ହେ ମନୁଷ୍ଯ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ଯସାମନ୍ତକୁ ସୋର ବିରୁଦ୍ଧ ରେ ଅତିଶଯ ପରିଶ୍ରମ କରାଇଅଛି। ପ୍ରେତ୍ୟକକ ମସ୍ତକ ଟାଙ୍ଗରା ହେଲା ଓ ପ୍ରେତ୍ୟକକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧ ରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ଯସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।
Cross references
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।
ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମାରେ ଦାସ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଦଇେଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସବୋ କରିବାକୁ ଦଇେଅଛୁ।
ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହାଇେଛନ୍ତି। ପ୍ରେତ୍ୟକକଙ୍କର ହାତ କାଟି ରକ୍ତାକ୍ତ ହାଇେଅଛି ଓ ପ୍ରେତ୍ୟକକ କଟୀଦେଶ ରେ ଚଟବସ୍ତ୍ର ପରିଧାନ କରିଛନ୍ତି।
ମାରେପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଉତ୍ତର ଦିଗରୁ ନବୁଖଦନିତ୍ସରଙ୍କୁ ସୋର ବିରୁଦ୍ଧ ରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ବରଥ, ଅଶ୍ବାରୋହୀ, ସମାଜ ଓ ବିପୁଳ ସୈନ୍ଯବାହିନୀ ସହ ଆସିବେ।