Home Bibles ଯିହିଜିକଲ 24:14 · ଓଡ଼ିଆ ବାଇବେଲ
ଯିହିଜିକଲ 24:14 · ଓଡ଼ିଆ ବାଇବେଲ

ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

Cross references

ଗଣନା ପୁସ୍ତକ 23:19

ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!

ପ୍ରଥମ ଶାମୁୟେଲ 15:29

ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।

ଗୀତସଂହିତା 33:9

କାରଣ ପରମେଶ୍ବରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ସ ୟଦି ସେ କାହାରିକୁ ଚାଲୁରଖିବା ପାଇଁ ଚାହାନ୍ତି ତବେେ ଚାଲୁରଖି ପାରିବେ।

ଯିଶାଇୟ 3:11

ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

ଯିଶାଇୟ 55:11

ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।

ଯିରିମିୟ 4:18

ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିଯାସବୁ ତୁମ୍ଭପ୍ରତି ଦୁଃଖ ଘଟାଇଅଛି। ସହେି ମନ୍ଦ କ୍ରିଯା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ଯନ୍ତ ତିକ୍ତ ଓ ମର୍ମଭଦକେ।

ଯିରିମିୟ 13:14

ପୁଣି ଆମ୍ଭେ ସମାନଙ୍କେର ଜଣକୁ ଅନ୍ୟ କିଛି ଉପ ରେ କଚାଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପ ରେ ଏକ ସଙ୍ଗେ କଚାଡ଼ିବା।' ଏହା ସଦାପ୍ରଭୁ କହନ୍ତି, 'ଆମ୍ଭେ ସମାନଙ୍କେ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦଖାଇେ ସମାନଙ୍କେୁ ବିନଷ୍ଟ କରିବା।'

ଯିରିମିୟ 23:20

ଯେପର୍ୟ୍ଯନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କର କୋରଧ ଫରେିବ ନାହିଁ। ତୁମ୍ଭମାନେେ ଶଷେକାଳ ରେ ସୂର୍ଣ୍ଣରୂପେ ହୃଦଯଙ୍ଗମ କରିବ।

ଯିହିଜିକଲ 5:11

ତହୁଁ ସଦାପ୍ରଭୁ ମାରେପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ବାରା ଓ ଆପଣାର ସବୁ ଘୃଣା ଯୋଗ୍ଯ କର୍ମଦ୍ବାରା ଆମ୍ଭର ପବିତ୍ରସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦବୋ। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ।

ଯିହିଜିକଲ 7:3

ବର୍ତ୍ତମାନ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ମାରେ କୋର୍ଧ ପ୍ରକାଶ କରିବା। ତୁମ୍ଭର କର୍ମ ଅନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣା ଯୋଗ୍ଯ ସକଳ କର୍ମ ପାଇଁ ଆମ୍ଭେ ତୁମ୍ଭଙ୍କୁ ଦଣ୍ଡ ଦବୋ।

ଯିହିଜିକଲ 7:4

ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ, ଆମ୍ଭେ ତୁମ୍ଭକୁ ଅନୁକମ୍ପା କରିବା ନାହିଁ। କିନ୍ତୁ ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କାର୍ୟ୍ଯ ପାଇଁ ଓ ତୁମ୍ଭର ସମସ୍ତ ଘୃଣ୍ଯ ପ୍ରଥା ପାଇଁ ଦଣ୍ଡିତ କରିବା। ଯାହା ଫଳ ରେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ହିଁ ସଦାପ୍ରଭୁ।

ଯିହିଜିକଲ 7:8

ବର୍ତ୍ତମାନ ଆମ୍ଭେ ଆପଣା କୋର୍ଧକୁ ତୁମ୍ଭ ଉପ ରେ ପ୍ରଯୋଗ କରିବା। ଯେପର୍ୟ୍ଯନ୍ତ ଏହା ପ୍ରାଧାନ୍ଯ ସେ ନ କରିଛୁ ଏବଂ ତୁମ୍ଭର କର୍ମାନୁସା ରେ ବିଚାର ନ କରିବୁ। ଆମ୍ଭେ ତୁମ୍ଭର ମନ୍ଦ କର୍ମ ଯୋଗୁ ତୁମ୍ଭକୁ ଦଣ୍ଡିତ କରିବା।

ଯିହିଜିକଲ 7:9

ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ କି ତୁମ୍ଭକୁ ଅନୁକମ୍ପା କରିବା ନାହିଁ। ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କର୍ମ ୟୋଗୁ ଓ ତୁମ୍ଭ ମଧିଅରେ ଥିବା ଘୃଣା ପ୍ରଥା ଯୋଗୁଁ ଦଣ୍ଡିତ କରିବା। ଏବଂ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ୟିଏ ତୁମ୍ଭକୁ ଆଘାତ କରିଛନ୍ତି।

ଯିହିଜିକଲ 8:18

ଏଣୁ ଆମ୍ଭେ ସମାନଙ୍କେ ବିଷଯ ରେ ଆମ୍ଭର କୋରଧଭାବ ଦଖାଇବୋ। ଆମ୍ଭେ ସମାନଙ୍କେୁ ଅନୁକମ୍ପା କରିବା ନାହିଁ କି ଦୟା ଦଖାଇବୋ ନାହିଁ। ଏବଂ ଏପରିକି ଯଦି ସମାନେେ ଆମ୍ଭ କର୍ଣ୍ଣ ପାଖ ରେ ଉଚ୍ଚ ସ୍ବର ରେ ଡ଼ାକନ୍ତି, ତଥାପି ଆମ୍ଭେ ସମାନଙ୍କେ କଥା ଶୁଣିବା ନାହିଁ।

