Home Bibles ☰ Books ଯିହିଜିକଲ 22:4 · ଓଡ଼ିଆ ବାଇବେଲ
ଯିହିଜିକଲ 22:4 · ଓଡ଼ିଆ ବାଇବେଲ

ତୁମ୍ଭର ରକ୍ତପାତ ଯୋଗୁଁ ତୁମ୍ଭେ ଦୋଷୀ ହାଇେଅଛ ଓ ପୁଣି ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ବାରା ଅଶୁଚି ହାଇେଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ନିଜ ଆଯୁର ଶଷେ ଭାଗ ରେ ପହଞ୍ଚିଛ। ତେଣୁ ମୁଁ ତୁମ୍ଭକୁ ଜାତିଗଣ ନିକଟରେ ଉପହାସର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛି।

Cross references

ଲେବୀୟ ପୁସ୍ତକ 26:32

ପୁଣି ଆମ୍ଭେ ଦେଶକୁ ଶୂନ୍ଯସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କର ଶତୃଗଣ ତହିଁରେ ଆଶ୍ଚର୍ୟ୍ଯଜ୍ଞାନ କରିବେ।

ଗଣନା ପୁସ୍ତକ 32:14

ଏଠାକୁ ଦେଖ, ତୁମ୍ଭମାନେେ ତୁମ୍ଭ ପିତୃଗଣଙ୍କ ପରି କାର୍ୟ୍ଯ କଲ, ତୁମ୍ଭମାନେେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢି ସଦାପ୍ରଭୁଙ୍କୁ ଇଶ୍ରାୟେଲର ଲୋକମାନଙ୍କ ପ୍ରତି କୋର୍ଧିତ କରାଉଛ।

ଦିତୀୟ ବିବରଣ 28:37

ସଠାେରେ ତୁମ୍ଭମାନେେ ନିଜେ ଏକ ଭୟାନକ ଦୃଶ୍ଯ ରେ ପରିଣତ ହବେ, ସହେି ସମସ୍ତ ଜାତିମାନଙ୍କ ଆଗ ରେ ଅପମାନର ଓ ଉପହାସର ପାତ୍ର ହବେ। ଯେଉଁଠାକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ।

ଦିତୀୟ ବିବରଣ 29:24

ସେତବେେଳେ ସବୁ ଗୋଷ୍ଠୀଯ ଲୋକମାନେ କହିବେ, 'ସଦାପ୍ରଭୁ ଏଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକୋର୍ଧ ପ୍ରଜ୍ବଳିତ ହବୋର କାରଣ କ'ଣ?

ପ୍ରଥମ ରାଜାବଳୀ 9:7

ଯାହା ଆମ୍ଭେ ସମାନଙ୍କେୁ ଦଇେଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ଯାଖ୍ଯାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇଶ୍ରାୟେଲ ସମସ୍ତ ଗୋଷ୍ଠୀ ସମ୍ମୁଖ ରେ ଉପହାସର ଉଦାହରଣ ହବେ।

ଦିତୀୟ ରାଜାବଳୀ 21:16

ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'

ଦିତୀୟ ବଂଶାବଳୀ 7:20

ତବେେ ଆମ୍ଭେ ଇଶ୍ରାୟେଲର ଲୋକଙ୍କୁ ଯେଉଁ ଦେଶ ଦଇେଅଛୁ, ଆମ୍ଭର ସହେି ଦେଶରୁ ସମାନଙ୍କେୁ ବାହାର କରିଦବୋ। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ଯାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବି ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ଯ କରିବେ।

ଗୀତସଂହିତା 44:13

ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।

ଗୀତସଂହିତା 79:4

ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।

ଗୀତସଂହିତା 89:41

ପଥ ଦଇେ ୟିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି। ଆପଣା ପ୍ରତିବେଶୀମାନେ ତାଙ୍କୁ ପରିହାସ କରନ୍ତି।

ଯିରିମିୟ 18:16

ଯିହୁଦା ଏକ ଶୂନ୍ଯ ମରୁପ୍ରାନ୍ତର ରେ ପରିଣତ ହବେ। ସମାନେେ ଗମନ କଲା ବେଳେ ଶୀସ୍ ଶବ୍ଦ କରିୟାଆନ୍ତି। ତହିଁର ନିକଟ ଦଇେ ଗମନକାରୀ ପ୍ରେତ୍ୟକକ ଲୋକ ବିସ୍ମିତ ହାଇେ ଆପଣା ମସ୍ତକ ହରାଇବ।

ଯିରିମିୟ 24:9

ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।

Interlinear

Choose Theme