Home Bibles ଯିହିଜିକଲ 22:1 · ଓଡ଼ିଆ ବାଇବେଲ
ଯିହିଜିକଲ 22:1 · ଓଡ଼ିଆ ବାଇବେଲ

ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Cross references

ଗୀତସଂହିତା 55:11

ଅପରାଧ ସବୁଠାରେ ପ୍ରଚଳିତ ଅଛି। ଅରାଜକତା ପ୍ରତାରଣା ସର୍ବସାଧାରଣ ସ୍ଥାନ କବେେ ଛାଡ଼ି ନାହିଁ।

ହିତୋପଦେଶ 14:34

ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।

ଯିଶାଇୟ 1:21

ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।

ଯିରିମିୟ 30:15

ହେ ଇଶ୍ରାୟେଲ ଓ ଯିହୁଦା, ତୁମ୍ଭମାନେେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଛ ? ତୁମ୍ଭମାନଙ୍କର ଏହି କ୍ଷତ ୟନ୍ତ୍ରଣାଦାୟକ ଓ ଦୁରା ରୋଗ୍ଯ। ତୁମ୍ଭମାନଙ୍କର ଅଧର୍ମ ଅନକେ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।

ଯିହିଜିକଲ 35:1

ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା :

Interlinear

Choose Theme