Home Bibles ଯିହିଜିକଲ 27:8 · ଓଡ଼ିଆ ବାଇବେଲ
ଯିହିଜିକଲ 27:8 · ଓଡ଼ିଆ ବାଇବେଲ

ସୀଦୋନ୍ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକଥିଲେ। ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧିଅରେ ଥିଲେ, ସମାନେେ ତୁମ୍ଭର କର୍ଣ୍ଣଧାର ହାଇେଥିଲେ।

Cross references

ଆଦି ପୁସ୍ତକ 10:15

ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।

ଆଦି ପୁସ୍ତକ 10:18

ଅର୍ବଦୀଯ, ସାମରୀଯ ଓ ହମାତୀଯ, ଏହିପରି କିଣାନିଯମାନଙ୍କର ବଂଶ ବ୍ଯାପିଲା।

ଆଦି ପୁସ୍ତକ 49:13

ସବୂଲୂନ୍ ସମୁଦ୍ର କୂଳ ରେ ବାସ କରିବ। ସେ ଜାହାଜର ଆଶ୍ରିତ ହବେ। ପୁଣି ସୀଦୋନ ପର୍ୟ୍ଯନ୍ତ ତାହାର ଅଧିକାର ସୀମା ହବେ।

ଯିହୋଶୂୟ 11:8

ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ସହାୟ ହେଲେ, ସମାନଙ୍କେୁ ପରାସ୍ତ କରିବା ପାଇଁ। ଇଶ୍ରାୟେଲୀୟମାନେ ସମାନଙ୍କେୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍ ମଯିମ୍ ପର୍ୟ୍ଯନ୍ତ ଆଉ ପୂର୍ବ ଦିଗ ରେ ମିସ୍ପିର ସମସ୍ଥଳି ପର୍ୟ୍ଯନ୍ତ ସମାନଙ୍କେୁ ଘଉଡାଇ ନେଲେ। ପକ୍ସ୍ଟଣି ସମାନଙ୍କେର କହେି ଅବଶିଷ୍ଟ ରହିଲେ ନାହିଁ। ସମାନେେ ସମସ୍ତଙ୍କକ୍ସ୍ଟ ସଂହାର କଲେ।

ପ୍ରଥମ ରାଜାବଳୀ 5:6

ତେଣୁ ଏବେ ମାେ ପାଇଁ ଲିବା ନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମାରେଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗ ରେ ଥିବେ; ପୁଣି ଆପଣଙ୍କ କହିବାନୁସା ରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦବେି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ୟ୍ଯ ରେ ସୀଦୋନୀଯମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧିଅରେ କହେି ନାହିଁ।

ପ୍ରଥମ ରାଜାବଳୀ 9:27

ପୁଣି ହୀରମ ସହେି ଜାହାଜ ରେ ଶଲୋମନଙ୍କ ଦାସମାନଙ୍କ ସହିତ ସାମୁଦ୍ରିକ କର୍ମ ରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲେ।

ଦିତୀୟ ବଂଶାବଳୀ 2:13

ମୁଁ ମାରେବାପାଙ୍କ କାରିଗରମାନଙ୍କ ମଧ୍ଯରୁ ଜଣଙ୍କୁ ତୁମ୍ଭ ନିକଟକୁ ପଠାଇବି।

ଯିଶାଇୟ 10:9

କଲ୍ନୋ ନଗର ତକମିଶର ତୁଲ୍ଯ ଅଟେ। ପୁଣି ଅର୍ପିଦ ନଗର ହମାତ୍ ତୁଲ୍ଯ ଅଟେ। ଶମରିଯା ନଗର ଦମ୍ମେଶକ ପରି ଅଟେ।

ଯିରିମିୟ 49:23

ଦମ୍ମେଶକ ପାଇଁ ଏହି ବାର୍ତ୍ତା,

ଯିହିଜିକଲ 27:11

ଅର୍ବଦ ଓ ସିଲିସିଆରରୁ ତୁମ୍ଭ ସନୋ ସଙ୍ଗ ରେ ଥିଲେ, କେଉଁମାନେ ଚାରିଆଡ଼େ ତୁମ୍ଭ ସହରର ପ୍ରାଚୀରଗୁଡ଼ିକୁ ପ୍ରହାରକକାରୀମାନଙ୍କ ପରି ଠିଆ ହେଲେ ଓ ଗମଦର ଯୋଦ୍ଧାମାନେ ତୁମ୍ଭର ସବୁ ଗଡ଼ ଉପ ରେ ଥିଲେ। ସମାନେେ ତୁମ୍ଭ ପ୍ରାଚୀରଗୁଡ଼ିକର ଉପ ରେ ନିଜ ନିଜ ଢ଼ାଲ ଟଙ୍ଗାଇଲେ ଏବଂ ସମାନେେ ତୁମ୍ଭ ସୌନ୍ଦର୍ୟ୍ଯ ସିଦ୍ଧ କଲେ।

ଯିହିଜିକଲ 27:28

ତୁମ୍ଭର ଜାହାଜର କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦ ରେ ସୁଦୂର ଉପନଗର ସମୂହ କମ୍ପିତ ହବେେ।

Interlinear

Choose Theme