Home Bibles ☰ Books ଯିହିଜିକଲ 23:49 · ଓଡ଼ିଆ ବାଇବେଲ
ଯିହିଜିକଲ 23:49 · ଓଡ଼ିଆ ବାଇବେଲ

ଲୋକମାନେ ତୁମ୍ଭମାନଙ୍କର ବ୍ଯଭିଚାରିତା ପାଇଁ ତୁମ୍ଭମାନଙ୍କୁ ପ୍ରତିଫଳ ଦବେେ ଓ ତୁମ୍ଭମାନେେ ନିଜର ପ୍ରତିମାଗଣ ସମ୍ବନ୍ଧୀଯ ପାପ ସକଳର ଭାର ବହନ କରିବ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଏହା ତୁମ୍ଭମାନେେ ଜାଣିବ।

Cross references

ଗୀତସଂହିତା 9:16

ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।

ଯିଶାଇୟ 59:18

ସେ ପାପ କର୍ମର ପରିମାଣ ଅନୁସାରେ ସମାନଙ୍କେ ପ୍ରତି ଭୟଙ୍କର ହିଂସ୍ର ହବେେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦବେେ। ଆଉ ମଧ୍ଯ ଦ୍ବୀପ ସମୂହକୁ ପ୍ରତିଫଳ ଦାନ କରିବେ।

ଯିହିଜିକଲ 6:7

ତୁମ୍ଭମାନଙ୍କର ଲୋକମାନେ ନିହତ ହବେ, ତାହା ହେଲେ ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।'

ଯିହିଜିକଲ 7:4

ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ, ଆମ୍ଭେ ତୁମ୍ଭକୁ ଅନୁକମ୍ପା କରିବା ନାହିଁ। କିନ୍ତୁ ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କାର୍ୟ୍ଯ ପାଇଁ ଓ ତୁମ୍ଭର ସମସ୍ତ ଘୃଣ୍ଯ ପ୍ରଥା ପାଇଁ ଦଣ୍ଡିତ କରିବା। ଯାହା ଫଳ ରେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ହିଁ ସଦାପ୍ରଭୁ।

ଯିହିଜିକଲ 7:9

ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ କି ତୁମ୍ଭକୁ ଅନୁକମ୍ପା କରିବା ନାହିଁ। ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କର୍ମ ୟୋଗୁ ଓ ତୁମ୍ଭ ମଧିଅରେ ଥିବା ଘୃଣା ପ୍ରଥା ଯୋଗୁଁ ଦଣ୍ଡିତ କରିବା। ଏବଂ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ୟିଏ ତୁମ୍ଭକୁ ଆଘାତ କରିଛନ୍ତି।

ଯିହିଜିକଲ 9:10

ଏଣୁ ମୁଁ କରୁଣା ଦଖାଇବେି ନାହିଁ। ମୁଁ ସମାନଙ୍କେୁ ଅନୁକମ୍ପା କରିବି ନାହିଁ। ମୁଁ ସମାନଙ୍କେର କର୍ମର ପ୍ରତିଫଳ ସମାନଙ୍କେ ମସ୍ତକକୁ ଆଣିବି।

ଯିହିଜିକଲ 11:21

ତା'ପ ରେ ପରମେଶ୍ବର କହିଲେ, କିନ୍ତୁ ଯେଉଁମାନଙ୍କର ହୃଦଯ ଘୃଣ୍ଯ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସମାନଙ୍କେୁ ସମାନଙ୍କେର କୁକର୍ମ ଅନୁସାରେ ଦଣ୍ଡିତ କରିବା। ସଦାପ୍ରଭୁ ମାରେ ପ୍ରଭୁ ଏହା କହିଛନ୍ତି।

ଯିହିଜିକଲ 16:43

ଏସବୁ କରିବାର କାରଣ ତୁମ୍ଭେ ତୁମ୍ଭର ୟୌବନାବସ୍ଥାର ଦିନ ମନେ ରଖି ନାହଁ। ତୁମ୍ଭେ ତୁମ୍ଭର କୁକାର୍ୟ୍ଯ ଦ୍ବାରା ମାେତେ କୋରଧିତ କଲ। ମୁଁ ତୁମ୍ଭକୁ ତୁମ୍ଭର ବ୍ଯବହାର ପାଇଁ ଦଣ୍ଡିତ କରିବି। ତୁମ୍ଭର ଅନ୍ୟ ଘୃଣ୍ଯ କାର୍ୟ୍ଯ ସହିତ ବେଶ୍ଯାବୃତ୍ତିକୁ ୟୋଡ଼ିବା ରେ କଣ ଅଧିକ ପ୍ରାଧାନ୍ଯ ହାଇେ ନ ଥିଲା ? ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଲେ।

