Home Bibles ଯିହିଜିକଲ 30:3 · ଓଡ଼ିଆ ବାଇବେଲ
ଯିହିଜିକଲ 30:3 · ଓଡ଼ିଆ ବାଇବେଲ

କାରଣ ସଦେିନ ନିକଟବର୍ତ୍ତୀ, ହଁ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସଦେିନ ମଘାେଚ୍ଛନ୍ନ ଦିନ। ତାହା ରାଷ୍ଟ୍ରମାନଙ୍କ ପାଇଁ କାଳ ହବେ।

Cross references

ଯାତ୍ରା ପୁସ୍ତକ 14:20

ଏହି ପ୍ରକା ରେ ଘନମେଘ ଇଶ୍ରାୟେଲୀୟ ସୈନ୍ଯ ଓ ମିଶରୀଯ ସୈନ୍ଯମାନଙ୍କ ମଧିଅରେ ରହିଲା। ଇଶ୍ରାୟେଲୀୟ ଲୋକମାନଙ୍କ ସମ୍ମୁଖ ରେ ଆଲୋକବର୍ତ୍ତିକା ଓ ମିଶର ଲୋକମାନଙ୍କ ସମ୍ମୁଖ ରେ ଅନ୍ଧକାରଚ୍ଛନ୍ନ ହାଇେ ରହିଲା। ଯେଉଁଥି ପାଇଁ ସହେି ରାତ୍ର ରେ ମିଶରବାସୀ ଇଶ୍ରାୟେଲୀୟମାନଙ୍କ ପାଖକୁ ଆସି ପାରିଲେ ନାହିଁ।

ଯାତ୍ରା ପୁସ୍ତକ 14:24

ପ୍ରଭାତ ରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦଇେ ମିଶ୍ରୀଯ ସୈନ୍ଯମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀଯ ସୈନ୍ଯମାନଙ୍କୁ ଦ୍ବନ୍ଦ ରେ ପକାଇଲେ।

ଗୀତସଂହିତା 37:13

କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ। ସେ ଦେଖନ୍ତି ୟେ ସହେି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।

ଗୀତସଂହିତା 110:6

ପରମେଶ୍ବର ଦେଶଗୁଡ଼ିକର ବିଚାର କରିବେ। ଏହି ଭୂମିସବୁ ମୃତ ଦହରେେ ଆଚ୍ଛାଦିତ ହବେ। ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ବଂସ କରିବେ।

ଗୀତସଂହିତା 149:7

ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।

ଯିଶାଇୟ 13:6

ସଦାପ୍ରଭୁଙ୍କର ସ୍ବତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତବେେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ବର ସର୍ବଶକ୍ତିମାନ ଏହା ଘଟିବାକୁ ଦବେେ।

ଯିଶାଇୟ 13:9

ଦେଖ, ସଦାପ୍ରଭୁଙ୍କର ସେ ଭୟଙ୍କର ଦିବସ ଆସୁଅଛି। ପରମେଶ୍ବର ଅତ୍ଯନ୍ତ କ୍ରୁଦ୍ଧ ହବେେ ଓ ଦେଶକୁ ଧ୍ବଂସ କରିବେ। ପାପୀମାନଙ୍କୁ ଦେଶ ଛାଡ଼ିବାକୁ ବାଧ୍ଯ କରିବେ।

ଯିଶାଇୟ 19:1

ମିଶର ବିଷଯକ ଲୋକ ବାର୍ତ୍ତା : ଦେଖ ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।

ଯିଶାଇୟ 24:21

ସଦେିନ ସଦାପ୍ରଭୁ ଉର୍ଦ୍ଧ୍ବସ୍ଥ ସୈନ୍ଯଙ୍କୁ ସୀମାନ୍ତଙ୍କୁ ଉର୍ଦ୍ଧ୍ବ ରେ ଓ ପୃଥିବୀସ୍ଥ ରାଜାମାନଙ୍କୁ ପୃଥିବୀ ରେ ପ୍ରତିଫଳ ଦବେେ।

