Home Bibles ଯିହିଜିକଲ 27:3 · ଓଡ଼ିଆ ବାଇବେଲ
ଯିହିଜିକଲ 27:3 · ଓଡ଼ିଆ ବାଇବେଲ

ସମୁଦ୍ର ଉପକୂଳବର୍ତ୍ତୀ ବହୁ ଲୋକଙ୍କ ସହିତ ବାଣିଜ୍ଯ କରୁଥିବା, 'ସମୁଦ୍ରର ଦ୍ବାର' ସୋରକୁ କୁହ : ' ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ।

Cross references

ଗୀତସଂହିତା 50:2

ପରମ ସୌନ୍ଦର୍ୟ୍ଯମଯୀ ପରମେଶ୍ବର, ବାକ୍ଯସବୁ ସିୟୋନ୍ ପର୍ବତରେ ଥିବା ମନ୍ଦିରରେ କୁହାୟାଏ। ସହେି ମନ୍ଦିର ପର୍ବତକୁ ଶାେଭା ମଣ୍ଡିତ କରିଥାଏ।

ହିତୋପଦେଶ 31:14

ସେ ବାଣିଜ୍ଯ ଜାହାଜ ପରି, ଦୂରରୁ ଆପଣା ଆହାର ଆଣେ।

ଯିଶାଇୟ 23:2

ହେ ଦ୍ବୀପ ନିବାସୀଗଣ ତୁମ୍ଭମାନେେ ନୀରବ ହୁଅ ଓ ଦୁଃଖିତ ହୁଅ। ସୋର ଥିଲା ସୀଦୋନର ବଣିକ। ସହେି ଦେଶର ବଣିକମାନେ ସମୁଦ୍ର ପାର ହାଇେ ତୁମ୍ଭର ଦେଶକୁ ଧନ ରେ ପରିପୂର୍ଣ୍ଣ କଲେ।

ଯିଶାଇୟ 23:8

ସୋର ନଗର ବହୁ ପ୍ରାଚୀନ ବ୍ଯକ୍ତି ଜନ୍ମ ଦଇେଛି। ସେଠିକାର ବଣିକଗଣ ରାଜ ତୁଲ୍ଯ। ତା'ର ଲୋକ ଯେ କି କିଣା ବିକା କରନ୍ତି, ସମାନେେ ସବୁ ସ୍ଥାନ ରେ ସମ୍ମାନ ଲାଭ କରନ୍ତି। ସମାନେେ ପୃଥିବୀର ସମ୍ଭ୍ରାନ୍ତ ମହାଜନ। ତେଣୁ ତାଙ୍କ ବିପକ୍ଷ ରେ କିଏ ମନ୍ତ୍ରଣା କରିଅଛି ?

ଯିଶାଇୟ 23:11

ସଦାପ୍ରଭୁ ସମୁଦ୍ର ଉପ ରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷ ରେ ୟୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ବଂସ କରିବାକୁ ଆଜ୍ଞା ଦଇେଛନ୍ତି।

ଯିହିଜିକଲ 26:17

ଏବଂ ସମାନେେ ତୁମ୍ଭ ପାଇଁ ଏକ ବିଳାପ ସଙ୍ଗୀତ ଗାନ କରି ତୁମ୍ଭକୁ ସମ୍ ବୋଧନ କରିବେ,

ଯିହିଜିକଲ 27:4

ଭୂମଧ୍ଯସାଗର ତୁମ୍ଭର ଚତୁର୍ଦ୍ଦିଗ ସୀମା ଅଟେ। ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ୟ୍ଯ ସିଦ୍ଧ କରିଛନ୍ତି।

ଯିହିଜିକଲ 27:10

ପାରସ୍ଯ, ଲୁଦ ଓ ପୁଟ ଦେଶୀଯ ଲୋକମାନେ ତୁମ୍ଭ ସୈନ୍ଯବାହିନୀର ଯୋଦ୍ଧା ଥିଲେ। ସମାନେେ ତୁମ୍ଭ ମଧିଅରେ ସମାନଙ୍କେର ଢ଼ାଲ ଓ ଟୋପର ଟଙ୍ଗାଇ ରଖିଲେ। ପୁଣି ସମାନେେ ତୁମ୍ଭ ନଗରୀର ସମ୍ମାନ ଓ ଗୌରବ ଆଣିଲେ।

ଯିହିଜିକଲ 28:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,

ଯିହିଜିକଲ 28:12

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ରାଜାଙ୍କ ପାଇଁ ସୋର ରେ ଏହି ବିଳାପ ସଙ୍ଗୀତ ଗାନ କର ଏବଂ ତାକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି ;

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:3

ପୃଥିବୀର ସବୁ ଲୋକମାନେ ତା'ର ବ୍ଯଭିଚାର ପାପର ଓ ପରମେଶ୍ବରଙ୍କର କୋରଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ଯଭିଚାର ପାପ କାର୍ୟ୍ଯ କରିଛନ୍ତି। ସଂସାରର ବ୍ଯବସାଯୀମାନେ ତାହାର ଧନ ରେ ଧନବାନ୍ ହାଇେଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:11

ଏହି ଜଗତର ବ୍ଯବସାଯୀମାନେ ତା'ପାଇଁ ବିଳାପ ଓ ଦୁଃଖ କରିବେ। ସମାନେେ ଦୁଃଖ ଅନୁଭବ କରିବେ, କାରଣ ସମାନଙ୍କେର ବାଣିଜ୍ଯଦ୍ରବ୍ଯ ଏହାପରେ କହେି କିଣିବେ ନାହିଁ।

Interlinear

Choose Theme