ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନ ରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Cross references
ତେଣୁ ଯିହୁଦାର ରାଜା ୟିହୋଯାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନଫୁସକମାନେ ବାବିଲ ରାଜାଙ୍କୁ ଭଟେିବାକୁ ଗଲେ। ମାତ୍ର ବାବିଲର ରାଜା ଯିହାୟୋଦାରଖୀନ୍ଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖଦ୍ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ବ କାଳ ରେ ଘଟିଥିଲା।
ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜଜ୍ବର ନବମ ବର୍ଷର ଦଶମ ମାସ ରେ ବାବିଲର ରାଜା ନବୁଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମର ବିରୁଦ୍ଧ ରେ ଆସି ତାହା ଅବରୋଧ କଲେ।
କବାର ନଦୀ କୂଳ ରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖାଲିଗେଲା ଏବଂ ତିରିଶତମ
ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନ ରେ ଆମ୍ଭେ ଆପଣା ଗୃହ ରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖ ରେ ବସିଥିଲେ। ଏହି ସମୟରେ ମାରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠିତ ହେଲା।
ଅନନ୍ତର ସପ୍ତମ ବାର୍ଷିକ ପଞ୍ଚମ ମାସର ଦଶମ ଦିନ ରେ ଇଶ୍ରାୟେଲ ବଂଶୀଯ ପ୍ରାଚୀନବର୍ଗଙ୍କ ମଧ୍ଯରୁ କେତେ ଜଣ ସଦାପ୍ରଭୁଙ୍କ ପରାମର୍ଶ ନିମନ୍ତେ ଆସି ମାେ ସମ୍ମୁଖ ରେ ବସିଲେ।
ଅନନ୍ତର ଏକାଦଶ ବର୍ଷର ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଦଶମ ବର୍ଷର ଦଶମ ମାସର ଦ୍ବାଦଶ ଦିନ ରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଅନନ୍ତର ସପ୍ତବିଂଶ ବର୍ଷର ପ୍ରଥମ ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଅନନ୍ତର ଏକାଦଶ ବର୍ଷର ତୃତୀୟ ମାସ ଜୁନର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଅନନ୍ତର ଦ୍ବାଦଶ ବର୍ଷର ଦ୍ବାଦଶ ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଦ୍ବାଦଶ ବର୍ଷର, ମାସର ପଞ୍ଚଦଶ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଅନନ୍ତର ଆମ୍ଭମାନଙ୍କ ନିର୍ବାସ ରେ ଦ୍ବାଦସ ବର୍ଷର ଦଶମ ମାସର ପଞ୍ଚମ ଦିନ ରେ ୟିରୁଶାଲମରୁ ଜଣେ ପଳାତକ ମାେ ନିକଟକୁ ଆସି କହିଲା, ନଗର ପରାଜିତ ହାଇେଅଛି।
ମ୍ଭର ନିର୍ବାସନର ପଞ୍ଚବିଂଶ ବର୍ଷର, ଆରମ୍ଭ ରେ ମାସର ଦଶମ ଦିନ ରେ ସଦାପ୍ରଭୁଙ୍କ ଶକ୍ତି ମାେ ଉପ ରେ ଅଧିଷ୍ଠିତ ହେଲା। ଏହା ବାବିଲ ୟିରୁଶାଲମ ଅକ୍ତିଆର କରିବାର ଚତୁର୍ଦ୍ଦଶବର୍ଷ ପ ରେ ସହେିଦିନ ସଦାପ୍ରଭୁ ମାେତେ ସଠାେକୁ ଦର୍ଶନ ରେ ଆଣିଲେ।
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମଯ ଦିନ ହବେ। ତାହା ବିଜଯ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହବେ। ସେଥିପାଇଁ ତୁମ୍ଭମାନେେ ନିଶ୍ଚଯ ସତ୍ଯ ଓ ଶାନ୍ତିକୁ ପ୍ ରମେ କରିବ।