ଯିଶାଇୟ 34:2

କାରଣ ସଦାପ୍ରଭୁ ଦେଶୀଯ ସମସ୍ତଙ୍କ ବିପକ୍ଷ ରେ ଓ ସମସ୍ତ ସୈନ୍ଯସାମନ୍ତଙ୍କ ପ୍ରତିକୂଳ ରେ ତାଙ୍କର ପ୍ରଚଣ୍ଡ କୋରଧ ପ୍ରକାଶ କରିଛନ୍ତି। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବେ ଓ ସେ ମଧ୍ଯ ସେ ସମସ୍ତଙ୍କର ବିନାଶର କାରଣ ହବେେ।

ଯିରିମିୟ 25:15

ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।

ଯିରିମିୟ 25:31

ସମଗ୍ର ପୃଥିବୀ ରେ ଏକ ଧ୍ବନି ବ୍ଯାପିୟିବ। କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପ ରେ ସଦାପ୍ରଭୁଙ୍କର କୋରଧ ଅଛି। ସେ ସମାନଙ୍କେର ବିଚାର କରି ଶାସ୍ତି ଦବେେ। ପୁଣି ସେ ଦୁଷ୍ଟାଚାରୀମାନଙ୍କୁ ଖଡ୍ଗ ରେ ସମର୍ପଣ କରିବେ।' ଏହା ସଦାପ୍ରଭୁ କହନ୍ତି।

ଯିହିଜିକଲ 7:7

ହେ ଦେଶର ନିବାସୀଗଣ, ତୁମ୍ଭମାନଙ୍କର ଅନ୍ତିମ ଦଣ୍ଡ ଆସିୟାଇଛି। ସହେି ସମୟ ଆସୁଅଛି, ତୁମ୍ଭର ଶଷେ ବିଚାର ଦିନ ଅତି ନିକଟ। ସହେି ଦିନଟି ସନ୍ଦହରେ ଓ ବହୁତ ଦୁଃଖପ୍ରଦ ଅଟେ। ତାହା ପର୍ବତଗଣ ଉପ ରେ ଆନନ୍ଦ ଧ୍ବନିର ଦିନ ନୁହେଁ।

ଯିହିଜିକଲ 7:10

ଦେଖ, ସହେିଦିନ ଆସୁଅଛି। ତୁମ୍ଭର ଶଷେ ବିଚାରାଜ୍ଞା ନିର୍ଗତ ହେଲା, ୟଷ୍ଟି ଅଙ୍କୁରିତ ଓ ପୁଷ୍ପିତ ହେଉଅଛି। ଅହଙ୍କାର ଅଙ୍କୁରିତ ହାଇେଅଛି।

ଯିହିଜିକଲ 7:12

ସମୟ ଆସିଅଛି, ସହେିଦିନ ନିକଟବର୍ତ୍ତୀ ହେଉଅଛି। କ୍ ରତାେ ଆନନ୍ଦ ନ କରୁ ଓ ବିକ୍ ରତାେ ଶାେକ ନ କରୁ। କାରଣ ଭୟଙ୍କର ଦଣ୍ଡ ଜନଗହଳି ମଧିଅରେ ଥିବା ପ୍ରେତ୍ୟକକଙ୍କ ଉପ ରେ ଆସିୟାଇଛି।

ଯିହିଜିକଲ 7:19

ସମାନେେ ନିଜ ନିଜର ରୂପାକୁ ଦାଣ୍ଡ ରେ ପକାଇ ଦବେେ ଓ ସମାନଙ୍କେର ସୁନା ଅଶୁଚି ବସ୍ତୁ ତୁଲ୍ଯ ହବେ। ସେ ସବୁ କିନ୍ତୁ ସମାନଙ୍କେୁ ସଦାପ୍ରଭୁ ଯେତବେେଳେ ତାଙ୍କର କୋରଧ ରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସମାନେେ ସମାନଙ୍କେର କ୍ଷୁଧାକୁ ସନ୍ତୁଷ୍ଟ କରିପାରିବେ ନାହିଁ। କିଅବା ସମାନଙ୍କେର ଉଦର ପୂର୍ଣ୍ଣ କରିପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସମାନଙ୍କେର କାରଣ ଥିଲା।

