ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହି ରକ୍ତପାତ ନଗରୀର ବିଚାର କରିବ ? ତବେେ ତାହାର ଘୃଣା ଯୋଗ୍ଯ ସମସ୍ତ କ୍ରିଯା ଏହାକୁ ଜ୍ଞାତ କରାଅ।
Cross references
ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'
ମନଃଶିର ପାପ କର୍ମ ଯୋଗୁଁ ସଦାପ୍ରଭୁ ଯିହୁଦା ରେ ଏହି ଘଟଣାସବୁ ଘଟିବାକୁ ଦେଲେ। ଏହି ରୂପେ ସଦାପ୍ରଭୁ ସମାନଙ୍କେୁ ତାଙ୍କ ଦୃଷ୍ଟିରୁ ଦୂ ରଇେ ଦେଲେ।
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।
ଆମ୍ଭେ ବୃଥା ରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦଇେଅଛୁ। ମାତ୍ର ଏହାର ଫଳ କିଛି ହେଲା ନାହିଁ। କାରଣ ତୁମ୍ଭମାନେେ ଠିକ୍ ବାଟକୁ ଫରେିଲ ନାହିଁ। ତୁମ୍ଭମାନେେ ତୁମ୍ଭ ଖଡ୍ଗ ରେ ତୁମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ହତ୍ଯା କରିଅଛ। ଆଉ ଭୟଙ୍କର ସିଂହ ତୁଲ୍ଯ ସମାନଙ୍କେୁ ଗ୍ରାସ କରିଅଛ।
ତୁମ୍ଭ ହସ୍ତ ରେ ଦରିଦ୍ର ନିର୍ଦ୍ ଦୋଷ ପ୍ରାଣର ରକ୍ତ ଦଖାୟୋଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣ ରେ ରକ୍ତପାତ କରିଛ।
ତା'ପ ରେ ପରମେଶ୍ବର ମାେତେ କହିଲେ, ଭିତରକୁ ୟାଅ ଓ ଏଠା ରେ ସମାନେେ ଯେଉଁ ଜଘନ୍ଯ ଘୃଣ୍ଯ କର୍ମମାନ କରୁଅଛନ୍ତି ତାହା ଦେଖ।
ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ହେ ମନୁଷ୍ଯ ପୁତ୍ର, ୟିରୁଶାଲମ ନିବାସୀଙ୍କ ଘୃଣ୍ଯ ବ୍ଯବହାରକୁ ତୁମ୍ଭେ ସମାନଙ୍କେୁ ଜଣାଅ।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ସମାନଙ୍କେର ବିଚାର କରିବ ? ସମାନଙ୍କେର ପିତୃପୁରୁଷମାନଙ୍କର ଘୃଣା ଯୋଗ୍ଯ କ୍ରିଯାସବୁ ସମାନଙ୍କେୁ ଜ୍ଞାତ କରାଅ।
ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ୟିରୁଶାଲମ, ଏକ ରକ୍ତାକ୍ତ ନଗରୀ। ସହେି ହଣ୍ଡା, ଯାହା ମଧିଅରେ କଳଙ୍କ ରହିଛି ଓ ଯାହାର କଳଙ୍କ ତା' ମଧ୍ଯରୁ ଦୂର ହାଇେ ନାହିଁ। ପାତ୍ର ମଧ୍ଯରୁ ପ୍ରେତ୍ୟକକ ମାଂସ ଖଣ୍ଡ ବାହାର କର। କ'ଣ ଖାଇବାକୁ ହବେ ଓ କ'ଣ ଖାଇବାକୁ ନ ହବେ ସେଥିପାଇଁ ଗୁଳାବାଣ୍ଟ କର ନାହିଁ, ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରିଦିଅ।
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ' ସହେି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହବୋକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।
ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।
ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।
ତେଣୁ ଧାର୍ମିକ ଲୋକ ହବେଲଙ୍କଠାରୁ ଆରମ୍ଭ କରି ବରେିଖିୟଙ୍କ ପୁତ୍ର ୟିଖରିୟଙ୍କ ପର୍ୟ୍ଯନ୍ତ ଏ ପୃଥିବୀ ରେ ଯେତେ ଭଲ ଲୋକଙ୍କୁ ମାରି ଦିଆ ଯାଇଛି, ସେଥିପାଇଁ ତୁମ୍ଭମାନେେ ଦୋଷୀ ସାବ୍ଯସ୍ତ ହବେ। ବରେିଖିୟଙ୍କ ପୁତ୍ରୟିଖରିୟଙ୍କୁ ମନ୍ଦିର ଓ ବଦେୀ ମଧ୍ଯ ସ୍ଥଳ ରେ ତୁମ୍ଭମାନେେ ହତ୍ଯା କରିଥିଲ।
ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।
ଏଣୁ ସୃଷ୍ଟି ଆରମ୍ଭରୁ ଯେତବେେଳେ ଭବିଷ୍ଯଦ୍ବକ୍ତାଙ୍କ ରକ୍ତପାତ ହାଇେଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡିବ।
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
ଯେଉଁମାନେ ପାପ କରନ୍ତି, ସମାନଙ୍କେୁ ସମାନଙ୍କେର ଭୁଲ ଦଖାଇଦେିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖ ରେ ଏହା କର। ସପରେି କଲେ, ଅନ୍ୟମାନେ ସତର୍କ ହବେେ।