Home Bibles ଯିହିଜିକଲ 25:9 · ଓଡ଼ିଆ ବାଇବେଲ
ଯିହିଜିକଲ 25:9 · ଓଡ଼ିଆ ବାଇବେଲ

ମୁଁ ମାୟୋବର ସ୍କନ୍ଧକୁ ଅଲଗା କରିବି, ମୁଁ ତାହାର ସୀମାନ୍ତବର୍ତ୍ତୀର ମାୟୋବ ମହିମା ସ୍ବରୂପ ଯଥା : ବୈତ୍-ୟିଶୀମାେତ୍, ବାଲ-ମିଯୋନ ନଗରଗୁଡ଼ିକୁ ନଇୟିବେି।

Cross references

ଗଣନା ପୁସ୍ତକ 32:3

ସମାନେେ କହିଲେ, ତୁମ୍ଭର ଏହି ସବେକମାନଙ୍କର ବହୁ ମଷେ ଓ ଗୋରୁଗାଈ ଅଛନ୍ତି। ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇଶ୍ରାୟେଲର ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମଷଗେୁଡିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ।

ଗଣନା ପୁସ୍ତକ 32:37

ରୁବନେ ଗୋଷ୍ଠୀଗଣ ହିଷ୍ ବୋନ୍, ଇଲିଯାଲୀ ଓ କିରିଯାଥଯିମ୍କୁ।

ଗଣନା ପୁସ୍ତକ 33:49

ସମାନେେ ୟର୍ଦ୍ଦନ ପାଶର୍‌ବବର୍ତ୍ତୀ ବୈତୟିଶୀମାେତ ଠାରୁ ଆବଲେ ଶିଟୀମ ପର୍ୟ୍ଯନ୍ତ ମାୟୋବ ପଦା ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।

ଯିହୋଶୂୟ 12:3

ସମାନେେ ମଧ୍ଯ ୟର୍ଦ୍ଦନର ପୂର୍ବ ଉପତ୍ୟକାଠାରକ୍ସ୍ଟ ଗାଲିଲି ହ୍ରଦର ପୂର୍ବ ତୀର ପର୍ୟ୍ଯନ୍ତ ଓ ବୈତ୍ୟିଶିମାେତର ପଥରେ ପଦାଭୂମିସ୍ଥିତ ଲବଣ ସମକ୍ସ୍ଟଦ୍ରର ପୂର୍ବତୀର ପର୍ୟ୍ଯନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶ ରେ ରାଜତ୍ବ କଲେ।

ଯିହୋଶୂୟ 13:17

ହିଷ୍ବୋନ୍ ଓ ସମତଳ ଭୂମିସ୍ଥିତ ଦୀବୋନ ଓ ବାମତ୍ବାଲ ଓ ବୈତ୍ବାଲ ମିଯୋନ।

ଯିହୋଶୂୟ 13:19

କରିଯାଥଯିମ୍, ସିବ୍ମା ଓ ତଳ ଭୂମିର ପର୍ବତସ୍ଥ ସରେତ୍ ସହର।

ଯିହୋଶୂୟ 13:20

ବୈଥ୍ପିଯୋର, ଅସଦୋତ୍, ପିସ୍ଗା, ବୈଥ୍ୟିଶିମାେତ୍ ତହିଁର ଏହି ସମସ୍ତ ନଗର।

ପ୍ରଥମ ବଂଶାବଳୀ 5:8

ବଲୋ ଆସସ୍ରଙ୍କ ପୁତ୍ର ଥିଲେ। ଆସସ୍ର ଶମାଙ୍କେ ପୁତ୍ର ଥିଲେ, ଶମାେ ଯାୟେଲଙ୍କ ପୁତ୍ର ଥିଲେ। ସମାନେେ ନବୋ ଓ ବାଲମିଯୋନ ପର୍ୟ୍ଯନ୍ତ ବିସ୍ତୃତ ଅରୋଯରେ ବାସ କରୁଥିଲେ।

ଯିରିମିୟ 48:1

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ମାୟୋବ ବିଷଯ ରେ ଏହା କହନ୍ତି, ନବୋ ଧ୍ବଂସ ହବେ, କିରିଯାଥଯିମ ଲଜ୍ଜିତ ହବେ। ତାହା କବଳିତ ହବେ ଏବଂ ପର୍ବତଗଡ଼ ଲଜ୍ଜିତ ଓ ଭଗ୍ନ ହବେ।

ଯିରିମିୟ 48:23

କିରିଯାଥିମ, ବୈଥଗାମୁର, ଓ ବୈଥମିଯୋନ୍

Interlinear

Choose Theme