Home Bibles ଯିହିଜିକଲ 26:21 · ଓଡ଼ିଆ ବାଇବେଲ
ଯିହିଜିକଲ 26:21 · ଓଡ଼ିଆ ବାଇବେଲ

ତୁମ୍ଭ ଅବସ୍ଥା ଦେଖି ଅନ୍ୟମାନେ ଭୟଭୀତ ହବେେ। ତୁମ୍ଭର ବିନାଶ ଘଟିବ। ତୁମ୍ଭକୁ ଅନ୍ବଷେଣ କଲେ ମଧ୍ଯ ସମାନେେ ତୁମ୍ଭକୁ ପାଇବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

Cross references

ଗୀତସଂହିତା 37:36

କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନକେ ସ୍ଥାନରେ ଖାଜେିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।

ଯିରିମିୟ 51:64

ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।

ଯିହିଜିକଲ 26:14

ଏବଂ ମୁଁ ତୁମ୍ଭକୁ ଏକ ଶୁଷ୍କ ତୈଳ ରେ ପରିଣତ କରିବି। ତୁମ୍ଭେ ସମୁଦ୍ର ତୀରସ୍ଥ ଏକ ଜାଲ ପ୍ରସାରିତ ହବୋର ସ୍ଥାନ ହବେ। ତୁମ୍ଭର ଆଉ ପୁନଃନିର୍ମାଣ ହବେ ନାହିଁ କାରଣ ମୁଁ ସଦାପ୍ରଭୁ ଏହା କହିଅଛି। ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।

ଯିହିଜିକଲ 27:36

ଅନ୍ୟ ଗୋଷ୍ଠୀଯ ବଣିକମାନେ ତୁମ୍ଭ ଉଦ୍ଦେଶ୍ଯ ରେ ଶୀଷ୍ ଶବ୍ଦ କରନ୍ତି। ତୁମ୍ଭର ଭାଗ୍ଯ ଲୋକମାନଙ୍କୁ ଭୟଭୀତ କରେ ଏବଂ ତୁମ୍ଭମାନେେ ଆଉ ରହିବ ନାହିଁ।'

ଯିହିଜିକଲ 28:19

ସହେିସବୁ ଦେଖ ଯେଉଁମାନେ ତୁମ୍ଭକୁ ଜାଣିଥିଲେ, ସମାନେେ ତୁମ୍ଭଠାରୁ ଆତଙ୍କିତ ହବେେ। ତୁମ୍ଭର ପରିସମାପ୍ତି ଲୋକମାନଙ୍କୁ କମ୍ପିତ କରାଇବ ଏବଂ ତୁମ୍ଭେ କବେେ ପୂର୍ବବସ୍ଥାକୁ ଫରେିବ ନାହିଁ।'

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:21

ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :

Interlinear

Choose Theme