ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ ; ଏହା ଆଉ ସପରେି ରହିବ ନାହିଁ। ଯେଉଁମାନେ ଉଚ୍ଚ ସମାନେେ ନୀଚ ହବେେ ଓ ଯେଉଁମାନେ ନୀଚ ସମାନେେ ଉଚ୍ଚ ହବେେ।
Cross references
ମୀଖାର ଏକ ମନ୍ଦିର ଥିଲା ଓ ସେ ଏକ ଏଫୋଦ ତିଆରି କଲା, ତାଙ୍କର ଅନକେ ଗକ୍ସ୍ଟଡିକ ମୂର୍ତ୍ତିଗକ୍ସ୍ଟଡିକ ଥିଲା। ସେ ଆପଣା ପକ୍ସ୍ଟତ୍ରମାନଙ୍କ ମଧ୍ଯରକ୍ସ୍ଟ ଜଣଙ୍କକ୍ସ୍ଟ ଯାଜକ ରୂପେ ନିୟକ୍ସ୍ଟକ୍ତ କଲା।
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଦନ କରନ୍ତି ବା ଧନବାନ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସମାନଙ୍କେୁ ଉଚ୍ଚ ସ୍ଥାନ ରେ ପ୍ରତିଷ୍ଠିତ କରାନ୍ତି।
ତା'ପରେ ସମାନେେ ରାଜାଙ୍କୁ ଧରି ରିବ୍ଲା ରେ ଥିବା ବାବିଲ ରାଜାଙ୍କ ନିକଟକୁ ନେଲେ। ସମାନେେ ତାଙ୍କୁ ଦଣ୍ତ ଦବୋକୁ ସ୍ଥିର କଲେ।
ଅନନ୍ତର ଯିହୁଦାର ରାଜା ୟହୋଯାଖୀନଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷର ଦ୍ବାଦଶ ମାସ ରେ, ମାସର ସପ୍ତବିଂଶ ଦିନ ରେ ବାବିଲ ରାଜା ଇବିଲମରୋଦକ୍। ସେ ରାଜତ୍ବ ଆରମ୍ଭ କରିବା ବର୍ଷ ରେ ବନ୍ଦୀରୁ ଯିହୁଦାର ରାଜା ୟିହୋଯାଖୀନ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ବପୂର୍ଣ୍ଣ ସ୍ଥାନ ରେ ବସିବାକୁ ଦେଲେ। ତାହା ବବେିଲୋନ ରେ ତାଙ୍କ ସହିତ ଏପରି ଥିଲା।
ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।
ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।
ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, ତୁମ୍ଭମାନେେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହାଇେଅଛି।
ବାବିଲ ରାଜା ରିବ୍ଲା ରେ ସିଦିକିଯର ସମ୍ମୁଖ ରେ ସିଦିକିଯର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ଯ ତାଙ୍କର ଅଧିପତିଙ୍କୁ ବଧ କଲେ।
ତା'ପ ରେ ସମାନେେ ଧରିଥିବା ରାଜାଙ୍କୁ ହମାତ୍ ଦେଶସ୍ଥ ରିବ୍ଲାକୁ ନଇଗେଲେ। ତା'ପ ରେ ସଠାେ ରେ ରାଜା ତା' ଉପ ରେ ଦଣ୍ଡ ବିଧାନ କଲେ।
ଯିହୁଦାର ରାଜା ୟିହୋଯାଖୀନ୍ ବାବିଲର କାରାଗାର ରେ ସଇଁତିରିଶ ବର୍ଷ ବନ୍ଦୀ ହାଇେ ରହିଲେ। ତାଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷ ରେ ବାବିଲର ରାଜା ଇବିଲ୍-ମରୋଦକ୍ ୟିହୋଯାଖୀନ୍ଙ୍କ ପ୍ରତି ଦୟାପରବଶ ହେଲେ। ସେ ରାଜତ୍ବର ପ୍ରଥମ ବର୍ଷର ଦ୍ବାଦଶ ମାସର ପଞ୍ଚବିଂଶ ଦିନ ରେ ୟିହୋଯାଖୀନ୍ଙ୍କୁ କାରାଗାରରୁ ମୁକ୍ତ କଲେ।
ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶାଚେନୀୟ ହାଇେଅଛି, କାରଣ ଆମ୍ଭମାନେେ ପାପ କରିଅଛୁ।
ଏବଂ ତୁମ୍ଭର ନେତା ତା'ର ଜିନିଷପତ୍ର ତା' କାନ୍ଧ ରେ ବହିବ ଏବଂ ସୂର୍ୟ୍ଯାସ୍ତ ସମୟରେ କାନ୍ଥ ରେ ତା' ପାଇଁ ଖୋଳା ୟାଇଥିବା ମଧ୍ଯଦଇେ ବାହାରିୟିବ ଓ ସେ ତା'ର ମୁଖ ଆଚ୍ଛାଦନ କରିବ, ଯେପରି ସେ ଭୂମିକୁ ଦେଖିପାରିବ ନାହିଁ।
ପୁଣି ମୁଁ ତୁମ୍ଭ ନାସିକା ରେ ନୋଥ, କର୍ଣ୍ଣ ରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦଲେି।
ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।
ପରମେଶ୍ବର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।