ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ' ସହେି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହବୋକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।
Cross references
ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।
ଆଉ ତା'ର ଶୈଳ ଅନ୍ତର୍ହିତ ହବେ। ତା'ର ଅଧିପତିମାନେ ଧ୍ବଜା ଛାଡ଼ି ପଳାଯନ କରିବେ।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ୟିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧ ରେ ନିଜର ବାକ୍ଯ ବର୍ଷଣ କର ଓ ଇଶ୍ରାୟେଲ ଦେଶ ବିପକ୍ଷ ରେ ଭବିଷ୍ଯଦବାଣୀ ପ୍ରଚାର କର।
ଏବଂ ଇଶ୍ରାୟେଲ ଦେଶକୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି ! ଦେଖ, ମୁଁ ତୁମ୍ଭ ବିରୁଦ୍ଧ ରେ ଅଟେ। ମୁଁ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭମାନଙ୍କ ମଧ୍ଯରୁ ଧାର୍ମିକ ଓ ପାପୀକୁ ଉଚ୍ଛିନ୍ନ କରିବି।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହି ରକ୍ତପାତ ନଗରୀର ବିଚାର କରିବ ? ତବେେ ତାହାର ଘୃଣା ଯୋଗ୍ଯ ସମସ୍ତ କ୍ରିଯା ଏହାକୁ ଜ୍ଞାତ କରାଅ।
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ସମସ୍ତେ ଖାଦ ସ୍ବରୂପ ହାଇେଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ୟିରୁଶାଲମର ମଧିଅରେ ଏକତ୍ର କରିବା।
ଏଣୁ ଆମ୍ଭେ ସମାନଙ୍କେ ଉପ ରେ ଆପଣା କୋରଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନି ରେ ସମାନଙ୍କେୁ ସଂହାର କରିଅଛୁ। ସମାନଙ୍କେର ନିଜ କର୍ମର ଫଳ ସମାନେେ ନିଜେ ଭୋଗିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି
ପଲ ମଧ୍ଯରୁ ଏକ ମଷେ ବାଛ। ହଣ୍ଡାତଳ ଜାଳଣେି ଦିଅ। ମାଂସକୁ ଉତ୍ତମରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧିଅରେ ପାକ ହେଉ।'
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ୟିରୁଶାଲମ, ଏକ ରକ୍ତାକ୍ତ ନଗରୀ। ସହେି ହଣ୍ଡା, ଯାହା ମଧିଅରେ କଳଙ୍କ ରହିଛି ଓ ଯାହାର କଳଙ୍କ ତା' ମଧ୍ଯରୁ ଦୂର ହାଇେ ନାହିଁ। ପାତ୍ର ମଧ୍ଯରୁ ପ୍ରେତ୍ୟକକ ମାଂସ ଖଣ୍ଡ ବାହାର କର। କ'ଣ ଖାଇବାକୁ ହବେ ଓ କ'ଣ ଖାଇବାକୁ ନ ହବେ ସେଥିପାଇଁ ଗୁଳାବାଣ୍ଟ କର ନାହିଁ, ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରିଦିଅ।
ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।
ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତା ରେ ସହର ପ୍ରତିଷ୍ଠା କରିଛ।
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।
ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।
ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।
ନଗର ବାହା ରେ ଦ୍ରାକ୍ଷା ଫଳ ସବୁ ସହେି ଦ୍ରାକ୍ଷାପଷୋ କୁଣ୍ଡ ରେ ଚିପୁଡ଼ା ହେଲା। ସହେି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ୟ୍ଯନ୍ତ ଉପରକୁ ଉଠି 300 କି ଲୋମିଟର ପର୍ୟ୍ଯନ୍ତ ରକ୍ତ ଷୋର୍ତ ହାଇେ ବହିବା ରେ ଲାଗିଲା।
ଲୋକମାନେ ଯେ ହତେୁ ତୁମ୍ଭର ପବିତ୍ର ଲୋକ ଓ ଭବିଷ୍ଯଦ୍ ବକ୍ତାମାନଙ୍କର ରକ୍ତପାତ କରିଥିଲେ, ଏବେ ତୁମ୍ଭେ ସମାନଙ୍କେୁ ରକ୍ତପାତ କରିବାକୁ ଦଇେଛ। ସମାନେେ ଏହା ହିଁ ପାଇବାକୁ ଯୋଗ୍ଯ।
ମହାନଗରୀ ତିନି ଭାଗ ରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହାଇଗେଲା। ପରମେଶ୍ବର ମହାନଗରୀ ବାବିଲୋନକୁ ଦଣ୍ଡ ଦବୋପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କୋରଧରୂପ ମଦିରାପାତ୍ରରୁ ପାନ କରାଇଲେ।
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।