କିନ୍ତୁ ମୁଁ ତୁମ୍ଭକୁ ବ୍ଯଭିଚାରିତାଠାରୁ ବନ୍ଦ କରିବି, ମୁଁ ତୁମ୍ଭର ସମସ୍ତ ଅସାର କାର୍ୟ୍ଯଗୁଡ଼ିକ ମିଶର ସହିତ ବନ୍ଦ କରିବି। ତେଣୁ ତୁମ୍ଭେ ମିଶର ପ୍ରତି ଅନାଇବ ନାହିଁ ଏବଂ ସମାନଙ୍କେୁ ଆଉ ସ୍ମରଣ କରିବ ନାହିଁ।'
Cross references
ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହବେ ଓ ତାହାର ପାପ ଦୂରୀଭୂତ ହବେ। ସେ ୟଜ୍ଞବଦେୀର ପ୍ରସ୍ତର ସବୁ ଧୂଳିସାତ ହବେ ଓ ସହେି ଆଶରୋ ମୂର୍ତ୍ତି ଓ ସୂର୍ୟ୍ଯ ପ୍ରତିମା ସବୁ ବିନଷ୍ଟ ହବେେ।
ସମାନେେ ତୁମ୍ଭର ଗୃହସବୁ ଅଗ୍ନି ରେ ଦଗ୍ଧ କରିବେ। ବହୁତ ସ୍ତ୍ରୀ ଲୋକମାନଙ୍କ ସମ୍ମୁଖ ରେ ସମାନେେ ତୁମ୍ଭକୁ ଦଣ୍ଡିତ କରିବେ। ତୁମ୍ଭ ବ୍ଯଭିଚାରୀତାର ମୁଁ ପୂର୍ଣ୍ଣଛଦେ ପକାଇବି ଏବଂ ତୁମ୍ଭେ ତୁମ୍ଭର ପ୍ ରମେିକମାନଙ୍କୁ ଆଉ ଭଡ଼ା ଦବେ ନାହିଁ।
ଏବଂ ମୁଁ ଅନ୍ଯାନ୍ଯ ଜାତିଗଣ ମଧିଅରେ ତୁମ୍ଭକୁ ଛିନ୍ନଭିନ୍ନ କରିବି ଓ ନାନା ଦେଶ ରେ ତୁମ୍ଭକୁ ନିକ୍ଷପେ କରିବି। ଏବଂ ଏହି ନଗରରୁ ଅପବିତ୍ରତା ସମ୍ପୂର୍ଣ୍ଣ ଭାବରେ ଦୂର କରିବି।
ସମାନେେ କିଶୋରୀ ସମୟରେ ମିଶର ରେ ବ୍ଯଭିଚାରିଣୀ ହେଲେ। ସେ ସ୍ଥାନ ରେ ସମାନଙ୍କେର ସ୍ତନ ମର୍ଦ୍ଦିତ ହେଲା ଓ ଲୋକମାନେ ସମାନଙ୍କେର କୌମାର୍ୟ୍ଯକାଳୀନ କୁଚାଗ୍ର ମନ୍ଥନ କଲେ।
ସେ ଅଧିକରୁ ଅଧିକ ତା'ର ବେଶ୍ଯାବୃତ୍ତି ବଢ଼ାଇ ଚାଲିଲା। ୟୌବନ କାଳ ରେ ମିଶର ଦେଶ ରେ ଯେଉଁ ବେଶ୍ଯାକର୍ମ କରିଥିଲା ତାହାକୁ ସ୍ମରଣ କରି ସେ ବ୍ଯଭିଚାରିତା ବୃଦ୍ଧି କଲା।
ସଦାପ୍ରଭୁ କୁହନ୍ତି, ସେତବେେଳେ ଆମ୍ଭେ ତୁମ୍ଭର ଘୋଡାଗୁଡିକୁ ନଇୟିବୋ ଏବଂ ତୁମ୍ଭର ରଥଗୁଡିକୁ ଧ୍ବଂସ କରିବା।
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।