ଆମ୍ଭେ ଯେତବେେଳେ ତଫନ ହଷେ ରେ ମିଶରର ୟୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧିଅରେ ଶଷେ ହବେ, ତାହା ତଫନ ହଷେର ଅନ୍ଧକାର ଦିନ ଥିଲା। ଏହା ମେଘ ଦ୍ବାରା ଆଚ୍ଛାଦିତ ହବେ ଓ ଏହାର କନ୍ଯାମାନେ ମଧ୍ଯ ବନ୍ଦୀରୂପେ ନୀତ ହବେେ।
Cross references
ପଙ୍ଗପାଳମାନେ ଭୂମିକୁ ଆଚ୍ଛାଦନ କଲେ ଏବଂ ସମଗ୍ର ମିଶର ଅନ୍ଧକାରଚ୍ଛନ୍ନ ହାଇଗେଲା। ପଥର ବର୍ଷା ରେ ଯାହାସବୁ ନଷ୍ଟ ହାଇେ ନଥିଲା, ଅବଶିଷ୍ଟାଂଶ ଗଛର ପୁତ୍ରକୁ ପଙ୍ଗପାଳ ଦଳ ଖାଇଗଲେ। ଏପରିକି ମିଶର ରେ କୌଣସି ବୃକ୍ଷ ରେ ଆଉ ପତ୍ର ରହିଲା ନାହିଁ।
ମୁଁ ତୁମ୍ଭ ସଦାପ୍ରଭୁ ପରମେଶ୍ବର ଅଟେ। ମୁଁ ତୁମ୍ଭମାନଙ୍କୁ ଦାସ ହବୋରୁ ରକ୍ଷା କଲି। ମୁଁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ମୁଁ ତୁମ୍ଭମାନଙ୍କର ୟୁଆଳିର ୟୋତ ଭାଙ୍ଗି ଅଛି ଓ ତୁମ୍ଭମାନେ ମୁଣ୍ତ ଉପରକୁ ଉଠାଇ ସିଧା ଗ୍ଭଲିବ।
ସତଣୁ ସିଂହ' ଗର୍ଜ୍ଜନର ରବ, ସମୁଦ୍ର ଗର୍ଜ୍ଜନ ସଦୃଶସସମାଲନସଲାକମାନଙ୍କ ଉପସର ଗର୍ଜ୍ଜନ କରିଲବ। ବନ୍ଦୀମାଲନସଯଲତଲବଲଳ ଚାହିଁଲବସସଲତଲବଲଳସସମାଲନ କଲବଳ ଅନ୍ଧକାରସଦଖିଲବ। ସମସ୍ତ ଦୀପ୍ତି ଚାଲିୟାଇ କଲବଳ ଘନମଲଘ ମାଳାସର ଅନ୍ଧକାରସହାଇଥିଲବ।
ଏପରି କାହିଁକି ହବେ, କାରଣ ତୁମ୍ଭେ ସମାନଙ୍କେର ଶକ୍ତ ଭାର ବହନ କରିବ। ସମାନଙ୍କେର ସ୍କନ୍ଧସ୍ଥିତ ୟୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦବୋକୁ ବ୍ଯବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିଯନକୁ ପରାଜିତ କଲାଭଳି ଏହା ହବେ।
ସର୍ବଶକ୍ତିମାନ ସଦାପ୍ରଭୁ ଏତେ କ୍ରୋଧିତ ହୁଅନ୍ତି ଯେ ସମଗ୍ର ଦେଶ ଅଗ୍ନି ରେ ଦଗ୍ଧୀଭୂତ ହୁଏ ଓ ସମସ୍ତ ଲୋକ ଭସ୍ମିଭୂତ ହୁଅନ୍ତି। କୌଣସି ବ୍ଯକ୍ତି ତା'ର ଭାଇକୁ ସାହାୟ୍ଯ କରନ୍ତି ନାହିଁ।
ସେ ଦିନ ରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସହେି ଦୁଃଖ ବୋଝ ତୁମ୍ଭ ସ୍କନ୍ଧ ରେ ୟୁଆଳି ସଦୃଶ ହବେ। ମାତ୍ର ସହେି ୟୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆୟିବ। ସହେି ବୋଝ ରୂପକ ୟୁଆଳି ତୁମ୍ଭର ଶକ୍ତି ବଳ ରେ ଭଗ୍ନ ହବେ।
