Home Bibles ☰ Books ଯିହିଜିକଲ 33:19 · ଓଡ଼ିଆ ବାଇବେଲ
ଯିହିଜିକଲ 33:19 · ଓଡ଼ିଆ ବାଇବେଲ

ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫରେି ନ୍ଯାଯ ଓ ଧର୍ମାଚରଣ କରେ ସେ ବଞ୍ଚିବ।

Cross references

ଯିହିଜିକଲ 18:27

ଦୁଷ୍ଟଲୋକ ଯେତବେେଳେ ନିଜ ଦୁଷ୍ଟତାରୁ ବିରତ ହାଇେ ନ୍ଯାଯ ଓ ଧର୍ମାଚରଣ କରେ ସେତବେେଳେ ସେ ନିଜର ଜୀବନ ରକ୍ଷା କରିବ ଓ ବଞ୍ଚିବ।

ଯିହିଜିକଲ 33:14

ଏବଂ ଯେତବେେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁ ହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,

Interlinear

Choose Theme