ଯିହିଜିକଲ 9:10

ଏଣୁ ମୁଁ କରୁଣା ଦଖାଇବେି ନାହିଁ। ମୁଁ ସମାନଙ୍କେୁ ଅନୁକମ୍ପା କରିବି ନାହିଁ। ମୁଁ ସମାନଙ୍କେର କର୍ମର ପ୍ରତିଫଳ ସମାନଙ୍କେ ମସ୍ତକକୁ ଆଣିବି।

ଯିହିଜିକଲ 16:43

ଏସବୁ କରିବାର କାରଣ ତୁମ୍ଭେ ତୁମ୍ଭର ୟୌବନାବସ୍ଥାର ଦିନ ମନେ ରଖି ନାହଁ। ତୁମ୍ଭେ ତୁମ୍ଭର କୁକାର୍ୟ୍ଯ ଦ୍ବାରା ମାେତେ କୋରଧିତ କଲ। ମୁଁ ତୁମ୍ଭକୁ ତୁମ୍ଭର ବ୍ଯବହାର ପାଇଁ ଦଣ୍ଡିତ କରିବି। ତୁମ୍ଭର ଅନ୍ୟ ଘୃଣ୍ଯ କାର୍ୟ୍ଯ ସହିତ ବେଶ୍ଯାବୃତ୍ତିକୁ ୟୋଡ଼ିବା ରେ କଣ ଅଧିକ ପ୍ରାଧାନ୍ଯ ହାଇେ ନ ଥିଲା ? ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଲେ।

ଯିହିଜିକଲ 17:24

ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।

ଯିହିଜିକଲ 18:30

ତେଣୁ ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକର ଆଚାର ବ୍ଯବହାରାନୁସା ରେ ବିଚାର କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି। ଆଉ ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ ଓ ନଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହା ହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହବେ ନାହିଁ।

ଯିହିଜିକଲ 22:31

ଏଣୁ ଆମ୍ଭେ ସମାନଙ୍କେ ଉପ ରେ ଆପଣା କୋରଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନି ରେ ସମାନଙ୍କେୁ ସଂହାର କରିଅଛୁ। ସମାନଙ୍କେର ନିଜ କର୍ମର ଫଳ ସମାନେେ ନିଜେ ଭୋଗିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି

ଯିହିଜିକଲ 23:24

ସମାନେେ ଅସ୍ତ୍ରଶସ୍ତ୍ର, ରଥ ଓ ଅଶ୍ବ ସହିତ ସମସ୍ତ ଗୋଷ୍ଠୀଗଣକୁ ଧରି ତୁମ୍ଭ ବିରୁଦ୍ଧ ରେ ଆସିବେ। ସମାନେେ ଚର୍ମ, ଢ଼ାଲ ଓ ଟୋପର ଧରି ଚତୁର୍ଦ୍ଦିଗ ରେ ତୁମ୍ଭ ବିରୁଦ୍ଧ ରେ ବେଢ଼ିଯିବେ। ମୁଁ ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସମାନଙ୍କେୁ ପ୍ରଯୋଗ କରିବି ଓ ସମାନେେ ସମାନଙ୍କେର ବିଧି ଅନୁସାରେ ତୁମ୍ଭର ଶାସ୍ତି ବିଧାନ କରିବେ।

ଯିହିଜିକଲ 23:29

ଆଉ ସମାନେେ ତୁମ୍ଭକୁ ଘୃଣ୍ଯ ଭାବରେ ବ୍ଯବହାର କରିବେ ଓ ତୁମ୍ଭର ସମସ୍ତ ପରିଶ୍ରମର ଫଳ ହରଣ କରିବେ। ପୁଣି ତୁମ୍ଭକୁ ଉଲଗ୍ନା ଓ ବିବସନା କରି ଛାଡ଼ି ଦବେେ। ତଦ୍ଦ୍ବାରା ତୁମ୍ଭର ବ୍ଯଭିଚାର ଜନିତ ଉଲଗ୍ନତା, ତୁମ୍ଭର ଲମ୍ଫଟତା ଓ ତୁମ୍ଭର ବେଶ୍ଯାବୃତ୍ତି ପ୍ରକାଶ ପାଇବ।

ଯିହିଜିକଲ 30:9

ସଦେିନ ଆମ୍ଭେ କୂଶୀଯମାନଙ୍କୁ ଭୀତ କରାଇବା ପାଇଁ ଜାହାଜ ଦ୍ବାରା ଦୂତମାନଙ୍କୁ ପଠଇବୋ। ଯେତବେେଳେ ମିଶର ରେ ଦୁର୍ଦ୍ଦିନ ପହଞ୍ଚେ, ଆତଙ୍କ କୂଶୀଯକୁ ଅତିକ୍ରମ କରିବ। ଏଥିପାଇଁ ଏହା ପ୍ରକୃତ ରେ ଘଟିବ।

ଯିହିଜିକଲ 36:19

ମୁଁ ନାନା ଜାତିଗଣଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କଲି ଏବଂ ସମାନେେ ମଧ୍ଯ ନାନା ଦେଶ ରେ ବିକ୍ଷିପ୍ତ ହେଲେ। ସମାନଙ୍କେର ଆଚରଣ ଓ କ୍ରିଯାନୁସା ରେ ମୁଁ ସମାନଙ୍କେୁ ଦଣ୍ଡିତ କଲି।

ମାଥିଉଲିଖିତ ସୁସମାଚାର 16:27

ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।

ମାଥିଉଲିଖିତ ସୁସମାଚାର 24:35

ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

Interlinear

Choose Theme