ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ସମସ୍ତେ ଖାଦ ସ୍ବରୂପ ହାଇେଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ୟିରୁଶାଲମର ମଧିଅରେ ଏକତ୍ର କରିବା।
Cross references
ଏଣୁ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ଯେଉଁ ମୃତ ଶରୀରଗୁଡ଼ିକ ନଗର ରେ ରଖିଲ ତାହା ମାଂସ ଓ ନଗର ଏକ ପାତ୍ର ଅଟେ। ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ଯରୁ ବାହାର କରାୟିବ।
ଏହି ବିଦ୍ରୋହୀ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ନୀତିଗଳ୍ପ କୁହ। ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ହଣ୍ଡା ନିଆଁ ରେ ବସାଅ ଓ ତାହା ମଧିଅରେ ପାଣି ଢ଼ାଳି ଦିଅ।
ସହେି ଲୋକମାଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସମାନେେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସମାନଙ୍କେୁ ଏକ ସ୍ବତନ୍ତ୍ର ଉଦ୍ଦେଶ୍ଯ ରେ ଏଠାକୁ ଆଣିଛନ୍ତି, ସମାନଙ୍କେୁ ଶସ୍ଯ ଖଳା ରେ ଶସ୍ଯ ପେଶିଲା ପରି ଦଳି ଦବେେ।
ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'
ଯେପରି ବାଳୁଙ୍ଗାକୁ ଏକାଠି କରା ହେଲା ଓ ନିଆଁ ରେ ପୋଡି଼ ଦିଆଗଲା, ଠିକ୍ ସହେିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହବେ।