ହେ ମନୁଷ୍ଯ ପୁତ୍ର, ଯେଉଁଦିନ ମୁଁ ସମାନଙ୍କେର ବଳ, ଗୌରବ ଆନନ୍ଦ ଓ ନଯନର ଖୁସି,
Cross references
ତକ୍ସ୍ଟମ୍ଭ ପକ୍ସ୍ଟତ୍ର କନ୍ଯାଗଣ ଅନ୍ୟମାନଙ୍କୁ ଦିଆୟିବ। ସବୁ ବେଳେ ତୁମ୍ଭେ ତାଙ୍କୁ ଗ୍ଭହକ୍ସ୍ଟଁ ଗ୍ଭହକ୍ସ୍ଟଁ ଦିନ ୟିବ। କିନ୍ତୁ ତୁମ୍ଭମାନେେ କିଛି କରିପାରିବ ନାହିଁ। କିନ୍ତୁ ପରମେଶ୍ବର ତୁମ୍ଭର କୌଣସି ସାହାୟ୍ଯ କରିବେ ନାହିଁ।
ପରମେଶ୍ବରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ବରଙ୍କ ପବିତ୍ର ପର୍ବତ ଅଟେ। ଏହା ସହେି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
ପରମ ସୌନ୍ଦର୍ୟ୍ଯମଯୀ ପରମେଶ୍ବର, ବାକ୍ଯସବୁ ସିୟୋନ୍ ପର୍ବତରେ ଥିବା ମନ୍ଦିରରେ କୁହାୟାଏ। ସହେି ମନ୍ଦିର ପର୍ବତକୁ ଶାେଭା ମଣ୍ଡିତ କରିଥାଏ।
ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।
ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।
ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହିଲେ, ଖୁବ୍ ଶୀଘ୍ର ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ। ସମାନଙ୍କେର ୟୁବାଗଣ ଖଡ୍ଗ ରେ ନିହିତ ହବେେ ଓ ସମାନଙ୍କେର ପୁତ୍ରକନ୍ଯାଗଣ ଦୁର୍ଭିକ୍ଷ ରେ ମରିବେ।
ଆଉ ବାବିଲର ରାଜା ସିଦିକିଯର ପୁତ୍ରମାନଙ୍କୁ ତାହାର ସମ୍ମୁଖ ରେ ବଧ କଲା। ଆଉ ମଧ୍ଯ ଯିହୁଦାର ସମସ୍ତ ଅଧିପତିଙ୍କୁ ରିବ୍ଲା ରେ ବଧ କଲା।
ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।
ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ଯା ସମୟରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଥିଲା। ପ୍ରାତଃକାଳ ରେ ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମାରେ ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହାଇେ ରହିଲି ନାହିଁ।