ନିହତ ଲୋକମାନଙ୍କ ମଧିଅରେ ତା' ପାଇଁ ଗୋଟିଏ ଶୟ୍ଯା ପ୍ରସ୍ତୁତ କରିଅଛନ୍ତି। ସମସ୍ତ ଲୋକ ତା'ର କବରର ଚତୁର୍ଦ୍ଦିଗ ରେ ଅଛନ୍ତି। ସହେି ଅସୁନ୍ନତମାନେ, ଯେଉଁମାନେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। କାରଣ ସମାନଙ୍କେ ଆତଙ୍କ ଜୀବିତମାନଙ୍କ ମଧିଅରେ ବ୍ଯାପିଗଲା। ସମାନେେ ସମାନଙ୍କେର ଲଜ୍ଜାକୁ ଅନ୍ୟମାନଙ୍କ ସହିତ ବାଣ୍ଟିଲେ, ଯେଉଁମାନେ କବରକୁ ଗଲେ, ସେ ଶବମାନଙ୍କ ମଧିଅରେ ରହିଲେ।
Cross references
ଗାଥ ସହରକକ୍ସ୍ଟ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ତ ରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସହେି ପଲେଷ୍ଟୀୟ ନଗରଗକ୍ସ୍ଟଡିକ ଆନନ୍ଦ କରିବେ। ସହେି ନଗରର ଅସଭ୍ଯ ପ୍ରତିମା ପୂଜକଗଣ ଆନନ୍ଦିତ ହବେ।
ଏହାପରେ ଶାଉଲ ନିଜର ଅସ୍ତ୍ରବାହକକୁ କହିଲେ, ତୁମ୍ଭର ଖଡ୍ଗ ବାହାର କର ଓ ମାେତେ ସେଥି ରେ ବଧ କର। ତବେେ ସହେି ଅସୁନ୍ନତ ବିଦେଶୀମାନେ ଆସି ମାରେ ଉପହାସ କରିପାରିବେ ନାହିଁ।
ହେ ସଦାପ୍ରଭୁ ୟଦି ମୁଁ ସ୍ବର୍ଗକୁ ୟାଏ ତବେେ ତୁମ୍ଭେ ସଠାେରେ ଥାଅ। ୟଦି ମୁଁ ପାତାଳକୁ ୟାଏ, ତବେେ ସଠାେରେ ମଧ୍ଯ ତୁମ୍ଭେ ଅଛ।
ହେ ମିଶର, ତୁମ୍ଭର ଅନୁଗ୍ରହ ଅନ୍ୟମାନଙ୍କଠାରୁ ଅଧିକ ନୁହଁ ? ତୁମ୍ଭେ ଅଧୋଗାମୀ ହୁଅ ଓ ବିଦେଶୀ ଲୋକମାନଙ୍କ ସହିତ ମୃତବତ୍ ପଡ଼ିରୁହ।
ବୀରଗଣ ମଧିଅରେ ବଳବାନମାନେ ଖଡ୍ଗ ରେ ନିହତ ହାଇେଛନ୍ତି, ସହେି ଅସୁନ୍ନତ ଲୋକମାନେ ପାତାଳଗାମୀ ହାଇେ ସ୍ଥିର ହାଇେ ଶଯନ କରିଛନ୍ତି। ଆଉ ସମାନେେ ସହେି ପାତାଳ ମଧ୍ଯରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ।
କାରଣ ତୁମ୍ଭମାନେେ ଶାରୀରିକ ଓ ହୃଦଯ ରେ ଅସୁନ୍ନତ ବିଦେଶୀମାନଙ୍କୁ ମାରେ ମନ୍ଦିର ଅଗଣାକୁ ଆଣିଲେ ଓ ମାରେ ମନ୍ଦିରକୁ ଅପବିତ୍ର କଲ। ତୁମ୍ଭମାନେେ ମାରେ ଖାଦ୍ୟ ତିଆରି କଲ, ମଦେ ଏବଂ ରକ୍ତକୁ ଅପବିତ୍ର କଲ। ଯେ ହତେୁ ତୁମ୍ଭମାନେେ ସଗେୁଡ଼ିକ ଉତ୍ସର୍ଗ କରୁଥିଲ। ତୁମ୍ଭମାନେେ, ତୁମ୍ଭମାନଙ୍କ ସହିତ ହାଇେଥିବା ମାରେନିଯମ ଭଙ୍ଗ କଲ।
ସଦାପ୍ରଭୁ, ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଇଶ୍ରାୟେଲ ସନ୍ତାନମାନଙ୍କ ମଧିଅରେ ଯେଉଁ ବିଦେଶୀଯମାନେ ଅଛନ୍ତି ସମାନଙ୍କେ ମଧ୍ଯରୁ ଶାରୀରିକ ବା ହୃଦଯ ରେ ଅସୁନ୍ନତ କୌଣସି ବିଦେଶୀଯ ଲୋକ ମାେ ପବିତ୍ର ମନ୍ଦିର ରେ ପ୍ରବେଶ କରିବ ନାହିଁ।
ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ହେ ମାରେ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କବଳେ ଶରୀରକୁ ମାରି ପକାଇବେ। କିନ୍ତୁ ସତେିକି କରି ସାରିବା ପରେ ସମାନେେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ।
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ତେଣୁ ମୁଁ ତାକୁ ୟନ୍ତ୍ରଣାପୂର୍ଣ୍ଣ ଶୟ୍ଯା ରେ ପକାଇ ଦବେି। ତା'ସହିତ ଯେଉଁମାନେ ବ୍ଯଭିଚାର ପାପକର୍ମ କରିବେ, ସମାନେେ ମଧ୍ଯ କଷ୍ଟ ଭୋଗିବେ। ସମାନେେ ଯଦି ତା'ର ମନ୍ଦକାର୍ୟ୍ଯରୁ ନିଜକୁ ଫରୋଇ ନ ଆଣିବେ, ତବେେ ମୁଁ ସମାନଙ୍କେୁ ଦଣ୍ଡ ଦବେି।