Home Bibles ଯିହିଜିକଲ 29:12 · ଓଡ଼ିଆ ବାଇବେଲ
ଯିହିଜିକଲ 29:12 · ଓଡ଼ିଆ ବାଇବେଲ

ଚାଳିଶ ବର୍ଷ ପର୍ୟ୍ଯନ୍ତ ମୁଁ ମିଶରକୁ ଅନ୍ଯାନ୍ଯ ଜନଶୂନ୍ଯ ଦେଶମାନଙ୍କ ମଧିଅରେ ଏକ ଜନଶୂନ୍ଯ ରାଷ୍ଟ୍ର କରି ଦବେି ଏବଂ ଏହାର ନଗରଗୁଡ଼ିକରେ ଅନ୍ଯାନ୍ଯ ଭଗ୍ନ ନଗର ପରି ଭଗ୍ନାବଶଷେ ରହିୟିବ। ମୁଁ ମିଶରୀଯମାନଙ୍କୁ ନାନା ଦେଶୀଯମାନଙ୍କ ମଧିଅରେ ଛିନ୍ନଭିନ୍ନ କରିବି ଓ ନାନା ଦେଶ ରେ ସମାନଙ୍କେୁ ବିକ୍ଷିପ୍ତ କରିବି।

Cross references

ଯିରିମିୟ 25:15

ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।

ଯିରିମିୟ 27:6

ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମାରେ ଦାସ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଦଇେଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସବୋ କରିବାକୁ ଦଇେଅଛୁ।

ଯିରିମିୟ 46:19

ହେ ମିଶର କନ୍ଯା, ତୁମ୍ଭେ ନିର୍ମାସନ ୟିବା ପାଇଁ ନିଜକୁ ପ୍ରସ୍ତୁତ କର। କାରଣ ନୋଫ ଧ୍ବଂସପ୍ରାପ୍ତ ଓ ଦଗ୍ଧିଭୂତ ହବେ। ସଠାେ ରେ କହେି ଲୋକ ବାସ କରିବେ ନାହିଁ।

ଯିହିଜିକଲ 30:7

ପୁଣି ସମାନେେ ଅନ୍ୟ ଧ୍ବଂସପ୍ରାପ୍ତ ନଗରଗୁଡ଼ିକ ମଧିଅରେ ଧ୍ବଂସ ହବେେ। ଏବଂ ତାହାର ନଗର ସକଳ ଉଚ୍ଛିନ୍ନ ନଗର ସମୂହର ମଧିଅରେ ଥିବ।

ଯିହିଜିକଲ 30:23

ଏବଂ ମୁଁ ମିଶରୀଯମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଓ ନାନା ଦେଶ ରେ ସମାନଙ୍କେୁ ଛିନ୍ନଭିନ୍ନ କରିବି।

ଯିହିଜିକଲ 30:26

ଏବଂ ମୁଁ ମିଶରୀଯମାନଙ୍କୁ ନାନା ଜାତିଗଣ ମଧିଅରେ ଓ ନାନା ଦେଶ ରେ ସମାନଙ୍କେୁ ବିକ୍ଷିପ୍ତ କରିବି। ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।

Interlinear

Choose Theme