ଆଉ ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କୋରଧାଗ୍ନି ରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହିଁରେ ତୁମ୍ଭମାନେେ ତରଳି ୟିବ।
Cross references
କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଜଣେ ଇର୍ଷାପରାଯଣ ପରମେଶ୍ବର ଏବଂ ସେ ଅଗ୍ନି ସ୍ବରୂପ ଧ୍ବଂସ କରନ୍ତି, ଯେଉଁମାନେ ଅନ୍ୟ ଦବେତାମାନଙ୍କୁ ପୂଜା କରନ୍ତି।
ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍ବାଳା ସଧୂମ ହାଇେ ଉଠିବ।
ମାେ କୋର୍ଧ ରେ ଅଗ୍ନି ପ୍ରଜ୍ବଳିତ ହବେ, ଯାହା ପାତାଳ ପର୍ୟ୍ଯନ୍ତ ଜଳକ୍ସ୍ଟଛି। ପୃଥିବୀର ଏହା ସମସ୍ତ ଦେଶକକ୍ସ୍ଟ ଓ ସମସ୍ତ ଉତ୍ପନ ବସ୍ତକ୍ସ୍ଟକକ୍ସ୍ଟ ଗ୍ରାସ କରିବ। ଏହା ପର୍ବତର ମୂଳଦକ୍ସ୍ଟଆକକ୍ସ୍ଟ ମଧ୍ଯ ପୋଡି଼ ପକାଇବ।
ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।
ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।
ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।
ୟମେିତି ପବନ ଦ୍ବାରା ଧୂଆଁ ବିଚ୍ଛୁରିତ ହୁଏ, ସହେିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ୟପରେି ନିଆଁରେ ମହମ ତରଳି ୟାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।
ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।
ଦେଶୀଯମାନେ ଯେପରି ତୁମ୍ଭ ସାକ୍ଷାତ ରେ କମ୍ପମାନ ହବେେ ଓ ଏଥି ସକାେଶ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ବଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହବେେ।
ତୁମ୍ଭ ନାମ ରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତଜେିତ କରିବାକୁ କହେି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହାଇେଅଛି ଓ ଆମ୍ଭମାନଙ୍କ ପାପଦ୍ବାରା ଆମ୍ଭମାନଙ୍କୁ କ୍ଷଯ କରିଅଛ।
ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନି ରେ ତରଳାଏ, ସହେିପରି ଆମ୍ଭେ ସମାନଙ୍କେୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହତେୁ ଆଉ ଆମ୍ଭେ କ'ଣ କରିପାରିବା ?
ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।