Home Bibles ଯିହିଜିକଲ 23:14 · ଓଡ଼ିଆ ବାଇବେଲ
ଯିହିଜିକଲ 23:14 · ଓଡ଼ିଆ ବାଇବେଲ

ଏବଂ ଅହଲୀବା ନିଜର ବ୍ଯଭିଚାରିତା ବଢ଼ାଇଲା। ସେ କାନ୍ଥ ରେ ବିଚିତ୍ର କଲଦୀଯ ପୁରୁଷମାନଙ୍କର ଲାଲରଙ୍ଗ ପୋଷାକ ପରିହିତ ମୂର୍ତ୍ତି ଦେଖିଲା।

Cross references

ଯିଶାଇୟ 46:1

ବେଲ୍ ଓ ନବୋ ଆମ୍ଭ ସମ୍ମୁଖ ରେ ଅବନତ ହବେେ। ସମାନଙ୍କେର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପ ରେ ଥୁଆ ହାଇେଛନ୍ତି। ସଗେୁଡ଼ିକ ବୋଝପରି ତୁମ୍ଭମାନେେ ବହି ଚାଲିଲ, ତାହା କ୍ଲାନ୍ତ ପଶୁମାନଙ୍କ ପାଇଁ କବଳେ ଭାର ହାଇେଅଛି।

ଯିରିମିୟ 22:14

ଯିହାୟୋକୀମ୍ କହନ୍ତି, ମୁଁ ନିଜ ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ୍ କଠାେରୀମାନ ନିର୍ମାଣ କରିବି। ତେଣୁ ସେ ବୃହତ୍ ଝରକା ଥିବା ଏକ ଗୃହ ନିର୍ମାଣ କଲେ ଓ ଏରସ କାଠ ରେ ଗୃହର ଭିତର ଛାତ କଲେ ଓ ସିନ୍ଦୁର ରଙ୍ଗ ରେ କାଠ ରଙ୍ଗ କଲେ। ମାତ୍ର ସେ ସନ୍ତାପର ପାତ୍ର ହେଲେ।

ଯିରିମିୟ 50:2

ତୁମ୍ଭମାନେେ ଗୋଷ୍ଠୀଗଣ ମଧିଅରେ ପ୍ରକାଶ କରି ପ୍ରଚାର କର। ଧ୍ବଜା ଉଠାଇ ପ୍ରଚାର କର ଓ ଗୋପନ ନ ରଖି କୁହ, 'ବାବିଲ ହସ୍ତଗତ ହେଲା, ବଲେ ଲଜ୍ଜିତ ହେଲା ; ମରୋଦକ ବିସ୍ମିତ ହେଲା ; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦବେତା ସକଳ ବିସ୍ମିତ ହେଲେ।'

ଯିହିଜିକଲ 8:10

ତେଣୁ ମୁଁ ଭିତରକୁ ଗଲି, ଚତୁର୍ଦ୍ଦିଗସ୍ଥ କାନ୍ଥ ରେ ଚିତ୍ରିତ ହାଇେଥିବା ସରୀସୃପମାନଙ୍କ ଏବଂ କୀଟପତଙ୍ଗମାନଙ୍କର ଘୃଣ୍ଯ ପଶୁମାନଙ୍କର ଓ ଇଶ୍ରାୟେଲୀୟମାନଙ୍କର ଭୟଙ୍କର ମୂର୍ତ୍ତି ଦେଖିଲି।

ଯିହିଜିକଲ 16:29

ତୁମ୍ଭେ କିଣାନ ଓ ବାବିଲକୁ ୟାଇଅଛ ଏବଂ ସଠାେ ରେ ତୁମ୍ଭର ବ୍ଯଭିଚାର ବଢ଼ାଇଛ, ତଥାପି ତୃପ୍ତ ହାଇେ ନାହଁ।

Interlinear

Choose Theme