Home Bibles ଯିହିଜିକଲ 32:8 · ଓଡ଼ିଆ ବାଇବେଲ
ଯିହିଜିକଲ 32:8 · ଓଡ଼ିଆ ବାଇବେଲ

ଆକାଶର ସମସ୍ତ ଉଜ୍ଜ୍ବଳ ଜ୍ଯୋତିକୁ ମୁଁ କ୍ଷୀଣ କରିବି ଓ ତୁମ୍ଭ ଉପ ରେ ଓ ତୁମ୍ଭ ଦେଶ ଉପ ରେ ଅନ୍ଧକାର ଆଣିବି। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଛନ୍ତି।

Cross references

ଆଦି ପୁସ୍ତକ 1:14

ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।

ଯାତ୍ରା ପୁସ୍ତକ 10:22

ତେଣୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମାଶାେ ତାଙ୍କର ହସ୍ତ ଆକାଶ ଆଡକୁ ଉଠାଇଲେ। ତା'ପରେ ଅନ୍ଧକାର ସାରା ମିଶର ଦେଶକୁ ଆଚ୍ଛାଦନ କଲା। ଏହି ଅନ୍ଧକାର ମିଶର ରେ କ୍ରମାଗତ ତିନିଦିନ ରହିଲା।

ହିତୋପଦେଶ 20:20

ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।

ଯିଶାଇୟ 13:10

ସେତବେେଳେ ସ୍ବର୍ଗ ଅନ୍ଧକାରମଯ ହବେ ଓ ସୂର୍ୟ୍ଯ, ଚନ୍ଦ୍ର ଓ ତାରାଗଣ ଆଲୋକ ଦବେେ ନାହିଁ।

Interlinear

Choose Theme