ମାରେପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଉତ୍ତର ଦିଗରୁ ନବୁଖଦନିତ୍ସରଙ୍କୁ ସୋର ବିରୁଦ୍ଧ ରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ବରଥ, ଅଶ୍ବାରୋହୀ, ସମାଜ ଓ ବିପୁଳ ସୈନ୍ଯବାହିନୀ ସହ ଆସିବେ।
Cross references
ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ବର୍ଗସ୍ଥ ପରମେଶ୍ବରଙ୍କର ବ୍ଯବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।
ଅଶୂର ନିଜକୁ ନିଜେ କହିହୁଏ, ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।
ଦେଖ, ସେ ମେଘଖଣ୍ଡ ସଦୃଶ ଆସୁଅଛି। ତାହାର କଥାଗୁଡ଼ିକ ଘୂର୍ଣ୍ଣିବାଯୁ ସଦୃଶ ଓ ତାହାର ଅସ୍ତ୍ରଗୁଡ଼ିକ ଇଗଲ ପକ୍ଷୀଠାରୁ ଅଧିକ ଦ୍ରୁତଗାମୀ ହବେେ। ଏହା ଆମ୍ଭମାନଙ୍କ ପାଇଁ ବହୁ ଅମଙ୍ଗଳ ହବେ ଓ ଆମ୍ଭମାନେେ ବିନଷ୍ଟ ହବୋ।
ସମାନେେ ଧନୁ ଓ ବର୍ଚ୍ଛା ଧରନ୍ତି, ସମାନେେ ନିଷ୍ଠୁର ଓ ନିର୍ଦ୍ଦଯ। ସମାନେେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସମାନେେ ଅଶ୍ବାରୋହଣ କରନ୍ତି। ଆଗୋ ସିୟୋନର କନ୍ଯା, ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ସମାନଙ୍କେର ପ୍ରେତ୍ୟକକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।
ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ବୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
ପୁଣି ଯିହୁଦାର ରାଜା ସିଦିକିଯଙ୍କୁ ଦକୋ କରିବାକୁ ୟିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତ ରେ ଅନ୍ୟ ୟୁଆଳିଗୁଡ଼ିକୁ ଇଦୋମ, ମାଯାେବ, ଅମ୍ମାନେ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ।
ଆଉ ସେ ତାଙ୍କୁ ମଧୁର ବାକ୍ଯ କହିଲେ ଓ ତାଙ୍କୁ ବାବିଲର ଅନ୍ୟ ରାଜାମାନଙ୍କଠାରୁ ଅଧିକ ସମ୍ମାନଜନକ ସ୍ଥାନ ଦେଲେ।
ତେଣୁ ଯେପରି ଦେଶ ଦୁର୍ବଳ ହବେ ଓ ଉଠିପାରିବ ନାହିଁ ଏବଂ ତାଙ୍କର ନିଯମକୁ ବଞ୍ଚାଇ ରଖି ପାରନ୍ତି।
ସମାନେେ ଅସ୍ତ୍ରଶସ୍ତ୍ର, ରଥ ଓ ଅଶ୍ବ ସହିତ ସମସ୍ତ ଗୋଷ୍ଠୀଗଣକୁ ଧରି ତୁମ୍ଭ ବିରୁଦ୍ଧ ରେ ଆସିବେ। ସମାନେେ ଚର୍ମ, ଢ଼ାଲ ଓ ଟୋପର ଧରି ଚତୁର୍ଦ୍ଦିଗ ରେ ତୁମ୍ଭ ବିରୁଦ୍ଧ ରେ ବେଢ଼ିଯିବେ। ମୁଁ ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସମାନଙ୍କେୁ ପ୍ରଯୋଗ କରିବି ଓ ସମାନେେ ସମାନଙ୍କେର ବିଧି ଅନୁସାରେ ତୁମ୍ଭର ଶାସ୍ତି ବିଧାନ କରିବେ।
ତେଣୁ ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସହେିପରି ତୁମ୍ଭ ବିରୁଦ୍ଧ ରେ ଅନକେ ଗୋଷ୍ଠୀକି ଉଠାଇବା।
ତାହାର ବିପୁଳ ପରିମାଣର ଅଶ୍ବ ହତେୁ ଧୂଳି ରେ ତୁମ୍ଭେ ଆଚ୍ଛାଦିତ ହବେ। ଯେତବେେଳେ ସମାନେେ ତୁମ୍ଭ ନଗର ଦ୍ବାର ରେ ପ୍ରବେଶ କରିବେ, ସେତବେେଳେ ଅଶ୍ବାରୋହୀଗଣର ଶଗଡ଼ ଓ ରଥ ସମୂହର ଶବ୍ଦ ରେ ତୁମ୍ଭର ପ୍ରାଚୀର ସବୁ କମ୍ପି ଉଠିବ। ସମାନେେ ପ୍ରବେଶ କରିବେ, କାରଣ ତୁମ୍ଭର ପ୍ରାଚୀରସବୁ ଭଗ୍ନ ହବେ।
ମୁଁ ତୁମ୍ଭମାନଙ୍କ ବିପକ୍ଷ ରେ ବିଦେଶୀମାନଙ୍କୁ ଆଣିବି, ବାହାର ଦେଶରୁ ନିର୍ଦ୍ଦଯ ଲୋକମାନଙ୍କୁ ଆଣିବି। ତେଣୁ ସମାନେେ ତୁମ୍ଭର ସୁନ୍ଦର ବସ୍ତୁ ବିପକ୍ଷ ରେ ଶତ୍ରୁ ଉତ୍ତୋଳନ କରିବେ ଯାହା ତୁମ୍ଭକୁ ତୁମ୍ଭର ଜ୍ଞାନ ଆଣିଦଇେଥିଲା, ଏବଂ ତୁମ୍ଭର ଶାେଭା ବିଧ୍ବସ୍ତ ହବେ।
ହେ ମନୁଷ୍ଯ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ଯସାମନ୍ତକୁ ସୋର ବିରୁଦ୍ଧ ରେ ଅତିଶଯ ପରିଶ୍ରମ କରାଇଅଛି। ପ୍ରେତ୍ୟକକ ମସ୍ତକ ଟାଙ୍ଗରା ହେଲା ଓ ପ୍ରେତ୍ୟକକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧ ରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ଯସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।