ଯିହିଜିକଲ 29:12

ଚାଳିଶ ବର୍ଷ ପର୍ୟ୍ଯନ୍ତ ମୁଁ ମିଶରକୁ ଅନ୍ଯାନ୍ଯ ଜନଶୂନ୍ଯ ଦେଶମାନଙ୍କ ମଧିଅରେ ଏକ ଜନଶୂନ୍ଯ ରାଷ୍ଟ୍ର କରି ଦବେି ଏବଂ ଏହାର ନଗରଗୁଡ଼ିକରେ ଅନ୍ଯାନ୍ଯ ଭଗ୍ନ ନଗର ପରି ଭଗ୍ନାବଶଷେ ରହିୟିବ। ମୁଁ ମିଶରୀଯମାନଙ୍କୁ ନାନା ଦେଶୀଯମାନଙ୍କ ମଧିଅରେ ଛିନ୍ନଭିନ୍ନ କରିବି ଓ ନାନା ଦେଶ ରେ ସମାନଙ୍କେୁ ବିକ୍ଷିପ୍ତ କରିବି।

ଯିହିଜିକଲ 30:18

ଆମ୍ଭେ ଯେତବେେଳେ ତଫନ ହଷେ ରେ ମିଶରର ୟୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧିଅରେ ଶଷେ ହବେ, ତାହା ତଫନ ହଷେର ଅନ୍ଧକାର ଦିନ ଥିଲା। ଏହା ମେଘ ଦ୍ବାରା ଆଚ୍ଛାଦିତ ହବେ ଓ ଏହାର କନ୍ଯାମାନେ ମଧ୍ଯ ବନ୍ଦୀରୂପେ ନୀତ ହବେେ।

ଯିହିଜିକଲ 32:7

ଯେତବେେଳେ ମୁଁ ତୁମ୍ଭକୁ ନିର୍ବାପିତ କରେ ମୁଁ ଆକାଶକୁ ଆଚ୍ଛନ୍ନ କରିବି ଓ ତଦ୍ଦ୍ବାରା ନକ୍ଷତ୍ରଗୁଡ଼ିକୁ ଅନ୍ଧକାରମଯ କରିବି। ଆଉ ସୂର୍ୟ୍ଯକୁ ମଘାେଚ୍ଛନ୍ନ କରିବି ଓ ଚନ୍ଦ୍ରକିରଣ ଦବେି ନାହିଁ।

ଯିହିଜିକଲ 34:12

ଯେପରି ଜଣେ ମଷେପାଳକ ନିଜର ଛିନ୍ନଭିନ୍ନ ମଷେମାନଙ୍କର ଅନୁସନ୍ଧାନ କରେ, ସହେିପରି ମୁଁ ମାରେ ମଷେମାନଙ୍କର ତତ୍ତ୍ବାବଧାନ କରିବି। ଆଉ ମଘାେଚ୍ଛନ୍ନ ଓ ଅନ୍ଧକାର ଦିନ ରେ ସମାନେେ ଯେଉଁ ଯେଉଁ ସ୍ଥାନ ରେ ଛିନ୍ନଭିନ୍ନ ହାଇେଅଛନ୍ତି, ସେସବୁ ସ୍ଥାନରୁ ସମାନଙ୍କେୁ ଉଦ୍ଧାର କରିବି।

ଯୋୟେଲ 1:15

ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସହେି ସମୟରେ ସର୍ବଶକ୍ତିମାନ ପରମେଶ୍ବରଙ୍କ ନିକଟରୁ ଦଣ୍ତ ପ୍ରଳଯ ତୁଲ୍ଯ ଆସିବ।

ଯୋୟେଲ 2:1

ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।

ଯୋୟେଲ 3:11

ହେ ସବୁ ରାଜ୍ଯ! ଚଞ୍ଚଳ ହୁଅ। ଗୋଟିଏ ସ୍ଥାନ ରେ ଏକତ୍ରୀତ ହୁଅ। ହେ! ପରମେଶ୍ବର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନଇେ ଆସନ୍ତୁ।

