ସମାନେେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ। ମୁଁ ମଧ୍ଯ ତାହାର ଧୂଳିସବୁ ଉଡ଼ଇେ ଦବେି ଓ ତାକୁ ଶୁଷ୍କ ତୈଳ କରିବି।
Cross references
ପୁଣି ସେ ଗୃହର କାନ୍ଥ ଉପରେ ଥିବା ଚୂନକୁ ଚଞ୍ଛାଇବ ଓ ସହେି ଚଞ୍ଛାଧୂଳି ନଇେ ନଗର ବାହା ରେ ଅଶୁଚି ସ୍ଥାନ ରେ ପକାଇବ।
ସଦାପ୍ରଭୁ ସମୁଦ୍ର ଉପ ରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷ ରେ ୟୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ବଂସ କରିବାକୁ ଆଜ୍ଞା ଦଇେଛନ୍ତି।
ତୁମ୍ଭମାନେେ ପ୍ରାଚୀର ଉପରକୁ ୟାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସଗେୁଡ଼ିକୁ ସମ୍ପୂୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।
କାରଣ ସହେି ରକ୍ତ ପାତ୍ର ମଧିଅରେ ଅଛି। ୟିରୁଶାଲମ ଏହାକୁ ପଥର ଚଟାଣ ଉପ ରେ ଢ଼ାଳିଲା, ସେ ଧୂଳି ଭୂମିରେ ନୁହେଁ, ଯେଉଁଠା ରେ ଧୂଳି ଆଚ୍ଛାଦିତ ହବେ।
ଏବଂ ସେ ତୁମ୍ଭ ପ୍ରାଚୀରଗୁଡ଼ିକୁ ଭାଙ୍ଗିବା ପାଇଁ ବଡ଼ କାଠଗଣ୍ଡି ବ୍ଯବହାର କରିବ। ଓ ତାଙ୍କର ଶକ୍ତିଶାଳୀ ଅସ୍ତ୍ରଗୁଡ଼ିକ ଦ୍ବାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
ପୁଣି ସମାନେେ ତୁମ୍ଭର ସମ୍ପଦ ସବୁ ଲୁଟି ନବେେ ଓ ତୁମ୍ଭର ବାଣିଜ୍ଯ ଦ୍ରବ୍ଯ ହରଣ କରିବେ। ଆଉ ମଧ୍ଯ ସମାନେେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେଓ ତୁମ୍ଭର ରମଣୀଯ ଗୃହଗୁଡ଼ିକୁ ଧ୍ବଂସ କରିବେ। ପୁଣି ସମାନେେ ତୁମ୍ଭର ପ୍ରସ୍ତର କାଷ୍ଠ ଓ ଧୂଳିସବୁ ନଇେ ସମୁଦ୍ର ଜଳ ରେ ନିକ୍ଷପେ କରିବେ।
ତେଣୁ ଆମ୍ଭେ ସୋରର ଅଟ୍ଟାଳିକା ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ସୋରର ଉଚ୍ଚ ଅଟ୍ଟାଳିକାଗୁଡିକୁ ଧ୍ବଂସ କରିଦବେ।
ସୋର ନିଜ ପାଇଁ ଗମ୍ବୁଜ ନିର୍ମାଣ କଲା। ସେ ରୂପାକୁ ଧୀଳିପରି ଓ ସୁନାକୁ କାଦୁଅପରି ରାସ୍ତା ରେ ଗଦା କଲା।