Home Bibles ଯିହିଜିକଲ 25:12 · ଓଡ଼ିଆ ବାଇବେଲ
ଯିହିଜିକଲ 25:12 · ଓଡ଼ିଆ ବାଇବେଲ

ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, କାରଣ ଇଦୋମ ଯିହୁଦା ଉପ ରେ ପ୍ରତିଶୋଧ ନଇେଛି ଏବଂ ତାହା କରି ଦୋଷୀ ହାଇେଛି।

Cross references

ଆଦି ପୁସ୍ତକ 27:41

ଏହିପ୍ରକା ରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହତେୁରୁ ଏଷୌ ତାହା ପ୍ରତି ଇର୍ଷାଭାବ ବହି ଏବଂ ସେ ସ୍ଥିର କଲା, ମୁଁ ଅପେକ୍ଷା କରିବି ମାରେ ପିତାଙ୍କର ଶାେକର ସମୟ ବିତିବା ୟାଏ। ଏହାପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଦ୍ଧ କରିବି।

ଦିତୀୟ ବଂଶାବଳୀ 28:17

ଇଦୋମୀଯମାନେ ଲୋକମାନଙ୍କୁ ଧରିଲେ ଓ ସମାନଙ୍କେୁ ବନ୍ଦୀ କରି ନଇଗେଲେ। ତେଣୁ ରାଜା ଆହସ୍, ଅଶୂରୀଯ ରାଜାଙ୍କୁ ସାହାୟ୍ଯ ମାଗିଲେ।

ଗୀତସଂହିତା 137:7

ମୁଁ ପ୍ରତିଜ୍ଞା କରୁଅଛି ୟେ, ୟିରୁଶାଲମ ସର୍ବଦା ମାରେ ଆନନ୍ଦ ଧାମ ହାଇେ ରହିବ। ହେ ସଦାପ୍ରଭୁ, ଇଦୋମୀଯମାନଙ୍କୁ ସ୍ମରଣ କର ଏବଂ ୟିରୁଶାଲମ ଅବରୋଧ ହବୋ ସମୟ ସମାନେେ ୟାହା କଲେ ସେଥିପାଇଁ ସମାନଙ୍କେୁ ଦଣ୍ଡିତ କର। ସ୍ମରଣ କର ସମାନେେ କିପରି ଚିତ୍କାର କଲେ, ଏହି କୋଠାଘରକୁ ଧ୍ବଂସ କର !ସମାନଙ୍କେୁ ଟାଣିଆଣି ଧୂଳିରେ ମିଶାଇ ଦିଅ।

ଯିଶାଇୟ 21:11

ଦୁମା ବିଷଯ ରେ ଶାେକବାର୍ତ୍ତା। ଜଣେ ସଯେୀରଠାରୁ ମାେତେ ଡ଼ାକି କହିଲେ, ହେ ପ୍ରହରି, ଆଉ ରାତ୍ରି କେତେ ରହିଲା ?'

ଯିଶାଇୟ 34:5

ସଦାପ୍ରଭୁ କୁହନ୍ତି, ଏହା ଘଟିବ ଯେତବେେଳେ ଆମ୍ଭର ଖଡ୍ଗ ପରିତୃପ୍ତ ରୂପେ ପାନ କରିଛି।'

ଯିରିମିୟ 49:7

ସୈନ୍ଯାଧିପତି ସଦାପ୍ରଭୁ ଇଦୋମ ବିଷଯ ରେ ଏହି କଥା କହନ୍ତି, ତୈମନ ରେ ଆଉ କ'ଣ ଜ୍ଞାନ ନାହିଁ ?

ଯିହିଜିକଲ 25:8

ସଦାପ୍ରଭୁ, ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମାୟୋବ ଓ ସଯେୀର କହୁଅଛନ୍ତି, ' ଦେଖ ଯିହୁଦା ପରିବାର ଅନ୍ୟ ସକଳ ଜାତିମାନଙ୍କ ତୁଳ୍ଯ।'

ଯିହିଜିକଲ 32:29

ସେ ସ୍ଥାନ ରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିମାନେ ଅଛନ୍ତି। ସମାନେେ ୟୁଦ୍ଧ ରେ ଅସୁନ୍ନତମାନଙ୍କ ସହିତ ପଡ଼ି ଅଛନ୍ତି, ଯଦିଓ ସମାନେେ ଜୀବନ ରେ ସମାନଙ୍କେର ଶକ୍ତିପାଇଁ ପରିଚିତ ଥିଲେ।

ଯିହିଜିକଲ 35:1

ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା :

ଯିହିଜିକଲ 36:5

ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଇର୍ଷା ରେ ଜଳିୟାଇ ମୁଁ ଅନ୍ୟ ଜାତିମାନଙ୍କ ବିରୁଦ୍ଧ ରେ ଓ ଇଦୋମ ବିରୁଦ୍ଧ ରେ କହିଛି, କାରଣ ସମାନଙ୍କେ ହୃଦଯ ରେ ମନ୍ଦ ଖୁସି ନଇେ ମାରେ ଦେଶକୁ ଅଧିକାର କଲେ। ସମାନେେ ଏହାକୁ ଲୁଣ୍ଠନ କରିବା ପାଇଁ ଅଧିକାର କଲେ।

ଆମୋଷ 1:11

ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ ରେ ଲିପ୍ତ ଥିଲେ। ସମାନେେ ମଧ୍ଯ ସମାନଙ୍କେର ଭାଇମାନଙ୍କୁ ଖଡ୍ଗଧରି ଗୋଡାଇଲେ। ଏବଂ ଟିକିଏ ହେଲେ ଦୟା ଦଖାଇେ ନଥିଲେ। ଇଦୋମ ନିଜର କୋରଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କୋର୍ଧ ବନ୍ଦ କଲେ ନାହିଁ। ଇଶ୍ରାୟେଲୀୟମାଙ୍କୁ ସମାନେେ ବନ୍ଯପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।

ଓବଦିୟ 1:1

ଏହା ଓବଦିଯଙ୍କର ଦର୍ଶନ ଅଟେ। ମାରେ ପ୍ରଭୁ ସଦାପ୍ରଭୁ ଇଦୋମଙ୍କ ବିଷଯ ରେ ଯାହା କହନ୍ତି।

ଓବଦିୟ 1:10

ତୁମ୍ଭେ ଲଜ୍ଜିତ ହବେ ଓ ଚିରଦିନ ପାଇଁ ଧ୍ବଂସ ହବେ। କାରଣ, ତୁମ୍ଭେ ତୁମ୍ଭର ଭାଇ ଯାକୁବ ପ୍ରତି ଅତି ନିଷ୍ଠୁର ଥିଲ।

Interlinear

Choose Theme