ଆମୋଷ 5:16

ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଲୋକମାନେ ସର୍ବଶକ୍ତିମାନ ସ୍ଥାନ ରେ କ୍ରନ୍ଦନ କରିବେ। ପ୍ରେତ୍ୟକକ ରାସ୍ତା ରେ ସମାନେେ କହିବେ ହାୟ! ହାୟ! ସମାନେେ କୃଷକମାନଙ୍କୁ ଶୋକରେ ୟୋଗଦବୋ ପାଇଁ ନିମନ୍ତ୍ରଣ କରିବେ ଓ ପଷୋଦାର ଶାେକକାରୀମାନଙ୍କୁ ଶାେକ କରିବାକୁ ଭଡା ରେ ଆଣିବେ।

ଓବଦିୟ 1:15

ସବୁଦେଶ ପ୍ରତି ସଦାପ୍ରଭୁଙ୍କ ଦିନ ଆସି ଯାଉଛି। ତୁମ୍ଭମାନେେ ଯେଉଁସବୁ ମନ୍ଦକାର୍ୟ୍ଯ କରିଥିଲ, ତାହା ତୁମ୍ଭମାନଙ୍କ ପକ୍ଷ ରେ ଘଟିବ। ସହେି ଏକା ପ୍ରକାର ମନ୍ଦ ଜିନିଷ ତୁମ୍ଭମାନଙ୍କ ମୁଣ୍ତ ଉପରକୁ ଫରେି ଆସିବ।

ସିଫନିୟ 1:7

ତୁମ୍ଭେ ସଦାପ୍ରଭୁ ମାରେ ପ୍ରଭୁଙ୍କ ସମ୍ମୁଖ ରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦବୋପାଇଁ ସଦାପ୍ରଭୁଙ୍କ ବିଶଷଦେିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି।

ସିଫନିୟ 1:14

ସଦାପ୍ରଭୁଙ୍କର ସହେି ବିଶଷେ ଦିବସ ଖୁବ୍ ଶୀଘ୍ର ଆସୁଛି। ସହେିଦିନ ଅତି ସନ୍ନିକଟ। ବିଗ୍ଭରର ସହେି ବିଶଷେ ଦିବସ ରେ ଲୋକମାନେ ଏକ ଅତି ଦୁଃଖପୂର୍ଣ୍ଣ ଶଦ୍ଦ ଶୁଣିବେ। ଏପରିକି ଶକ୍ତିଶାଳୀ ସୈନ୍ଯମାନେ ଚିତ୍କାର କରି ଉଠିବେ।

ସିଫନିୟ 3:6

ପରମେଶ୍ବର କହନ୍ତି, ଆମ୍ଭେ ସମଗ୍ର ଜାତିକୁ ଧ୍ବଂସ କରିଅଛୁ। ଆମ୍ଭେ ସମାନଙ୍କେର ପ୍ରତିରକ୍ଷା ପ୍ରାଚୀରକୁ ଧ୍ବଂସ କଲୁ। ସମାନଙ୍କେର ରାସ୍ତାକୁ ଏପରି ଧ୍ବଂସ କଲୁ ଯେ ଆଉ କହେି ସଠାେକୁ ଏଣିକି ୟାଇପାରିବେ ନାହିଁ। ଆମ୍ଭେ ସମାନଙ୍କେର ନଗରଗୁଡିକ ଶୂନ୍ଯ କରି ଦଲେୁ, ତେଣୁ ସଠାେ ରେ ଆଉ କହେି ବାସ କରିପାରିବେ ନାହିଁ।

ଯିଖରିୟ 14:3

ସେତବେେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।

ମାଥିଉଲିଖିତ ସୁସମାଚାର 24:33

ଠିକ୍ ସହେିଭଲି ମୁଁ କହିଥିବା କଥାଗୁଡ଼ିକ ଯେତବେେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:5

ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଆସୁଛନ୍ତି।

ଯାକୁବଙ୍କ ପତ୍ 5:9

ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:17

ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:13

ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ 'ପରମେଶ୍ବରଙ୍କ ବାକ୍ଯ'।

Interlinear

Choose Theme