ଅନନ୍ତର ଦ୍ବାଦଶ ବର୍ଷର ଦ୍ବାଦଶ ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Cross references
ସହେି ସମୟରେ ମିଶରର ମଧ୍ଯ ସ୍ଥାନ ରେ ସଦାପ୍ରଭୁଙ୍କ ପାଇଁ ଏକ ୟଜ୍ଞବଦେୀ ହବେ ଏବଂ ତାହାର ସୀମା ନିକଟରେ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ସ୍ତମ୍ଭ ରହିବ।
ଅନନ୍ତର ତଫନ୍ ହଷେ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
ବିଭିନ୍ନ ଗୋଷ୍ଠୀଗଣ ବିଷଯ ରେ ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
କବାର ନଦୀ କୂଳ ରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖାଲିଗେଲା ଏବଂ ତିରିଶତମ
ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନ ରେ ଆମ୍ଭେ ଆପଣା ଗୃହ ରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖ ରେ ବସିଥିଲେ। ଏହି ସମୟରେ ମାରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠିତ ହେଲା।
ଦଶମ ବର୍ଷର ଦଶମ ମାସର ଦ୍ବାଦଶ ଦିନ ରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଅନନ୍ତର ସପ୍ତବିଂଶ ବର୍ଷର ପ୍ରଥମ ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଅନନ୍ତର ଏକାଦଶ ବର୍ଷର ପ୍ରଥମ ମାସର ସପ୍ତମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ସେ କହିଲେ,
ଅନନ୍ତର ଏକାଦଶ ବର୍ଷର ତୃତୀୟ ମାସ ଜୁନର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଦ୍ବାଦଶ ବର୍ଷର, ମାସର ପଞ୍ଚଦଶ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ଅନନ୍ତର ଆମ୍ଭମାନଙ୍କ ନିର୍ବାସ ରେ ଦ୍ବାଦସ ବର୍ଷର ଦଶମ ମାସର ପଞ୍ଚମ ଦିନ ରେ ୟିରୁଶାଲମରୁ ଜଣେ ପଳାତକ ମାେ ନିକଟକୁ ଆସି କହିଲା, ନଗର ପରାଜିତ ହାଇେଅଛି।