Home Bibles ଯିହିଜିକଲ 24:19 · ଓଡ଼ିଆ ବାଇବେଲ
ଯିହିଜିକଲ 24:19 · ଓଡ଼ିଆ ବାଇବେଲ

ତହୁଁ ଲୋକମାନେ ମାେତେ କହିଲେ, ଏସବୁ ତୁମ୍ଭେ କାହିଁକି କରୁଅଛ ? ଏହାର ଅର୍ଥ ଆମ୍ଭମାନଙ୍କୁ ବୁଝାଇବ କି ?

Cross references

ଯିହିଜିକଲ 12:9

ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ କରୁଅଛ ବୋଲି ସହେି ଇଶ୍ରାୟେଲର ବିଦ୍ରୋହୀବଂଶ ତୁମ୍ଭକୁ ପଚାରିଲେ କି ?

ଯିହିଜିକଲ 17:12

ତୁମ୍ଭେ ସହେି ବିଦ୍ରୋହୀ ଜାତିକୁ କୁହ, ଇଶ୍ରାୟେଲ ତୁମ୍ଭେ କ'ଣ ଏସବୁର ତାତ୍ପର୍ୟ୍ଯ ଜାଣ ନାହିଁ ? ସମାନଙ୍କେୁ କୁହ, ଦେଖ, ବାବିଲର ରାଜା ୟିରୁଶାଲମକୁ ଆସି ତହିଁର ରାଜାଙ୍କୁ ଓ ତହିଁର ମୁଖ୍ଯଗଣଙ୍କୁ ଆପଣାର ନ୍ଯାଯାଳଯ ବାବିଲକୁ ନଇଗେଲା।

ଯିହିଜିକଲ 20:49

ଏଥି ରେ ମୁଁ (ଯିହିଜିକଲ) କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ ସମାନେେ ମାେ ବିଷଯ ରେ କହୁଛନ୍ତି, ସେ କବଳେ ନୀତିବାକ୍ଯ କହୁଛି।

ଯିହିଜିକଲ 21:7

ଯେତବେେଳେ ସମାନେେ ପଚାରିବେ, 'ତୁମ୍ଭେ କାହିଁକି ଦୀର୍ଘନିଃଶ୍ବାସ ଛାଡ଼ୁଛ ?' ସେତବେେଳେ ତୁମ୍ଭେ କହିବ, 'ସମ୍ବାଦ ସକାେଶ, ତାହା ଆସୁଅଛି। ସେଥି ରେ ସମସ୍ତଙ୍କ ଆତ୍ମା ଭୟ ରେ ତରଳି ୟିବ ଓ ସମସ୍ତଙ୍କ ହସ୍ତ ଭୟ ରେ ଦୁର୍ବଳ ହବେ। ପ୍ରେତ୍ୟକକ ମନୁଷ୍ଯର ଆତ୍ମା ହତ ଉତ୍ସାହିତ ହବେ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହବେ।' ଏବଂ ଦେଖ, ସହେି ସମୟ ଆସୁଅଛି ଓ ତାହା ସିଦ୍ଧ ହବେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ଯିହିଜିକଲ 37:18

ଯେତବେେଳେ ତୁମ୍ଭର ଲୋକମାନେ ତୁମ୍ଭକୁ ପଚାରିବେ, ଏହାର ଅର୍ଥ କ'ଣ ? ଆମ୍ଭମାନଙ୍କୁ ବୁଝାଇ ଦିଅ।

ମଲାଖୀ 3:7

ମାତ୍ର ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କଲନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ଯ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କେ ନିକଟକୁ ଫରେିୟିବା, ସଦାପ୍ରଭୁ ଏହିକଥା କହିଥିଲେ।

ମଲାଖୀ 3:13

ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।

Interlinear

Choose Theme