Home Bibles ☰ Books ଯିହିଜିକଲ 29:2 · ଓଡ଼ିଆ ବାଇବେଲ
ଯିହିଜିକଲ 29:2 · ଓଡ଼ିଆ ବାଇବେଲ

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋଙ୍କ ଆଡ଼କୁ ମୁହଁ ବୁଲାଅ, ତାଙ୍କ ବିରୁଦ୍ଧ ରେ ଓ ସମୁଦାଯ ମିଶର ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କର।

Cross references

ଯିଶାଇୟ 18:1

ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।

ଯିଶାଇୟ 20:1

ଅଶୂରର ରାଜା ସର୍ଗୋନାଙ୍କ ପ୍ ରରେିତ ତର୍ତ୍ତନ ଅସଦୋଦ ନଗର ବିପକ୍ଷ ରେ ୟୁଦ୍ଧ କଲେ।

ଯିରିମିୟ 9:25

ସଦାପ୍ରଭୁ କହନ୍ତି ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସମାନଙ୍କେର ଅସୁନ୍ନତ ଅନୁସାରେ ଦଣ୍ଡ ଦବୋ, ଏପରି ସମୟ ଆସୁଅଛି।

ଯିରିମିୟ 25:17

ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସହେି ପାତ୍ର ନଇେ, ତାଙ୍କର କହିବାନୁସା ରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି।

ଯିରିମିୟ 25:18

ମୁଁ ଯିହୁଦା ଓ ୟିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସହେି ପାତ୍ରରୁ ପାନ କରାଇଲି। ସହେି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶାଚେନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ୟ୍ଯନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ଯବହାର କରନ୍ତି।

ଯିରିମିୟ 25:19

ମୁଁ ମଧ୍ଯ ମିଶରର ରାଜା ଫାରୋକୁ, ତାହାର ଦାସଗଣକୁ ତାହାର ଅଧିପତିମାନଙ୍କୁ ଓ ତାହାର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କର ସହେି କୋରଧରୂପୀ ପାତ୍ରରୁ ପାନ କରାଇଲି।

ଯିରିମିୟ 43:8

ଅନନ୍ତର ତଫନ୍ ହଷେ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

ଯିରିମିୟ 44:30

ସଦାପ୍ରଭୁ ଏହିକଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକିଯକୁ ତାହାର ପ୍ରାଣ ନାଶକାରୀ ଶତ୍ରୁ ବାବିଲର ରାଜା ନବୂଖଦନିତ୍ସର ହସ୍ତ ରେ ସମର୍ପଣ କଲୁ,' ସହେିପରି, 'ଆମ୍ଭେ ମିଶରର ରାଜା ଫାରୋ-ହଫ୍ରାକୁ ତାହାର ପ୍ରାଣନାଶକାରୀ ଶତ୍ରୁମାନଙ୍କ ହସ୍ତ ରେ ସମର୍ପଣ କରିବା।

ଯିରିମିୟ 46:2

ମିଶର ଦେଶ ସମ୍ବନ୍ଧ ରେ ଏହି ବାର୍ତ୍ତା। ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋଦାରକୀମର ଅଧିକାରର ଚତୁର୍ଥ ବର୍ଷ ରେ ବାବିଲର ରାଜା ନବୂଖଦନିତ୍ସର, ମିଶରର ରାଜା ଫାରୋନଖୋର ଯେଉଁ ସୈନ୍ଯସାମନ୍ତକୁ ପରାଜଯ କଲା, ଫରାତ୍ ନଦୀ ନିକଟସ୍ଥ ଜଳୀମୀଶ ରେ ଉପସ୍ଥିତ ସହେି ସୈନ୍ଯ ସାମନ୍ତ ବିଷଯ କଥା।

ଯିହିଜିକଲ 6:2

ସେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ପର୍ବତଗଣ ଆଡ଼େ ବୁଲିପଡ଼ ଓ ସମାନଙ୍କେ ପ୍ରତି ଭବିଷ୍ଯଦବାଣୀ ପ୍ରଚାର କର।

ଯିହିଜିକଲ 20:46

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦକ୍ଷିଣ ଦିଗ ଆଡ଼େ ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ଆଡ଼େ ଆପଣା ବାକ୍ଯ ବର୍ଷଣ କର। ଏବଂ ନଗେଭରେ ଅରଣ୍ଯ ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କର।

ଯିହିଜିକଲ 21:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ୟିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧ ରେ ନିଜର ବାକ୍ଯ ବର୍ଷଣ କର ଓ ଇଶ୍ରାୟେଲ ଦେଶ ବିପକ୍ଷ ରେ ଭବିଷ୍ଯଦବାଣୀ ପ୍ରଚାର କର।

ଯିହିଜିକଲ 25:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଅମ୍ ନୋନ ଲୋକମାନଙ୍କ ଆଡ଼େ ଚାହଁ ଏବଂ ସମାନଙ୍କେ ବିରୁଦ୍ଧ ରେ ଭବଷ୍ଯଦବାକ୍ଯ ପ୍ରଚାର କର।

ଯିହିଜିକଲ 28:21

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୀଦୋନ ଆଡ଼କୁ ମୁହଁ ବୁଲାଇ ତାହା ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କର।

Interlinear

Choose Theme