ପୁଣି ଦେଶ ଯେପରି ବିନଷ୍ଟ ନ ହବେ ସେଥିପାଇଁ ଯେ ସୁଦୃଢ଼ ପ୍ରାଚୀର କରିପାରିବ ଓ ଫାଟ ସ୍ଥାନ ରେ ଆମ୍ଭ ସମ୍ମୁଖ ରେ ଦେଶ ସପକ୍ଷ ରେ ଠିଆ ହବେ, ଏପରି ଏକ ଲୋକକୁ ଆମ୍ଭେ ଅନ୍ବଷେଣ କଲୁ। ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
Cross references
ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?
ତେଣୁ ବର୍ତ୍ତମାନ ମାେତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସମାନଙ୍କେୁ ମାରେ କୋର୍ଧ ରେ ଧ୍ବଂସ କରିବି। ଏହାପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।
କାରଣ ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କୁ ଦଯନୀଯ ୟନ୍ତ୍ରଣା ଦେଖିଲେ। ଯେଉଁମାନେ ଦୋଷି ଥିଲେ ଯେଉଁ ମାନେ ମୁକ୍ତ ଥିଲେ। ଏହା କାରଣ ଥିଲା, ଇଶ୍ରାୟେଲକୁ ସାହାୟ୍ଯ କରିବାକୁ କହେି ନଥିଲେ।
ଆୟୁବ ତୁମ୍ଭେ କରୁଥିବା ଭଲ ଓ ମନ୍ଦ କାର୍ୟ୍ଯସବୁ ତୁମଭଳି ଲୋକମାନଙ୍କୁ ଆକ୍ରାନ୍ତ କରେ। ସେ ସବୁ ପରମେଶ୍ବରଙ୍କ ସାହାୟ୍ଯ ବା କ୍ଷତି କରେ ନାହିଁ।
ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମାେତେ ସାହାୟ୍ଯ କରିବ ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମାେ ସହିତ ଠିଆ ହବେ ?
ପରମେଶ୍ବର ଚାହିଁଥିଲେ ସହେି ଲୋକମାନଙ୍କୁ ସଂପୂର୍ଣ୍ଣ ଧ୍ବଂସ କରିବାକୁ କିନ୍ତୁ ମାଶାେ ତାହାଙ୍କ ମନୋନୀତ ବ୍ଯକ୍ତି ତାଙ୍କର କୋପ ଫରୋଇବା ନିମନ୍ତେ ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନାଶ କଲେ ନାହିଁ।
ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ଯସ୍ଥ କହେି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।
ଆମ୍ଭେ ଅନାଇଲୁ, ମାତ୍ର ସାହାୟ୍ଯକାରୀ କହେି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ୟ୍ଯ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ୟିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଚାରିଆଡ଼କୁ ଚାହିଁ ବୁଝ। ତହିଁର ଛକସ୍ଥାନ ସବୁ ଖାଜେ। ଯଦି ତୁମ୍ଭମାନେେ ଜଣେ ନ୍ଯାଯପରାଯଣ ଓ ସତ୍ଯାନୁସରଣକାରୀକୁ ପାଇବ, ତବେେ ଆମ୍ଭେ ସେ ନଗରକୁ କ୍ଷମା କରିବା।
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
ତୁମ୍ଭମାନେେ ଗଲ ନାହିଁ ଓ ଇଶ୍ରାୟେଲର ଚତୁଃପାଶର୍ବର ଭଗ୍ନ ପ୍ରାଚୀର ତିଆରି କଲ ନାହିଁ, ଯାହା ଫଳ ରେ ସଦାପ୍ରୁଙ୍କର ସଂଗ୍ରାମ ରେ ଏହା ନିଜକୁ ନିଜେ ସୁରକ୍ଷା ଦଇେଥାନ୍ତ।