ଯିହିଜିକଲ 16:58

ବର୍ତ୍ତମାନ ତୁମ୍ଭେ ତୁମ୍ଭର ଘୃଣ୍ଯ କ୍ରିଯା ଓ ବ୍ଯଭିଚାରର ଭାର ବହନ କରିବ। ଏହା ସଦାପ୍ରଭୁ କହିଛନ୍ତି।

ଯିହିଜିକଲ 20:38

ପୁଣି ମୁଁ ବିଦ୍ରାହୀମାନଙ୍କୁ ଓ ମାେ ବିରୋଧୀ ପାପୀମାନଙ୍କୁ ତୁମ୍ଭମାନଙ୍କ ମଧ୍ଯରୁ ବାହାର କରି ଦୂର କରି ଦବେି। ସମାନେେ ଯେଉଁ ଦେଶ ରେ ପ୍ରବାସ କରି ରହୁଛନ୍ତି, ସେ ଦେଶରୁ ମୁଁ ସମାନଙ୍କେୁ ବାହାର କରି ଆଣିବି, ମାତ୍ର ସମାନେେ ଇଶ୍ରାୟେଲ ଦେଶ ରେ ପ୍ରବେଶ କରିବେ ନାହିଁ। ତହିଁରେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।

ଯିହିଜିକଲ 20:42

ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ। ତୁମ୍ଭମାନେେ ଏହା ଜାଣିବ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଇଶ୍ରାୟେଲ ଭୂମିକୁ ଫରୋଇ ଆଣିବି। ସହେି ଭୂମିକୁ ମୁଁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦବେି ବୋଲି ପ୍ରତିଜ୍ଞା କରିଥିଲି।

ଯିହିଜିକଲ 20:44

ଏବଂ ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ଯେତବେେଳେ ମୁଁ ସଦାପ୍ରଭୁ, ତୁମ୍ଭମାନଙ୍କର କୁକର୍ମ ଓ ଦୁର୍ନୀତିଗ୍ରସ୍ତ ଆଚରଣ ଅନୁସାରେ ଦଣ୍ଡ ଦିଏ ନାହିଁ, କିନ୍ତୁ ସେତବେେଳେ ମୁଁ ମାରେ ମର୍ୟ୍ଯାଦାନୁସା ରେ ବ୍ଯବହାର କରେ।

ଯିହିଜିକଲ 22:31

ଏଣୁ ଆମ୍ଭେ ସମାନଙ୍କେ ଉପ ରେ ଆପଣା କୋରଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନି ରେ ସମାନଙ୍କେୁ ସଂହାର କରିଅଛୁ। ସମାନଙ୍କେର ନିଜ କର୍ମର ଫଳ ସମାନେେ ନିଜେ ଭୋଗିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି

ଯିହିଜିକଲ 23:35

ତେଣୁ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, 'ତୁମ୍ଭେ ଆମ୍ଭକୁ ପାଶୋରି ଦଇେଛ ଓ ମାେତେ ତୁମ୍ଭ ପଛ ରେ ପକାଇ ଛାଡ଼ି ଚାଲିୟାଇଛ। ତେଣୁ ତୁମ୍ଭେ ତୁମ୍ଭର ଘୃଣ୍ଯ ଚିନ୍ତାଗୁଡ଼ିକ ଓ ବ୍ଯଭିଚାରିତାର ପାଇଁ ଦଣ୍ଡ ସହିବ।'

ଯିହିଜିକଲ 25:5

ଆଉ ମୁଁ ରବବାକୁ ଓଟମାନଙ୍କର ଚାରଣ ଭୂମି କରିବି ଓ ଅମ୍ମାନେ ଲୋକମାନଙ୍କୁ ଦେଶକୁ ମଷୋଦି ପଲର ଶଯନ ସ୍ଥାନ କରିବି। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭମାନେେ ଜାଣିବ।

Interlinear

Choose Theme