗୂଣୀଗା ରଡେି କାର୍ୟ୍ଯ ରେ ଅଭ୍ଯସ୍ତ ହେଲେ।

ଦିତୀୟ ବଂଶାବଳୀ 28:3

ଆହସ୍ 'ହିନ୍ନୋମ ପୁତ୍ର' ଉପତ୍ୟକା ରେ ସୁଗନ୍ଧିଧୂପ ଜ୍ବଳାଇଲେ। ସେ ନିଜ ପୁତ୍ରମାନଙ୍କୁ ଅଗ୍ନି ରେ ଦଗ୍ଧ କରି ବଳିଦାନ ସ୍ବରୂପେ ଉତ୍ସର୍ଗ କଲେ। ସହେି ଦେଶ ରେ ବାସ କରୁଥିବା ଲୋକମାନେ ଯେଉଁସବୁ ଭୟଙ୍କର ପାପ କରୁଥିଲେ, ସେ ମଧ୍ଯ ସହେିସବୁ କଲେ। ଇଶ୍ରାୟେଲର ଲୋକମାନେ ଯେତବେେଳେ ସହେି ଦେଶ ରେ ପ୍ରବେଶ କଲେ, ସଦାପ୍ରଭୁ ସମାନଙ୍କେୁ ବଳପୂର୍ବକ ସଠାରୁେ ବାହାର କରି ଦେଲେ।

ଦିତୀୟ ବଂଶାବଳୀ 33:6

ମନଃଶି ମଧ୍ଯ ନିଜ ପୁତ୍ରକୁ ବନ୍େ-ହୋନ୍ନୋମ ଉପତ୍ୟକା ରେ ବଳିରୂପେ ଜ୍ବଳାଇଲେ। ମନଃଶି କୁହୁକ ବିଦ୍ଯା, ଭବିଷ୍ଯତ କହିବା ଓ ଅଲୌକିକ କାର୍ୟ୍ଯ କଲେ ଏବଂ ସେ ମଧ୍ଯ ୟାଦୁବିଦ୍ଯା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି ମହିଥିଲେ, ମନଃଶି ସହେିପରି ଅନକେ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କୋରଧାନ୍ବିତ କଲା।

ଯିଶାଇୟ 63:17

ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।

ଯିରିମିୟ 19:9

ଶତ୍ରୁଗଣ ସମାନଙ୍କେ ନଗରକୁ ଅବରୋଧ କରିବେ ଓ ସମାନଙ୍କେୁ ଖାଦ୍ୟ ପାଇଁ ବାହାରକୁ ୟିବାକୁ ଦବେେ ନାହିଁ। ତେଣୁ ଲୋକମାନେ ଉପବାସ ରେ ରହିବେ ଓ କ୍ଷୁଧା ରେ ଆତୁର ହାଇେ ସଙ୍କଟ ସମୟରେ ପୁତ୍ର କନ୍ଯାର ମାଂସ ଭୋଜନ କରିବେ। ଆଉ ମଧ୍ଯ ଶଷେ ରେ ପରସ୍ପରକୁ ଭୋଜନ କରିବେ।'

ଯିରିମିୟ 32:35

ସମାନେେ ହିନ୍ନୋମ ପୁତ୍ରର ଉପତ୍ୟକା ରେ ବାଲ୍ଦବରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସମାନେେ ମାେଲକର ଉଦ୍ଦେଶ୍ଯ ରେ ଆପଣା ପୁତ୍ର କନ୍ଯାଗଣଙ୍କୁ ଅଗ୍ନି ମଧ୍ଯଦଇେ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ଯକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦଇେ ନାହୁଁ କିଅବା ଆମ୍ଭ ମନ ରେ ତାହା ଉଦଯ ହାଇେ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସମାନେେ ଏହା କରିଛନ୍ତି।

ଯିହିଜିକଲ 6:7

ତୁମ୍ଭମାନଙ୍କର ଲୋକମାନେ ନିହତ ହବେ, ତାହା ହେଲେ ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।'

ଯିହିଜିକଲ 16:20

ମାେ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସହେି ପୁତ୍ର କନ୍ଯାଗଣକୁ ବଧକରି ସମାନଙ୍କେୁ ଭଣ୍ଡ ଦବେତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ୟଥେଷ୍ଟ ବେଶ୍ଯାବୃତ୍ତି କଲ ନାହିଁ କି ?

ଯିହିଜିକଲ 16:21

ତୁମ୍ଭେ ମାରେ ସନ୍ତାନଗଣଙ୍କୁ ହତ୍ଯା କରି ତୁମ୍ଭର ଭଣ୍ଡ ଦବେତାମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଅଗ୍ନି ମଧିଅରେ ଉତ୍ସର୍ଗ କରିଅଛ।

ଯିହିଜିକଲ 20:31

ଯେତବେେଳେ ତୁମ୍ଭମାନେେ ଉପହାର ଆଣୁଛ, ନିଜ ନିଜ ସନ୍ତାନମାନଙ୍କୁ ଆଜି ପର୍ୟ୍ଯନ୍ତ ଅଗ୍ନି ରେ ଉତ୍ସର୍ଗ କରୁଛ ? ହେ ଇଶ୍ରାୟେଲର ଲୋକମାନେ, ମାଠାରୁେ ଉପଦେଶ ନବୋକୁ ତୁମ୍ଭମାନଙ୍କୁ ଅନୁମତି ଦବେି କି ? ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ଜୀବିତ ଥିବାୟାଏ ତୁମ୍ଭମାନଙ୍କୁ ଉପଦେଶ କି ପରାମର୍ଶ ଦବେି ନାହିଁ।

ଯିହିଜିକଲ 23:37

କାରଣ ଏହି ଯେ ସମାନେେ ବ୍ଯଭିଚାର ରେ ସିଦ୍ଧ ହସ୍ତ ଥିଲେ। ସମାନେେ ମଧ୍ଯ ରକ୍ତ ପାତ କରିବା ରେ ଓ ଆପଣା ପ୍ରତିମାଗଣ ସହ ବ୍ଯଭିଚାର କରିଛନ୍ତି। ସମାନେେ ମାଠାରୁେ ଜାତ ସନ୍ତାନମାନଙ୍କୁ ସମାନଙ୍କେର ଦବେତାମାନଙ୍କର ଖାଦ୍ୟ ପାଇଁ ଉତ୍ସର୍ଗ କଲେ।

ଲୂକଲିଖିତ ସୁସମାଚାର 2:23

ପ୍ରଭୁଙ୍କ 'ନିୟମ' ରେ ଲଖାେଅଛି: ପରିବାର ରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ 'ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ' ହବେ।

ରୋମୀୟଙ୍କ ପ୍ରତି ପତ୍ର 11:7

ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।

Interlinear

Choose Theme