ସେତବେେଳେ ସ୍ବର୍ଗ ଅନ୍ଧକାରମଯ ହବେ ଓ ସୂର୍ୟ୍ଯ, ଚନ୍ଦ୍ର ଓ ତାରାଗଣ ଆଲୋକ ଦବେେ ନାହିଁ।
ତୁମ୍ଭର ବଡ଼ିମା ରସାତଳଗାମୀ ହାଇେଛି। ତୁମ୍ଭ ବୀଣାର ସ୍ବର ତୁମ୍ଭ ଗର୍ବିତ ଆତ୍ମାର ଆଗମନ ଘାଷେଣା କରୁଛି। ମାଛି ତୁମ୍ଭର ଶରୀରକୁ ଭକ୍ଷଣ କରିବ। ତୁମ୍ଭେ ସମାନଙ୍କେ ଉପ ରେ ବିଛଣା ସଦୃଶ ପଡ଼ିବ। କୃମି କମ୍ବଳ ସଦୃଶ ତୁମ୍ଭ ଶରୀରକୁ ଆଚ୍ଛାଦନ କରିବ।
ମୁଁ ନିଜ ରାଜ୍ଯ ରେ ଅଶୂରୀଯ ରାଜାକୁ ବିନାଶ କରିବି। ମାରେପର୍ବତ ଉପ ରେ ତାକୁ ପଦଦଳିତ କରିବି। କାରଣ ସହେି ରାଜା ମାରେ ସନ୍ତାନଗଣଙ୍କୁ ଦାସ କରିଥିଲା ଓ ସମାନଙ୍କେ ସ୍କନ୍ଧ ରେ ୟୁଆଳିର ଭାର ରଖୁଥିଲା। ସହେି ୟୁଆଳି ଯିହୁଦାର ସ୍କନ୍ଧରୁ ଦୂରିଭୂତ ହବେ।
ମିଶର ବିଷଯକ ଲୋକ ବାର୍ତ୍ତା : ଦେଖ ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।
ଅଧିକନ୍ତୁ ନୋଫର ଓ ତଫନ ହଷେର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟ ଭାଙ୍ଗି ପକାଇ ଅଛନ୍ତି।
ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଅବଧାନ କଲେ ନାହିଁ। ତେଣୁ ସମାନେେ ମିଶରକୁ ୟାଇ ତଫନ୍ ହଷେ ସହର ରେ ଉପସ୍ଥିତ ହେଲେ।
ଯେଉଁ ୟିହୁଦୀଯମାନେ ମିଶର ଦେଶସ୍ଥ ମିର୍ଦୋଲ ରେ, ତଫନ ହଷେ ରେ, ନୋଫ ରେ ଓ ପଥ୍ରୋପ ପ୍ରଦେଶ ରେ ବାସ କଲେ ସମାନଙ୍କେ ଉଦ୍ଦେଶ୍ଯ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
ତୁମ୍ଭମାନେେ ମିଶର ରେ ପ୍ରଚାର କର, ମିଖଦୋଲ ରେ ଘାଷେଣା କର, ଆଉ ନୋଫ ଓ ତଫନ ହଷେ ରେ କୁହ, 'ତୁମ୍ଭମାନେେ ୟୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ଲୋକମାନଙ୍କୁ ବିନାଶ କରିଚାଲିଛି।'
ମିଶର ଗୋଟିଏ ସୁନ୍ଦରୀ ତରୁଣୀ ଗାଭୀପରି, ମାତ୍ର ଡ଼ାଆଁଶ ସଦୃଶ ଉତ୍ତର ଦିଗରୁ କଲଦୀଯମାନେ ତାକୁ ବିନାଶ କରିବାକୁ ଆସିବେ।